-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ଅବସର ପ୍ରାପ୍ତ ଶିକ୍ଷଙ୍କୁ ସମ୍ବର୍ଦ୍ଧନା ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ

11-Jul-2025



 

ସମ୍ବଲପୁର :(ସଂଜୀବ ପାଣିଗ୍ରାହୀ ): ଶିକ୍ଷା ପରି ପବିତ୍ର ଦାନ ସମ୍ଭବତଃ ଦୁନିଆରେ ଆଉ କିଛି ନାହିଁ। ଏପରି ଏଜ ପବିତ୍ର ବୃତ୍ତିକୁ ଆପଣେଇ ଶିଷ୍ୟ ମନରୁ ଅଜ୍ଞାନ ଅନ୍ଧକାରକୁ ଦୁରେଇ ଦେଇ ପାରୁଥିବା ମହାନ ବ୍ୟକ୍ତିବିଶେଷଙ୍କୁ ଗୁରୁ ଭାବରେ ଗ୍ରହଣ କରାଯାଇଥାଏ। ତେବେ ଗୁରୁ କୌଣସି ଶରୀର ନୁହଁନ୍ତି, ଗୁରୁ ହେଉଛନ୍ତି ଏକ ସତ୍ତା ଓ ଅନୁଭବ ବୋଲି ଆଜି ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସମ୍ବର୍ଦ୍ଧନା ସଭାରେ ଏଭଳି ମତପ୍ରକାଶ ପାଇଛି।

 ଖରସନମାଲ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର କ୍ରୀଡା ଶିକ୍ଷକ ଶ୍ରୀ ଧବଳେଶ୍ଵର ଥାପା ଙ୍କ ଅବସର ଉପଲକ୍ଷେ ଏକ ବର୍ଣ୍ଣାଢ୍ୟ ସଭା ଆୟୋଜିତ ହୋଇଥିଲା। ପ୍ରଧାନ ଶିକ୍ଷକ  ବିଶ୍ଵାମିତ୍ର ଦୀପ ଙ୍କ ସଂଯୋଜନା ରେ ହୋଇଥିବା ଏହି ସଭାରେ  ଶ୍ରୀ ଥାପାଙ୍କ ଦୀର୍ଘ ବୃତ୍ତିଜୀବନ ଏବଂ ବିଦ୍ୟାଳୟ ପ୍ରତି ତାଙ୍କ ଅବଦାନ ବିଷୟରେ ପ୍ରଧାନ ଶିକ୍ଷକ ପ୍ରାରମ୍ଭରେ ସ୍ମୃତିଚାରଣ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ, ସହପାଠୀ ଶିକ୍ଷକ ବୃନ୍ଦ ଓ ଅତିଥିମାନେ ନିଜ ଅନୁଭୂତି ଅଭିବ୍ୟକ୍ତ କରିଥିଲେ |ବିଦ୍ୟାଳୟ ପକ୍ଷରୁ ଏକ ସ୍ମୃତିଚିହ୍ନ ଓ ବିଭିନ୍ନ ଉପହାର ପ୍ରଦାନ କରାଯାଇ  ଶ୍ରୀ ଥାପାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା |
 ଶେଷରେ ଶ୍ରୀ ଥାପା ନିଜ ଅଭିଭାଷଣରେ ତାଙ୍କ ବୃତ୍ତିଜୀବନ ର ସଂସ୍ମୃତି ସହ ଚାଲିଥିବା ଯାତ୍ରା ଓ ବିଦ୍ୟାଳୟ ପ୍ରତି ଭାବନା ବ୍ୟକ୍ତ କରି ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।ଏହି ସଭାରେ ସୁଶାନ୍ତ ପଧାନ,ଡାକ୍ତର ରାଜାରାମ ଷଡଙ୍ଗୀ, ଭକ୍ତ ବନ୍ଧୁ ପଣ୍ଡା, କୁଲୁଣ୍ଡି ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ବ୍ରଜ କିଶୋର ପଧାନ, ମୁଣ୍ଡେନପାଲି ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ଗୋପି ରଞ୍ଜନ ନାଥ,କବରାପାଲି ୟୁଜିଏମଇ ସ୍କୁଲର ପ୍ରଧାନ ଶିକ୍ଷକ ଅକ୍ଷୟ ପରିମାଣିକ, ରାଇଟର ଝାଙ୍କର, କୁମୁଦିନୀ ବେହେରା, ପ୍ରତିମା ମୁଣ୍ଡା, ସୁରେନ ପଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିକ୍ଷାର ମହତ୍ୱହି ଏଭଳି ସଭାର ନିଦର୍ଶନ ବୋଲି କହିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ନାରାୟଣ ପଧାନ, ଭରତ ନାଥ, କିଶୋର ପଣ୍ଡା, ତ୍ରିନାଥ ବିଶ୍ୱାଳ ମୁରା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ରହି ଶ୍ରୀ ଥପାଙ୍କ କାର୍ଯ୍ୟକାଳ ମଧ୍ୟରେ ବିଭିନ୍ନ ଦକ୍ଷତା ନେଇ ସ୍ମୃତି ଚାରଣ କରିଥିଲେ।ଶେଷରେ ବିଦ୍ୟାଳୟ ଶିକ୍ଷକ ପ୍ରଦୀପ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like