-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନେସନାଲ ପିସ୍ ୟୁନିସନ୍ ଦ୍ୱାରା ପରିଚାଳିତ ଶାସ୍ତ୍ରୀ ନଗର ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଜାତୀୟ ଗୁଣବତ୍ତାର ମାନ ନିର୍ଦ୍ଧାରଣ କରାଗଲା

12-Jul-2025



ବଲାଙ୍ଗିର(ପ୍ରେରଣା ଖବର): ଜିଲ୍ଲାରେ ଅବସ୍ଥାପିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀନଗର ଯାହା ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ ନେସନାଲ ପିସ୍ ୟୁନିସନ(ଭାରତ) ଦ୍ୱାରା ପରିଚାଳିତ ଏହାକୁ ଜାତୀୟସ୍ତରର ଗୁଣବତ୍ତା ମାନ ନିର୍ଦ୍ଧାରଣ ପାଇଁ  ଏକ ଜାତୀୟ ସ୍ତରର ଚୟନକର୍ତ୍ତା ଦଳ(National Assessors) ଭାରତ ସହକାରଙ୍କ ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ବିଭାଗ, ଜାତୀୟ ସ୍ୱାସ୍ଥ୍ୟ ମିଶନ ତରଫରୁ ସର୍ବମୋଟ ୧୨ ଗୋଟି ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ବିଭାଗ ପାଇଁ ଚୟନ ପ୍ରକ୍ରିୟା ଦୁଇ ଦିନ ଧରି ସ୍ୱାସ୍ଥ୍ୟ କେନ୍ଦ୍ରରେ ଓ ଏହାର 

ପାର୍ଶ୍ଵଞ୍ଚଳ ସ୍ୱାସ୍ଥ୍ୟ ପରିଧି ମଧ୍ୟକୁ ପରିଦର୍ଶନ କରି ସବିଶେଷ ପ୍ରାୟ ୧୮ଶହ ଚେକ ପଏଣ୍ଟ ଉପରେ ଚୟନ ପାଇଁ ପ୍ରକ୍ରିୟା ପ୍ରାରମ୍ଭ କରିଥିଲେ l

ଉପରୋକ୍ତ ଜାତୀୟ ଚୟନ ପ୍ରକ୍ରିୟାର ଜାତୀୟ ଚୟନକର୍ତ୍ତା ଡା.ଭେଙ୍ଗଲା ପ୍ରସାଦ ବାରା (ବେଙ୍ଗୁଲୁରୁ) ଓ ଡା. ସେଵାବ୍ରତ ରାଏ(କୋଲକତା) ଭାରତ ସରକାରଙ୍କ ପ୍ରତିନିଧିତ୍ବ କରିଥିବା ବେଳେ ବଲାଙ୍ଗିର ଜିଲ୍ଲାର ଜାତୀୟ ସ୍ୱାସ୍ଥ୍ୟ ମିଶନ ଅନ୍ତର୍ଗତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ରମେଶ ଚନ୍ଦ୍ର ସାହୁ, ଡା. ଦିବ୍ୟ କିଶୋର ପତି(ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ) ଜେ ରାଜେଶ୍ୱର ରାଓ ପଟ୍ଟନାୟକ (ଜିଲ୍ଲା ପ୍ରକଳ୍ପ ମେନେଜର, ଜାତୀୟ ସ୍ୱାସ୍ଥ୍ୟ ମିଶନ) ରାମାନୁଜ ପଣ୍ଡା(ଏ.ପି.ଏମ), ପ୍ରଦୀପ କୁମାର ନାଗ(ପି ଏଚ ଏମ), ଅନିଲ ମହାକୁଡ଼(ୟୁ.ଡ଼ି.ଏମ) ଜାତୀୟ ସ୍ୱାସ୍ଥ୍ୟ ମିଶନ ବଲାଙ୍ଗିର ତଥା ପିସ ୟୁନିସନର ଚେୟାରମେନ ଓ ନିର୍ଦ୍ଦେଶକ ରବିରଞ୍ଜନ ପୁଜାରୀ ଓ ସତ୍ୟରଞ୍ଜନ ମିଶ୍ର,ସ୍ୱାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡା.ନିହାର ରଞ୍ଜନ ବହିଦାର ଓ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। 

 ଦ୍ୱିତୀୟ ଦିନ ବଲାଙ୍ଗିର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ବଲାଙ୍ଗିର ସହରାଞ୍ଚଳରେ ଉତ୍ତମ ସ୍ୱାସ୍ଥ୍ୟସେବା ତଥା ସୁସ୍ଥ ପରିମଳ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ଓ ବିଭିନ୍ନ ସମୟରେ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ସ୍ୱାସ୍ଥ୍ୟ ସେବା ପାଇଁ ବିଭିନ୍ନ ସ୍ୱାସ୍ଥ୍ୟ ଶିବିର ଆୟୋଜନ କରିବା ଉପରେ ଗୁରୁତ୍ୱ ଦେଇ ଥିଲେ ।
ପରିଶେଷରେ ଡା ନମିତା ମିଶ୍ର(ଜାତୀୟ ସ୍ୱାସ୍ଥ୍ୟ ମିଶନ) ସଭିଙ୍କୁ ଧନ୍ୟବାଦ ଜ୍ଞାପନ କରିବା ଶହ ଜାତୀୟ ଗୁଣବତ୍ତା  ମାନର ନିର୍ଦ୍ଧାରଣକୁ ନେଇ  ସଫଳ କାମନା କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like