-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ରାଜ୍ୟ

ଡ୍ରାଇଭର ମହାସଂଘ ର ଆନ୍ଦୋଳନକୁ ଆପ୍ ର ସମର୍ଥନ

11-Jul-2025



ବଲାଙ୍ଗିର(ଦେବାଶିଷ ବହିଦାର)- ଓଡିଶା ଡ୍ରାଇଭର ମହାସଂଘ ର ଆନ୍ଦୋଳନ କୁ ଆଜି ଆପ୍ ବଲାଙ୍ଗିର ଟିମ୍ ସମର୍ଥନ ଜଣାଇଛି ଏବଂ ବଲାଙ୍ଗିର ଜିଲ୍ଲାପାଳ ଅଫିସ ସାମ୍ନାରେ ବସିଥିବା ଡ୍ରାଇଭର ସଂଘ ଏବଂ ତାଙ୍କ ସଭାପତି ସହିତ ଆପ୍ ବଲାଙ୍ଗିର ଜିଲ୍ଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେ ଆଲୋଚନା କରିଛନ୍ତି ଏବଂ ଶ୍ରୀ ପାଣ୍ଡେ କହିଛନ୍ତି ଡ୍ରାଇଭରମାନଙ୍କ ଆନ୍ଦୋଳନ ନ୍ୟାର୍ଯ୍ୟ ଦାବି ସରକାର ତାହା ପୁରଣ କରିବା ନିହାତି ଆବଶ୍ୟକ କାରଣ ଡ୍ରାଇଭରମାନଙ୍କର ଗୋଟେ ରାଜ୍ୟ ବିକଶିତ ରାଜ୍ୟ ହେବାରେ ମୁଖ୍ୟ ଭୂମିକା, ଅବଦାନ ରହିଥାଏ । ଅନେକ ସମୟ ରେ ଡ୍ରାଇଭରମାନେ ବହୁତ ଗୁଡାଏ ହିଂସା ଏବଂ ଅସୁବିଧାର ସମ୍ମୁଖିନ ହୋଇଥାନ୍ତି ତେଣୁ ଡ୍ରାଇଭରମାନଙ୍କର ଏହି ୭ଟି ଦାବି ନ୍ୟାର୍ଯ୍ୟ ଦାବି ତାହା ସରକାର ପୁରଣ କରନ୍ତୁ, ଖାଲି ପ୍ରତିଶୃତି ଦିଅନ୍ତୁ ନାହିଁ ଡ୍ରାଇଭର ମହାସଂଘର ଏହି ଦାବି ଗୁଡାକ ଆଜିର ଦାବି ନୁହଁ ଏହା ଦାବି ବର୍ଷ ବର୍ଷ ଧରି ଚାଲିଛି । ବିଗତ ସରକାର ଯେମିତି ବେଣ୍ଡିଆ ବୋଥ ଦେଇକି ଠକିଲା ଏହି ସରକାର ମଧ୍ୟ ଡବଲ ଭେଣ୍ଡିଆ ବୋଥ ଦେଇକି ପାର ହେବା ପାଇଁ ଚେଷ୍ଟା କରୁଛି । ଯେତିକି ସାଧାରଣ ଜନତା କୁ ଠକି କି ବିଜେପି ସରକାର ଆସିଲା ତାହା ସମସ୍ତଙ୍କୁ ୩ହଜାର ଭତ୍ତା ହେଉ କି ମାଗଣା ୩୦୦ ୟୁନିଟ ବିଜୁଳି ହେଉ କି ୨୪ ଘଣ୍ଟା ଭିତରେ ଚିଟ ଫଣ୍ଡ ଫେରସ୍ତ କରିବା କଥା ହେଉ ସବୁ ଥିରେ ଜନତା ଙ୍କୁ ଲାଲଟିନ୍ ଦେଖାଇଛି ସରକାର । ସହିପରି ଡ୍ରାଇଭର ସଂଘକୁ ମଧ୍ୟ ଭୁଆଁ ବୁଲାଇ ସେହି ପରି ଠକି ଚାଲିଛି ଭାରତୀୟ ଜନତା ପାର୍ଟିର ଓଡିଶା ସରକାର । ତେଣୁ ବଲାଙ୍ଗିର ଆମ ଆଦମୀ ପାର୍ଟି ସମ୍ପୁର୍ଣ୍ଣ ଭାବରେ ଡ୍ରାଇଭର ମହାସଂଘର ଏହି ଅନିର୍ଦ୍ଧିଷ୍ଟ ଆନ୍ଦୋଳନ ଏବଂ ତାଙ୍କର ୭ ଟି ନ୍ୟାର୍ଯ୍ୟ କୁ ସମର୍ଥନ ଜଣାଉଛି । ସରକାର ଗୁମରାହା ନ କରିକି ଡ୍ରାଇଭର ସଂଘର ଦାବିକୁ ପୁରଣ କରନ୍ତୁ ନଚେତ ଆନ୍ଦୋଳନ ତୀବ୍ର ହେବ । ଏହି କାର୍ଯ୍ୟକ୍ରମରେ ଡ୍ରାଇଭର ମହାସଂଘ କୁ ସମର୍ଥନ ଜଣାଇବାରେ ଆପ ବଲାଙ୍ଗିର ର ଯୁବ ମୋର୍ଚ୍ଚା ରମାକାନ୍ତ ବେହେରା, ଅମନ ମହାପାତ୍ର, ଅନ୍ତର୍ଯ୍ୟାମୀ ସାହୁ, ସୁନ୍ଦର ରାୟ, ରଞ୍ଜନ ସେଠ, କାହ୍ନୁ କରଣ, ବାଳକୃଷ୍ଣ ନୈକ, ସଦାଶିବ ମେହେର ଆଦି ଉପସ୍ଥିର ରହି ସମର୍ଥନ ଜଣାଇଥିଲେ ।ଦିଗାମ୍ବର ପାଣ୍ଡେ, ଦୁଃଖିଶ୍ୟାମ ବାଗ ସମେତ କଲେଜର ସ୍ୱେଚ୍ଛାସେବୀ ରୁଦ୍ର, କୈଳାସ, ସାହିଲ, ପ୍ରିତମ, ଜବା, ସୁନିତା, ମାନିନି, ନିକିତା, ଝରଣା, ସଙ୍ଗିତା, ଲିଜା ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like