-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

ବ୍ରାହ୍ମଣ ମହାସଭା ଆନୁକୁଲ୍ୟରେ ବନୋମହୋତ୍ସବ ଉପଲକ୍ଷେ ବୃକ୍ଷରୋପଣ

11-Jul-2025



ବଲାଙ୍ଗିର(ଦେବାଶିଷ ବହିଦାର)- ଜିଲ୍ଲା ବ୍ରାହ୍ମଣ ମହାସଭା ଆନୁକୁଲ୍ୟରେ ବନୋମହୋତ୍ସବ ଉପଲକ୍ଷେ ପ୍ରସ୍ତାବିତ ଭଗବାନ ପର୍ଶୁରାମ କଲ୍ୟାଣ ମଣ୍ଡପ ପରିସରରେ ଜିଲ୍ଲା ବନ ବିଭାଗ ସହଯୋଗରେ ବିଭିନ୍ନ ପ୍ରକାର ଚାରା ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ଓ ବନ ବିଭାଗ (କେନ୍ଦୁପତ୍ର) ଉପବନ ଅଧିକାରୀ କେଶବ ନାଏକ, ବନପାଳ କାର୍ତିକ ଚନ୍ଦ୍ର ସୁଆର ଓ ବ୍ୟାସଦେବ ସାହୁ ଉପସ୍ଥିତ ଥିଲେ । ନଗର ସଭାପତି ତଥା ରାଜ୍ୟ ପର୍ଶୁରାମ ବାହିନୀର କାର୍ଯ୍ୟକାରୀ ସଭାପତି ନରେନ୍ଦ୍ର କୁମାର ଆଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଓ ବ୍ରାହ୍ମଣ ସମାଜର କୋଷାଧ୍ୟକ୍ଷ ପର୍ଶୁରାମ ନାୟକ, ଜିଲ୍ଲା ବ୍ରାହ୍ମଣ ମହାସଭା ସମ୍ପାଦକ ଜୟରାମ ମିଶ୍ର, ସୁଧିର ତ୍ରିପାଠି, ଜଗଦିଶ ନାଥ ଓ ରାକେଶ ପଣ୍ଡା ଅନ୍ୟାନ୍ୟ ସଦସ୍ୟଙ୍କ ସହଯୋଗରେ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ସମାପନ କରାଯାଇଥିଲା । ଏହି ମହାନ କାର୍ଯ୍ୟକ୍ରମରେ ଜିଲ୍ଲା ବ୍ରାହ୍ମଣ ସମାଜର ସଭାପତି ଗୋପବନ୍ଧୁ ପୁରୋହିତ, କାର୍ଯ୍ୟକାରୀ ସଦସ୍ୟ ପୁରୁଷୋତ୍ତମ ପଣ୍ଡା, ଦାମୋଦର ଓତା, ଶ୍ୟାମ ସୁନ୍ଦର ଦାଶ, ସଂଗଠନ ସମ୍ପାଦକ କିଶୋର ପୁରୋହିତ, ନଗର ସମ୍ପାଦକ ସଂକିର୍ତନ ତ୍ରିପାଠି, ଶକ୍ତି ବାହିନୀ ମୁଖ୍ୟ କସ୍ତୁରୀ ରଥ, ବରିଷ୍ଠ ସଦସ୍ୟ ଶ୍ରୀକର ମିଶ୍ର, ଲୋକନାଥ ନେପାକ, ଶିବ ଶଙ୍କର ଖୁଆସ, ଅଶୋକ ପାଣ୍ଡିଆ, ପଣ୍ଡିତ ସନ୍ତୋଷ ପଣ୍ଡା, ସନ୍ତୋଷ ଶତପଥି, ନିଳାଚଳ ହୋତା, ସୁଧିର ଚାନ୍ଦ, ଇଂ. କିଶୋର ମିଶ୍ର, ଦିବାକର ହୋତା, ମଧୁ ନାୟକ, ବିରଂଚି ମିଶ୍‌ର, ବସନ୍ତ ଆଚାର୍ଯ୍ୟ, ସିଦ୍ଧେଶ୍ୱର ପାଣିଗ୍ରାହୀ, ବିଧୁ ଭୂଷଣ ତ୍ରିପାଠି, ବିନୟ ପୁଜାରୀ, ଶିବ ନାରାୟଣ ରଥ, କୃପାସିନ୍ଧୁ ମିଶ୍ର, ରାଜେନ୍ଦ୍ର ମିଶ୍ର, ରାମ ଶଙ୍କର ଶତପଥି, ସୁରେଶ ମିଶ୍ର, ଆନନ୍ଦ ଖୁଆସ, ଆର୍ତତ୍ରାଣ ଠାକୁର, ଗଙ୍ଗା ଚାନ୍ଦ, ପ୍ରଦୀପ ଗୁରୁ, ସନ୍ତୋଷ ନନନ୍ଦ, ଗିରିଶ ପଣ୍ଡା, କାହ୍ନା ଶତପଥି, ବିଘ୍ନରାଜ ମିଶ୍ର, ନିତ୍ୟାନନ୍ଦ ମିଶ୍ର, ତିର୍ଥବାସୀ ମିଶ୍ର ତଥା ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଏପରି ସାମାଜିକ ଓ ବନିକରଣ କାର୍ଯ୍ୟକୁ ବୁଦ୍ଧିଜିବୀ ଓ ସାଧାରଣ ଜନତା ଭୟସୀ ପ୍ରଶଂସା କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like