-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||     

HOME   ଜିଲ୍ଲା

ବିକାଶ ଭେଲି ପବ୍ଲିକ୍ ସ୍କୁଲ୍ ପକ୍ଷରୁ ଇଂରାଜୀ ବକ୍ତୃତା ପ୍ରତିଯୋଗିତା

12-Jul-2025



ବଲାଙ୍ଗୀର (ଦେବାଶିଷ ବହିଦାର): ସ୍ଥାନୀୟ ଭାଗବତୀ ନଗର ସ୍ଥିତ ବିକାଶ ଭେଲି ପବ୍ଲିକ୍ ସ୍କୁଲ୍ ପକ୍ଷରୁ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କୁ ନେଇ ତିନୋଟି ବିଭାଗରେ ଏକ ଇଂରାଜୀ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଥିଲା l 

ସ୍କୁଲର ଅଧ୍ୟକ୍ଷ ଆମ୍ବରିସ ଦାସ ଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ବକ୍ତୃତା ପ୍ରତିଯୋଗିତା ରେ ବିଚାରକ ଭାବେ ଶିକ୍ଷକ ଶିବାନନ୍ଦ ଦାଶ, ସାପ୍ତାହିକ 'ପ୍ରେରଣା'ର ସମ୍ପାଦକ ରଘୁ ନନ୍ଦନ ସିଂହ  ଓ  ବିଦ୍ୟା ଭାରତୀ ଆବସିକ ସ୍କୁଲର ଶିକ୍ଷୟିତ୍ରୀ ଆଶାଲତା ସେଠୀ ଯୋଗ ଦେଇ କୃତୀ ପ୍ରତିଯୋଗୀ ମାନଙ୍କ ନାମ ଘୋଷଣା କରିଥିଲେ l ପ୍ରତିଯୋଗିତାକୁ ସ୍କୁଲର ଶିକ୍ଷୟିତ୍ରୀ ତପସୁମ୍ ବେଗମ୍ ସଞ୍ଚାଳନ କରିଥିବା ବେଳେ ଶିକ୍ଷୟିତ୍ରୀ ପ୍ରତିମା କରନ୍, ମେଘା ରଥ, ବିବେକନନ୍ଦ ସାହୁ ସହଯୋଗ କରିଥିଲେ l ସୂଚନାଯୋଗ୍ୟ, ବିକାଶ  ଭେଲି ପବ୍ଲିକ ସ୍କୁଲରେ ପାଠପଢ଼ା ବ୍ୟତିତ  ଛାତ୍ରଛାତ୍ରୀ ମାନଙ୍କ ବ୍ୟକ୍ତିତ୍ୱର  ବିକାଶ,  ନାଚ ଗୀତ, ଯୋଗ ପ୍ରାଣାୟମ ଓ ନୈତିକ ଶିକ୍ଷା କୁ ଅଧିକ ଗୁରୁତ୍ୱ ଦିଆଯାଇଥାଏ l ପ୍ରତି ଶନିବାର ଦିନ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବକ୍ତୃତା  ଓ  ଅନ୍ୟନ୍ୟ ବୌଦ୍ଧିକ ପ୍ରତିଯୋଗିତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥାଏ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026

You Might Also Like