-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଦେଖେନ୍ ସୁନ୍ଦୁରି ଫଳସା ଫୁଲ ରୀତିରେ ମରାମତି ହେଲା ଶିଶୁ ମନ୍ଦିର ରାସ୍ତା

12-Jul-2025



ବିନିକା(ହିଂମାଶୁ ଶେଖର ପୁଟେଲ) ଦେଖେନ ସୁନ୍ଦୁରି ଫଲସା ଫୁଲ ରୀତିରେ ମରାମତି ହୋଇଛି ବିନିକା ଶିଶୁ ମନ୍ଦିର ରାସ୍ତା । ସହର ମୁଖ୍ୟ ରାସ୍ତାକୁ ସଂଯୋଗ କରିଥିବା ଶିଶୁ ମନ୍ଦିର ରାସ୍ତାର ପ୍ରବେଶ ପଥରେ ଗର୍ତ୍ତ ସୃଷ୍ଟି କରି ବର୍ଷା ପାଣି ଭରି ରହିଥିଲା ।ଯାହାକି ପୋଖରୀର ଭ୍ରମ ସୃଷ୍ଟି କରିଥିଲା । ପାଣି ଭିତର ଦେଇ ଦୈନନ୍ଦିନ ଯିବା ଆସିବାକୁ ପଡୁଥିଲା ।ହେଲେ ସେହି ପାଣି ଭର୍ତ୍ତି ଗର୍ତ୍ତ ପାରି ହେବାକୁ ଉଭୟ ପଟରେ ଭିଡ ମଧ୍ୟ ଜମି ଅପେକ୍ଷା କରିବାକୁ ପଡ଼ିଥିଲା ।କାରଣ ସୃଷ୍ଟି ଗର୍ତ୍ତରେ ଟିକିଏ ଅସାବଧାନତା ହେଲେ ସାଧାରଣ ଲୋକେ ଦୁର୍ଘଟଣାଗ୍ରସ୍ତ ହେବା ସହିତ କାଦୁଅ ପାଣିରେ ଭିଜିବାକୁ ପଡୁଥିଲା ।ପ୍ରାୟ ୨୦ବର୍ଷ ପୂର୍ବରୁ ନିର୍ମାଣ ହୋଇଥିବା ଏହି କଂକ୍ରିଟ ରାସ୍ତାର ବିଭିନ୍ନ ସ୍ଥାନରେ ସିମେଣ୍ଟ ଚିରା ଚିରା ହୋଇ ଫାଟି ଯାଇ ଛୋଟ ବଡ଼ ଗର୍ତ୍ତ ସୃଷ୍ଟି କରିଛି । ସେହିପରି କେତେକ ସ୍ଥାନରେ ସିମେଣ୍ଟ ନଥିବାରୁ ରାସ୍ତାଟି ମାଟି ରାସ୍ତାରେ ପରିଣତ ହେଲାଣି ।ପୁଣି ରାସ୍ତାର ଉଭୟ ପାର୍ଶ୍ବରେ ଅନାବନା ଗଛ ଲତା ଭରି ରହିଥିବାରୁ ରାସ୍ତାଟି ଅତ୍ୟନ୍ତ ସଂକୀର୍ଣ୍ଣ ହୋଇପଡିଛି ।ନୀତି ପ୍ରତିଦିନ ଏହି ରାସ୍ତାରେ ସ୍କୁଲ,କଲେଜକୁ ଶହ ଶହ ଛାତ୍ରଛାତ୍ରୀ ଅଧ୍ୟୟନ ପାଇଁ ଯାଉଥିବା ବେଳେ ୪/୫ଖଣ୍ଡ ଗ୍ରାମର ଲୋକେ ମଧ୍ୟ ଯିବା ଆସିବା କରୁଛନ୍ତି ।ସେହିପରି କୃଷି,ଜଙ୍ଗଲ,ଗ୍ରାମ୍ୟ ଉନ୍ନୟନ ବିଭାଗ ରହିଥିବାରୁ ବିଭିନ୍ନ କାମ ନେଇ ଲୋକେ ଓ ମା ସନ୍ତୋଷ ମନ୍ଦିର ଥିବାରୁ ଦର୍ଶନ ପାଇଁ ଭକ୍ତଙ୍କ ଯିବା ଆସିବା ହେଉଛି ।ରାସ୍ତାର ଅବସ୍ଥା ସମ୍ପର୍କରେ ୯ତାରିଖ ପ୍ରେରଣା ଖବରକାଗଜରେ ଖବର ପ୍ରକାଶ ପାଇଥିଲା ।ଖବରକୁ କେତେକ ସାମାଜିକ କର୍ମୀ ସୋସିଆଲ ମିଡିଆରେ ଭାଇରାଲ କରିବା ସହିତ ରମେଶ ମେହେର ନାମକ ଜଣେ ବ୍ୟକ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ,ମୁଖ୍ୟ ଶାସନ ସଚିବ,ଏଚୟୁଡିଡି ବିଭାଗ ଓ ସ୍ଥାନୀୟ ଏନଏସି ପ୍ରଶାସନକୁ ଟୁଇଟ କରିଥିଲେ। କିନ୍ତୁ ଦୁଃଖର ବିଷୟ ସମସ୍ତଙ୍କ ପାଇଁ ବିପଦପୂର୍ଣ୍ଣ ସାଜିଥିବା ଏହି ରାସ୍ତାର ସମାଧାନ ଦିଗରେ ପ୍ରଶାସନ ତରଫରୁ ଅଦ୍ୟାବଧି ସ୍ଥାୟୀ ପ୍ରତିକାର କରାଯାଇ ନାହିଁ । ହେଲେ ଗତକାଲି ସନ୍ଧ୍ୟାରେ ରାସ୍ତାର ପ୍ରବେଶ ପଥରେ ଭରି ରହିଥିବା ପାଣିକୁ ନିଷ୍କାସନ କରାଯିବା ସହିତ ଆବୁଡା ଖାବୁଡ଼ାକୁ ଯେସିବି ମେସିନ ଦ୍ଵାରା ସମତୁଲ କରାଯାଇଛି।  ତେବେ ରାସ୍ତାର ଅବସ୍ଥା ନେଇ ଏବେବି ଛାତ୍ରଛାତ୍ରୀ ତଥା ଜନସାଧାରଣଙ୍କୁ ଦୁଃଖ ଦେଉଥିବା ବେଳେ କେବଳ ପ୍ରବେଶ ପଥରେ ସମତୁଲ "ଦେଖେନ ସୁନ୍ଦୁରୀ ଫଲସା ଫୁଲ" ବୋଲି ଲୋକେ କହୁଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like