-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

୪୨ ନମ୍ବର ରାଜ୍ୟ ରାଜପଥ ତଥା ସିନ୍ଧେକେଲା - ଚାନ୍ଦୋତରା ମୁଖ୍ୟ ରାସ୍ତା ଉପରେ ଖାଳ ନା ଖାଳ ଉପରେ ରାସ୍ତା

12-Jul-2025



ସିନ୍ଧେକେଲା: ରାଜ୍ୟ ରାଜପଥ ରେ ରାସ୍ତା ଉପରେ ଖାଳ ନା ଖାଳ ଉପରେ ରାସ୍ତା। ଏହି ରାସ୍ତା ଦେଇ ଯେ କେହି ଯାତାୟାତ କରୁଛନ୍ତି ତାଙ୍କ ଠାରୁ କେବଳ ଏମିତି କଥା ଶୁଣିବାକୁ ମିଳୁଛି।

ବଲାଙ୍ଗୀର ଜିଲ୍ଲା ମୁଖ୍ୟାଳୟରୁ ପାଟଣାଗଡ଼, ବେଳପଡା, କଣ୍ଟାବାଞ୍ଜି, ବଙ୍ଗୋମୁଣ୍ଡା, ସିନ୍ଧେକେଲା ଦେଇ ଚାନ୍ଦୋତରା ପର୍ଯ୍ୟନ୍ତ ଲମ୍ବିଛି ୪୨ ନମ୍ବର ରାଜ୍ୟ ରାଜପଥ। ଆଉ ଚାନ୍ଦୋତରା ଚାରି ଛକ ପର୍ଯ୍ୟନ୍ତ ପହଞ୍ଚିବାପରେ ସଂଯୋଗ ହୋଇଛି ଭବାନୀପାଟଣା - ରାଇପୁର କୁ ଯାଇଥିବା ୧୯ ନମ୍ବର ରାଜ୍ୟ ରାଜପଥ ରେ। ଏହାସହ ଚାନ୍ଦୋତରା ଚାରିଛକ ଥିବାରୁ ଚାରି ପଟରୁ ପ୍ରତିଦିନ ଶହ ଶହ ଯାନବାହନ ଚଳାଚଳ କରିଥାଏ। କିନ୍ତୁ ଠିକ୍ ୧୯ ନମ୍ବର ରାଜ୍ୟ ରାଜପଥ ରୁ

୪୨ ନମ୍ବର ରାଜ୍ୟ ରାଜପଥ କୁ ସଂଯୋଗ କରୁଥିବା ସ୍ଥାନରେ ଅସରାଏ ବର୍ଷା ହେଲେ ପାଣି ଜମି ରହୁଛି। ସିନ୍ଧେକେଲା ବସଷ୍ଟାଣ୍ଡ ନିକଟ ତପନ ଜୈନ ଙ୍କ ଘର ସାମନାରେ ରାସ୍ତାରେ ପ୍ରାୟ ଆଣ୍ଠୁଏ ଖାଳ ହୋଇପଡିଛି। 
ସେହିପରି ଭାବେ ସିନ୍ଧେକେଲା ମୁଖ୍ୟ ରାସ୍ତା ଦେଇ ଚାନ୍ଦୋତରା ପର୍ଯ୍ୟନ୍ତ ସଂଯୋଗ ହେଉଥିବା ରାସ୍ତା ବିଶେଷ କରି ପ୍ରାଣୀ ଧନ ଚିକିତ୍ସାଳୟ ଠାରୁ ଉନ୍ଦେର ନଦୀ ବ୍ରିଜ ପର୍ଯ୍ୟନ୍ତ ରାସ୍ତା ଅତି ଶୋଚନୀୟ ହୋଇପଡ଼ିଥିବାରୁ ଯାତାୟାତ କାରି ତ୍ରାହି ତ୍ରାହି ଡାକୁଛନ୍ତି। ଏବଂ କହୁଛନ୍ତି ଏ ୪୨ ନମ୍ବର ରାଜ୍ୟ ରାଜପଥ ରାସ୍ତା ଉପରେ ଖାଳ ନା ଖାଳ ଉପରେ ରାସ୍ତା। ବିଚ୍ ରାସ୍ତାରେ ଜମ ଜଗିଛି ବିଭାଗ ନିଦାବିଷ୍ଣୁ କାହିଁକି। ଏହାକୁ ନେଇ ବିଭାଗୀୟ ଯନ୍ତ୍ରୀ ଙ୍କୁ ପଚାରିବାରୁ ସେ ପାଟଣାଗଡ଼ରୁ ଚାନ୍ଦୋତରା ପର୍ଯ୍ୟନ୍ତ ରାସ୍ତାକାମ ପାଇଁ ଟେଣ୍ଡର ପ୍ରକ୍ରିୟା ଚାଳିଛି ହେଲେ ପ୍ରକ୍ରିୟା ସରିବା ପରେ କାମ ଆରମ୍ଭ ହେବ। ତେବେ ଆମ ପ୍ରତିନିଧି ପଚାରିଥିଲେ ଏହି ପ୍ରକ୍ରିୟା ବିଳମ୍ବ ହୋଇପାରେ ତେଣୁ ବର୍ତ୍ତମାନ ସମୟରେ କ'ଣ ବ୍ୟବସ୍ଥା ରହିଛି। ବିଭାଗୀୟ ଯନ୍ତ୍ରୀ ରିପ୍ୟାରିଙ୍ଗ କରିଦେବୁ ବୋଲି କହିଥିଲେ। ତେବେ ରାସ୍ତାର ସ୍ଥିତି ଅନୁଧ୍ୟାନ କରି ଟେଣ୍ଡର ପ୍ରକ୍ରିୟା ତ୍ବରାନ୍ବିତ କରାଗଲେ ଏ ରାସ୍ତା ଦେଇ ଯାତାୟତ କରୁଥିବା ଲୋକେ ଆସନ୍ନ ଆକସ୍ମିକ ଅଜଣା ମୃତ୍ୟୁ ମୁଖରୁ ରକ୍ଷା ପାଇପାରିବେ। ତେଣୁ ବିଭାଗୀୟ ଅଧିକାରୀ ଏବଂ ଜିଲ୍ଲା ପ୍ରଶାସନ ତତ୍ପରତା ର ସହିତ ରାସ୍ତା ପାଇଁ ଟେଣ୍ଡର ପ୍ରକ୍ରିୟା ଶେଷ କରିବାକୁ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like