-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ଜନତା ହାଇସ୍କୁଲରେ ବନମହୋତ୍ସବ ଅବସରରେ" ମାଁ ପାଇଁ ଗଛଟିଏ -୨.୦ "

12-Jul-2025



ପରିବେଶକୁ ସବୁଜ ସୁନ୍ଦର କରିବା ନିମନ୍ତେ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ସ୍ଥିତ ଜନତା ସରକାରୀ ହାଇସ୍କୁଲରେ ବନ ମହୋତ୍ସବ ପାଳିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗାପ୍ରସାଦ ନାୟକ ଛାତ୍ରଛାତ୍ରୀ ମାନଙ୍କୁ ଜୈବମଣ୍ଡଳର ସୁରକ୍ଷା ନିମିତ୍ତ ସବୁଜିମା ସୃଷ୍ଟି କରିବା ସକାଶେ ସଚେତନ କରିଥିଲେ। ବିଦ୍ଯାଳୟର ଇକୋକ୍ଲବ ଇନଚାର୍ଜ ତଥା ଇକୋକ୍ଲବ ମାଷ୍ଟର ଟ୍ରେନର୍ ସଂଜୟ ଖମାରୀଙ୍କ

ପ୍ରତ୍ଯକ୍ଷ ତତ୍ତ୍ଵାବଧାନରେ ଛାତ୍ରାବସ୍ଥାରୁ ପରିବେଶ ସୁରକ୍ଷା ପ୍ରତି ସଚେତନତା ଜାଗ୍ରତ କରିବା ନିମନ୍ତେ 'ମାଁ ପାଇଁ ଗଛଟିଏ -୨.୦,' ଅଭିଯାନରେ ଅଂଶ ଗ୍ରହଣ କରିବା ପାଇଁ ଶିକ୍ଷାର୍ଥୀ ମାନଙ୍କୁ ପଣସ, ଡାଳିମ୍ବ,ଅଁଳା, କରଞ୍ଜ , ଜାମୁ,କାଜୁ,ବାଉଁଶ ଆଦି ୨୦୦ ରୁ ଉର୍ଦ୍ଧ୍ବ ଚାରା ବଣ୍ଟନ କରାଯାଇଥିଲା।ଏହି ଚାରା ବଣ୍ଟନ କାର୍ଯ୍ୟରେ ଭଟଲି ବନାଞ୍ଚଳ ଅଧୀନରେ ଥିବା ଦ୍ଵାରୀ ସେକ୍ସନର ଫରେଷ୍ଟର ବିଷ୍ଣୁ ଚରଣ ବିଶ୍ୱାଳ,ଫରେଷ୍ଟ ଗାର୍ଡ ପଦ୍ମନ୍ ପ୍ରଧାନ,ଆଣ୍ଟି ପୋଚିଙ୍ଗ ସ୍କ୍ୱାର୍ଡ ସୁବଳ ସାହୁ , ଶିକ୍ଷକ

ଆଶୁତୋଷ ଭୋଇ,ସୁବାସ ଚନ୍ଦ୍ର ଖମାରୀ,ଶିକ୍ଷକ ତେଜରାମ ସା ବୋଧରାମ ବିଶ୍ବାଳ,ଶ୍ରୀପତି ସାହୁ,ଈଶ୍ୱର ପଧାନ,ରଞ୍ଜିତ ସାହୁ, ଅମୂଲ୍ୟ ଭୋଇ, ପଦ୍ମଲୋଚନ ବିଶି,ଶିକ୍ଷୟିତ୍ରୀ ସୌଦାମିନୀ ବାରିକ, ରାଜକୁମାରୀ ଭୁଏ,ସରିତା ପଟେଲ, ମନୋଜା ପଟେଲ,ପୁଷ୍ପାଞ୍ଜଳି ପଧାନ,ଅନୀତା ପଧାନ, ପଦ୍ମଲୋଚନ ବିଶି,ରୁକୁଣୀ ସେଠ,ଅନିଳ ସିଦାରଙ୍କ ସମେତ ଜୁନିଅର ରେଡକ୍ରସ ତଥା ବୀର ସୁରେନ୍ଦ୍ର ସାଏ ଇକୋକ୍ଲବ ତଥା ୟୁଥ୍ ଆଣ୍ଡ ଇକୋ କ୍ଳବର ସମସ୍ତ ସଦସ୍ଯ ସକ୍ରିୟ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like