-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||     

HOME   ଜିଲ୍ଲା

*ଆଲୋଚନା ଚକ୍ର ଓ ସାଂସ୍କୃତିକ କର୍ମଶାଳା*- *ପାଶ୍ଚାତ୍ୟ ବାଦ୍ୟ ଓ ଲୋକ ନୃତ୍ୟ* -

12-Jul-2025



(ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ପକ୍ଷରୁ ପି ଏମ୍‌ ଶ୍ରୀ କୁଶଳେଶ୍ୱର ଉଚ୍ଚ ବିଦ୍ୟାଳୟ, ଡୁଙ୍ଗୁରିପାଲି ଠାରେ ଏକ ସାରସ୍ୱତ ସାଂସ୍କୃତିକ ସଂପାନ  ଓ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ପାଶ୍ଚାତ୍ୟ ବାଦ୍ୟ ଓ ଲୋକ ନୃତ୍ୟ  ” ଶୀର୍ଷକରେ ପଏମ୍‌ଶ୍ରୀ କୁଶଳେଶ୍ୱର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ର୍ରୀଯୁକ୍ତ ବାବୁଲାଲ ସାହୁ ଙ୍କ ଅଧ୍ୟକ୍ଷତାରେ ଓ ପଏଁରୀ ଅନୁଷ୍ଠାନର ସଂପାଦକ ଶ୍ରୀ ଚୌଧୁରୀ ବିଭାରଙ୍କ ସଂଯୋଜନା ଅନୁଷ୍ଠିତ ହେଇଥିଲା । ପ୍ରଥମେ ଏହି ସୋପାନରେ ବିଜ୍ଞାନ ଶିକ୍ଷକ ତଥା ନାଟ୍ୟ ନିର୍ଦ୍ଦେଶକ  ଶ୍ରୀ ଚକାନୟନ ମେହେର, କବି ତଥା ଲେଖକ ଶ୍ରୀ ଏକାଦଶିଆ ବରଗେଇ, ନାଟ୍ୟକାର ଶ୍ରୀମତୀ ନନ୍ଦନୀ ମହାନା, ଶିକ୍ଷକ ଶ୍ରୀ ସଂଜୟ ସାହୁ  ଆଲୋଚକ ଭାବରେ ଯୋଗଦାନ କରି ପାଶ୍ଛାତ୍ୟ ବାଦ୍ୟ ଓ ଲୋକ ନୃତ୍ୟ ବିଷୟରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ପାଠ ସହିତ ନାଚ ଓ ଗୀତ ଜାଣିବା ଅତି ଜରୁରୀ ବୋଲି ପ୍ରଧାନ ଶିକ୍ଷକ ଶ୍ର୍ରୀ ବାବୁଲାଲ ସାହୁ ତାଙ୍କ ସଭାପତିତ୍ୱ ବକ୍ତବ୍ୟରେ ଛାତ୍ର ଛାତ୍ରୀ ମାନଙ୍କୁ ଉପଦେଶ ପ୍ରଦାନ କରିଥିଲେ ।  ପଏଁରୀ ଅନୁଷ୍ଠାନର ସଂପାଦକ ନୃତ୍ୟ ନିର୍ଦ୍ଦେଶକ ତଥା ଲୋକକଳା ଗବେଷକ ଶ୍ରୀ ଚୌଧୁରୀ ବିଭାର  “ପାଶ୍ଛାତ୍ୟ ବାଦ୍ୟ ଓ ଲୋକ ନୃତ୍ୟ” ଶୀର୍ଷକ ଏକ ଭାବୋଦ୍ଦୀପକ ପ୍ରବନ୍ଧ  ଉପସ୍ଥାପନା କରିଥିଲେ ।  ପରେ ସାଂସ୍କୃତିକ କର୍ମଶାଳା ଆରମ୍ଭ ହୋଇଥିଲା । ଶିକ୍ଷାନୁଷ୍ଠାନର  ଛାତ୍ର ଛାତ୍ରୀ ମାନଙ୍କୁ ବିଭିନ୍ନ ବାଦ୍ୟ  ସହିତ ଲୋକ ନୃତ୍ୟ କେମିତି ପରିବେଷଣ କରାଯାଏ ତା ଉପରେ ବିଭିନ୍ନ  ବାଦ୍ୟ ଓ ନୃତ୍ୟ ଭଙ୍ଗୀ ମାନ ଶିକ୍ଷା ଦିଆଯାଇଥିଲା  ।  ଆୟୋଜିତ ସଂପାନରେ ଓ ସାଂସ୍କୃତିକ କର୍ମଶାଳାରେ ଶିକ୍ଷାନୁଷ୍ଠାନର  ଶତାଧିକ  ଛାତ୍ର ଛାତ୍ରୀ ଅଂଶଗ୍ରହଣ କରି ନିଜ ନିଜର ମତ ବିନିମୟ କରିଥିଲେ । ନୃତ୍ୟ ନିର୍ଦ୍ଦେଶକ ଚୌଧୁରୀ ବିଭାର ଲୋକନୃତ୍ୟ ଓ ଲୋକଗୀତ ପରିବେଷଣ କରି ଛାତ୍ର ଛାତ୍ରୀ ମାନଙ୍କୁ ନାଚ ମାଧ୍ୟମ ରେ ସାମିଲ କରି ଥିଲେ । ଶେଷରେ ଶିକ୍ଷାନୁଷ୍ଠାନର  ଶିକ୍ଷକ ଶ୍ରୀ ମାନସ ବାବୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026

You Might Also Like