-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ତରଭା ବ୍ଲକ ସହିତ ସଂଯୋଗ କରୁଥିବା କଦଳୀପାଲି ଛକ ରୁ ତେଳନଦୀ ପୋଲ ପର୍ଯ୍ୟନ୍ତ ରାସ୍ତା ବିପର୍ଯ୍ୟସ୍ତ

12-Jul-2025



ତରଭା(କପିଳାସ ସେଠ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ସହ ତରଭା ବ୍ଲକ ସହିତ ସଂଯୋଗ କରୁଥିବା କଦଳୀପାଲି ଛକରୁ ତେଳନଦୀ ପୋଲ ପର୍ଯ୍ୟନ୍ତ ରାସ୍ତା ବିପର୍ଯ୍ୟସ୍ତ ହୋଇ ପଡିଛି I ବିଶେଷ କରି ମାରାଡୁଗୋଛl ଗ୍ରାମ ଛକ ଠାରୁ ବନ୍ଧ କେଡ଼ା ଦେଇ ଗୁଞ୍ଜିମୁଣ୍ଡା ଛକ ପର୍ଯ୍ୟନ୍ତ ବିପର୍ଯ୍ୟସ୍ତ ହୋଇ ପଡିଛି I ଏହି ରାସ୍ତାରେ ମଣିଷ ତ ଦୂର କଥା ଜୀବଜନ୍ତୁ ଚାଲି ଯିବା ପାଇଁ ମଙ୍ଗିବେ ନାହିଁ I ରାସ୍ତା ମରାମତି ଓ ଅର.ଡ଼ି ବିଭାଗରୁ ପି ଡବ୍ଲୁ ଡି ବିଭାଗକୁ ହସ୍ତାନ୍ତର ଆନ୍ଦୋଳନ ପାଇଁ ସଜବାଜ ଲିଖିତ ଅଭିଯୋଗ ଅଞ୍ଚଳବାସୀଙ୍କ ପକ୍ଷରୁ ହେବା ପରେ ବ୍ଲକ ପ୍ରଶାସନ ଜିଲ୍ଲା ପ୍ରଶାସନ ସହ ପୋଲିସ ଓ ଅଞ୍ଚଳବାସୀଙ୍କ ଉପସ୍ଥିତିରେ ଆଲୋଚନା ଓ ପ୍ରତିଶୃତି ପ୍ରଶାସନ ପକ୍ଷରୁ ଦିଆଯାଇଥିଲା I ହେଲେ ଦୁଃଖର କଥା ଆଜିକୁ ତିନି ମାସ ବିତି ଗଲା ହେଲେ ଆଜି ପର୍ଯ୍ୟନ୍ତ କୌଣସି ବ୍ୟବସ୍ଥା କରି ପାରିଲେ ନାହିଁ ବିଭାଗୀୟ ଅଧିକାରୀ I ଧନ୍ୟ ସେ ଅଞ୍ଚଳବାସୀ ଧନ୍ୟ ତାଙ୍କର ସହିଷ୍ଣୁତା I ମରାଡୁଗୋଛା ଛକରୁ ଗୁଞ୍ଜିମୁଣ୍ଡା ଛକ ପର୍ଯ୍ୟନ୍ତ ପ୍ରାୟ ୩କିଲୋମିଟର ରାସ୍ତା ବିପର୍ଯ୍ୟସ୍ତ ହୋଇ ପଡିଛି l ଯିବା ଆସିବା ସମ୍ଭବ ହୋଇ ପାରୁ ନାହିଁ I ଅନେକ ସମୟରେ ଦୁର୍ଘଟଣା ଘଟୁଥିବାର ଅଭିଯୋଗ ରହିଛି I ମୂଳତ ଏହି ରାସ୍ତା ଟି ତରଭା ବ୍ଲକର କଦଳୀପାଲି ଛକ ଠାରୁ ଗୁଞ୍ଜିମୁଣ୍ଡା ଗ୍ରାମ ଛକ ଦେଇ ତେଳନଦୀ ପୋଲ ସହିତ ସଂଯୋଗ କରି ପ୍ରାୟ୧୦ ଦଶ କିଲୋମିଟର ଲମ୍ଭା ଖାଳ ଢିପ ରେ ପୂର୍ଣ୍ଣ ରାସ୍ତା ରହିଛି I ରାସ୍ତା ର ଅନେକ ସ୍ଥାନ ରେ ପିଚୁ ଉଠି ବିପର୍ଯ୍ୟସ୍ତ ହୋଇ ପଡିଛି I ଏହି ରାସ୍ତାଉପରେ ବୌଦ୍ଧ ଜିଲ୍ଲା ର କଣ୍ଟାମାଳ ବ୍ଲକ ଅଞ୍ଚଳ ବାସୀ ସହ ତରଭା ବ୍ଲକର ମାରାଡୁଗୋଚ୍ଛା ପଞ୍ଚାୟତର ବନ୍ଧକେଡ଼ା, ଗୁଞ୍ଜି ମୁଣ୍ଡା, ମାରାଡୁଗୋଚ୍ଛା, ରୁଗୁଡ଼ିପାଳି, ସହିତ ନିକଟସ୍ଥ ପଞ୍ଚାୟତ ଅଞ୍ଚଳବାସୀ ଯାତାୟାତନେଇ ନିର୍ଭର କରିଥାନ୍ତି I ଏହା ସହିତ ମାତ୍ରାଧିକ ଭାରିଜାନ ଯାତାୟାତକରି ଥାଏ I ଫଳରେ ରାସ୍ତା ଅନେକ ସ୍ଥାନରେ ବଡ ବଡ ଗର୍ତ୍ତ, (ଖାଳ)ସୃଷ୍ଟି ହେବା ଯୋଗୁଁ ସାଧାରଣ ଲୋକ ଯାତାୟତରେ ନାହିଁ ନ ଥିବାର ଅସୁବିଧାର ସମୁଖୀନ ହେଉଛନ୍ତି I


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like