-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲାରେ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ

11-Jul-2025



(ଡୋଲେଶ୍ୱର ବାଗ)
 ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ ଯୋଗ ଦେଇ ନୂଆପଡ଼ାର ସମସ୍ତ ନର୍ସିଂ କଲେଜ ର ଛାତ୍ରଛାତ୍ରୀ ମାନଙ୍କୁ ନେଇ ପ୍ରସ୍ତୁତ ହୋଇଥିବା ଏକ ରେଲି କୁ ସବୁଜ ପତକା ଦେଖାଇ ଶୁଭାରମ୍ଭ କରିଥିଲେ l  ଏହି ରେଲି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ କିଶୋର ଚନ୍ଦ୍ର ପଟେଲଙ୍କ ନେତୃତ୍ଵରେ ରେଲି ବାହାରି ଏକତା ଛକ ରୁ ଜିଲ୍ଲାପାଳ କାର୍ଯ୍ୟାଳୟ ଛକ  ଦେଇ ମୁଖ୍ୟ ଚିକିତ୍ସାଳୟ  ଠାରେ ପହଂଚିଥିଲା । ପରେ ନୂଆପଡ଼ା ଜିଲ୍ଲା ମୁଖ୍ୟ  ଚିକିତ୍ସାଧିକାରୀ ଡ. ମନୋଜ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ  ସମ୍ମିଳନୀ କକ୍ଷରେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଥିଲା l ଏଠାରେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଲଳିତ ମୋହନ ବିଶି, ଡଃ ଗୁରୁପ୍ରସାଦ ଜେନା,  ଡଃ ଦ୍ଵାରିକାନାଥ ଶତପଥୀ, ଡି ଏମ୍ ଓ ଡଃ ଲଲିତ ମୋହନ ବିଶି, ବରିଷ୍ଠ ସାମ୍ବାଦିକ ଘନଶ୍ୟାମ ଭୋଇ, ବରିଷ୍ଠ ନାଗରିକ ସଂଘ ସଭାପତି କ୍ଷୀରୋଦ ନିବାସ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ l ଅତିଥିମାନେ ଦିବସର ମହତ୍ତ୍ବ ସହିତ ଜନସଂଖ୍ୟା ବିସ୍ଫୋରଣର କାରଣ ଓ ନିରାକରଣ ଉପରେ ବିଷଦ ଭାବରେ ଆଲୋଚନା କରିଥିଲେ l ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀ ତଥା ସଚେତନ ନାଗରିକ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like