-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ଦାବ୍ରୀ ଗାଁ ରାସ୍ତା କାମ ରେ ଅନିୟମିତତା ଅଭିଯୋଗ, ସୂଚନା ଫଳକ ରେ କଂକ୍ରିଟ ରୋଡ ବାସ୍ତବ ରେ ନାହିଁ

12-Jul-2025



 ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ହିଆଁଲ ପଞ୍ଚାୟତ ରେ ସରକାରୀ ନିୟମ ଉଲଙ୍ଘନ କରି ଗୋଟିଏ ଗୋଟିଏ କାମ କରି ସରକାରୀ ଅନୁଦାନ ଦୁରୁପଯୋଗ କରାଯାଉଥିବା ଅଭିଯୋଗ ହେଉଛି। ମନରେଗା ଯୋଜନା ରେ ପୋଖରୀ ନ ଥାଇ ପାହାଚ ନିର୍ମାଣ କରି ଲକ୍ଷାଧିକ ଟଙ୍କା ହଡ଼ପ କରାଯାଉଥିବା ବେଳେ ସୂଚନା ଫଳକ ରେ କଂକ୍ରିଟ ରୋଡ ନିର୍ମାଣ କରିବା ଲେଖି ବାସ୍ତବ ରେ ନ କରିବାକୁ ଯୋଗୁଁ ଲୋକେ ନାହିଁନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୂଚନା ଅନୁସାରେ ହିଆଁଲ ପଞ୍ଚାୟତ ର ଦାବ୍ରୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ର ଠାରୁ ଟାଙ୍କରପଡା ପ୍ରର୍ଯନ୍ତ କଂକ୍ରିଟ ରୋଡ ନିର୍ମାଣ ଓ ପୋଲ ରକ୍ଷାଣ ବେକ୍ଷଣ କୁ ନେଇ ହିଆଁଲ ଗ୍ରାମ ପଞ୍ଚାୟତ କେନ୍ଦ୍ର ପଞ୍ଚଦଶ ଅର୍ଥ ୨୦୨୪-୨୫ରେ ରେ କାମ କରାଯାଇଥିବା ନେଇ ସୂଚନା ଫଳକ ଉଲ୍ଲେଖ ରହିଥିବା ବେଳେ ଏହାରେ ଫଳ ଅନୁସାରେ

କାମ କରାଯାଇନାହିଁ। ୩ ଲକ୍ଷ ଟଙ୍କା ରେ ସେଠାରେ ପୋଲ ନିର୍ମାଣ କରାଯାଉଥିବା ବେଳେ କଂକ୍ରିଟ ରୋଡ ଦେଖା ନାହିଁ। ନବନିର୍ମିତ ପୋଲ କାମ ମଧ୍ଯ ଅତି ନିମ୍ନମାନର କରାଯାଇଥିବା ଅଭିଯୋଗ ହେଉଛି।

ଗୋଟିଏ ପଟେ ସୂଚନା ଫଳକ ଅନ୍ୟ ତଥ୍ଯ ଲେଖୁଥିବା ବେଳେ ଅନ୍ଯପଟ ବାସ୍ତବ ରେ ଅନ୍ୟ କାମ କରାଯାଉଛି ଏହି ହିଆଁଲ ପଞ୍ଚାୟତ ରେ। କଂକ୍ରିଟ ରୋଡ ନିର୍ମାଣ କରିବାକୁ ଅନୁଦାନ ମଞ୍ଜୁର ହୋଇଥିଲା କିନ୍ତୁ ସେହି କଂକ୍ରିଟ ରୋଡ ନିର୍ମାଣ କରିବା ଯୋଗୁଁ ସେହି ରାସ୍ତା କାଦୁଅ ପଚ ପଚ ହୋଇପଡିଛି। ଯେଉଁ ଟଙ୍କା କଂକ୍ରିଟ ରୋଡ ନିର୍ମାଣ ପାଇଁ ଆସିଥିଲା ସେହି ଟଙ୍କା କୁ ନିଜ ମନମୁତାବକ କାହିଁକି କାର୍ଯ୍ୟ କରୁଛନ୍ତି ଦାଇତ୍ବ ଥିବା କନିଷ୍ଠ ଯନ୍ତ୍ରୀ ଓ ଅନ୍ଯ କର୍ମଚାରୀ ମାନେ। ବାରମ୍ବାର ଏହିଭଲି ସରାକରୀ ନିୟମ ଉଲଙ୍ଘନ କରି କାମ କରୁଥିବା କର୍ମଚାରୀ ମାନଙ୍କ ବିରୋଧ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାନ୍ତି ତୁରେକେଲା ବ୍ଲକ ପ୍ରଶାସନ। ବାରମ୍ବାର ହିଆଁଲ ପଞ୍ଚାୟତ ରେ ଅନେକ କାମ ରେ ଦୁର୍ନୀତି ହେଉଥିବା ନେଇ ଅଭିଯୋଗ ହୋଇ ଆସୁଥିଲେ ମଧ୍ଯ ତୁରେକେଲା ବ୍ଲକ ପ୍ରଶାସନ ର କାର୍ଯ୍ୟାନୁଷ୍ଠାନ ଶୂନ ଯାହାକୁ ନେଇ ଦାଇତ୍ବ ଥିବା ପ୍ରଶାସନିକ ଅଧିକାରିଙ୍କ ଭୂମିକା କୁ ନେଇ ବଡ ପ୍ରଶ୍ନ ଉଠୁଛି। ଏନେଇ ତୁରେକେଲା ବ୍ଲକ ଆସିଷ୍ଟାଣ୍ଟ ଇଞ୍ଜିନିୟର ନବ ମଳିକ ଙ୍କ ପ୍ରତିକ୍ରିୟା ନେବାକୂ ଯୋଗାଯୋଗ କରିଥିଲୁ ହେଳେ ତାଙ୍କ କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ। ବଲାଙ୍ଗୀର ଜିଲ୍ଲା ପ୍ରଶାସନ ନଜର କାର୍ଯ୍ୟାନୁଷ୍ଠାନ ନେବାକୁ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like