-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମରଣଯନ୍ତା ପାଲଟିଛି ମନେଇପାଦ ରୁ ସେମେଲମୁଣ୍ଡା ରାସ୍ତା

12-Jul-2025



ପାଟଣାଗଡ଼ (ପୂର୍ଣ୍ଣ ଶଶୀ ଶେଖର ରାଓ )ସରକାର କୋଟି କୋଟି ଟଙ୍କା ବିନିମୟ କରି ଲୋକଙ୍କ ଗମନାଗମନ ପାଇଁ ଗ୍ରାମ ପଞ୍ଚାୟତ, ଗ୍ରାମ ଉନ୍ନୟନ ବିଭାଗ ଏବଂ ପୂର୍ତ୍ତ ବିଭାଗ କୁ ରାସ୍ତା ନିର୍ମାଣ ପାଇଁ ଦାୟିତ୍ୱ ଦେଇଛନ୍ତି!ହେଲେ ଭାରତ ସ୍ୱାଧୀନତା ହେବାର 76 ବର୍ଷ ପରେ ମଧ୍ୟ ଅନେକ ଗୁଡିଏ ଗାଁ ରେ ପକ୍କା ରାସ୍ତା ନ ଥିବାରୁ ଲୋକେ ବିଭିନ୍ନ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି!ପକ୍କା ରାସ୍ତା ତିଆରି ନ ହେବାର ମୁଖ୍ୟ କାରଣ ହେଉଛି ପ୍ରଶାସନିକ ଅଧିକାରୀ ଙ୍କ ଅବହେଳା ଓ ସ୍ଥାନୀୟ ରାଜନେତା ଙ୍କ ଉଦାସୀନ ମନୋଭାବ!ଦୀର୍ଘ  ଦିନ ଧରି ପୂର୍ବ ସରକାର ଙ୍କ ଅମଳ ରେ ଯେଉଁ ରାସ୍ତା ଗୁଡିକ ପଡିରହିଥିଲା ଆଜି ମଧ୍ୟ ସେହି ଅବସ୍ଥା ରେ ପଡ଼ିରହିଛି ଏବେ ରାଜ୍ୟ ରେ ନୂଆ ସରକାର ଥିବାବେଳେ ରାଜ୍ୟବାସୀ ଙ୍କ ନୂଆ ଆଶା ନୂଆ ସ୍ବପ୍ନ ଅଛି ଯେ କିଛି ସୁବିଧା ମିଳିପାରିବ କିନ୍ତୁ ଯଥା ପୂର୍ବଂ ତଥା ପରମ ବୋଲି ଲୋକେ ଅଭିଯୋଗ କରୁଛନ୍ତି!ସୂଚନା ଅନୁସାରେ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ମଣ୍ଡୋମହୁଲ ଗ୍ରାମ ପଞ୍ଚାୟତ ମନେଇପାଦ ଗାଁ ରୁ ଘୁଚେପାଲି ଗ୍ରାମ ପଞ୍ଚାୟତ ସେମେଲମୁଣ୍ଡା ଗାଁ କୁ ଥିବା 6 କିଲୋମିଟର ରାସ୍ତା ମରଣଯନ୍ତା ପାଲଟିଛି!ଗତ 10 ବର୍ଷ ତଳେ ତଥା 2015-16 ମସିହାରେ ଗ୍ରାମ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତା ନିର୍ମାଣ କରାଯାଇଥିବା ବେଳେ ଆଜି ପର୍ଯ୍ୟନ୍ତ ତାର ରକ୍ଷନାବେକ୍ଷଣ କରାଯାଉନାହିଁ ଯାହାଫଳରେ ରାସ୍ତା ରେ ମେଟାଲ ଗୁଡିକ ଦେଖାଯାଉଛି ଏବଂ ରାସ୍ତା ଟି ଭୟଙ୍କର ହୋଇଛି!ଏହି ରାସ୍ତା ଦେଇ ପ୍ରତି ଦିନ ସେମେଲମୁଣ୍ଡା, ଗଏଲମରା ସମେତ ଅଞ୍ଚଳର ହଜାର ହଜାର ଲୋକ ଉକ୍ତ ରାସ୍ତା ଦେଇ ଯାତାୟାତ କରୁଥିବା ବେଳେ ଅନେକ କଷ୍ଟ ଭୋଗୁଛନ୍ତି!ବେଳେ ବେଳେ ଏହି ରାସ୍ତା ରେ ଛୋଟ ଛୋଟ ଦୁର୍ଘଟଣା ହେଉଥିବା ମଧ୍ୟ ଦେଖିବାକୁ ମିଳୁଛି!ଅଞ୍ଚଳବାସୀ ଙ୍କ ଠାରୁ ଶୁଣିବାକୁ ମିଳେ ଯେ ନିର୍ବାଚନ ସମୟ ରେ ନେତା ମାନେ ଖାଲି ଭୋଟ ପାଇଁ ଆସିଥାନ୍ତି ଏବଂ ପ୍ରତିଶୃତି ଦିଅନ୍ତି କିନ୍ତୁ ବାସ୍ତବରେ ତାହା ଭିନ୍ନ!ଏ ରାସ୍ତା ପାଇଁ ବାରମ୍ବାର ଗ୍ରାମ ପଞ୍ଚାୟତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ କୁ କହିଥିଲେ ସୁଦ୍ଧା କିଛି ସୁଫଳ ମିଳିନାହିଁ!ଘୁଚେପାଲି ଗ୍ରାମ ପଞ୍ଚାୟତ ର ସରପଞ୍ଚ ଙ୍କ ସ୍ୱାମୀ ଶିଶୁଦେବ ପଟେଲ ବର୍ତ୍ତମାନ ସାଶକ ଦଳର ଜୋନ ସଭାପତି ଥିବା ବେଳେ ତାଙ୍କ ଅଞ୍ଚଳରେ ଲୋକେ ମୌଳିକ ସୁବିଧା ପାଇବାରୁ ବଞ୍ଚିତ ଥିବା ଅତ୍ୟନ୍ତ ପରୀତାପ ର ବିଷୟ ବୋଲି ଜନସାଧାରଣ ରେ ଆଲୋଚନା ହେଉଛି!ଏଥିପ୍ରତି ପାଟଣାଗଡ଼ ବିଧାୟକ ତଥା ଓଡିଶାର ଉପମୁଖ୍ୟମନ୍ତ୍ରୀ ମହୋଦୟ ଦୃଷ୍ଟି ଆକର୍ଷଣ କରି ପକ୍କା ରାସ୍ତା ନିର୍ମାଣ କରାଇବାକୁ ନିର୍ଦେଶ ଦିଅନ୍ତୁ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି!


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like