-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କାହା ପାଇଁ ଯୋଜନା ? ସ୍ଵାମୀର ମୃତ୍ୟୁ ହୋଇ ୧୦ ବର୍ଷ ପରେ ମଧ୍ଯ ସରକାରୀ ସହାୟତାରୁ ବଞ୍ଚିତ ବିଧବା ପାନା

12-Jul-2025



କଣ୍ଟାବାଞ୍ଜି: ୧୦ ବର୍ଷ ତଳେ ଛତିଶଗଡ ରାୟପୁରକୁ କାମ କରିବାକୁ ଯାଇଥିବା ବେଳେ ସ୍ବାମୀ ମୃତ୍ୟୁବରଣ କରିଥିଲେ। ସେ ଦିନ ଠାରୁ ବହୁ ସଂଘର୍ଷ କରି ଜୀବନଯାପନ କରୁଛନ୍ତି। ପାନ ବିଧବା ହୋଇ ୧୦ ବର୍ଷ ପରେ ମଧ୍ଯ ଆଜିଯାଏ ତାଙ୍କୁ କୌଣସି ସରକାରୀ ସହାୟତା ମିଳିପାରିନାହିଁ। ଏହିଭଲି ଦୁଃଖ ଦାୟକ ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କରୁଆଁମୁଣ୍ଡା ପଞ୍ଚାୟତ ବିର୍ନା ଗାଁ ରେ ଏହି ଗାଁ ର ବିଧବା ମହିଳା ପାନ ମାଝି ଗତ ୧୦ ବର୍ଷ ତଳେ ତାଙ୍କ ସ୍ବାମୀ ନାରାୟଣ ମାଝି ଙ୍କ ମୃତ୍ଯୁ ହୋଇଥିଲା। ହେଳେ ଆଜିଯାଏ ଏହି ବିଧବା ମହିଳାଙ୍କୁ ରାଜ୍ଯ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ବିଧବା ମାସିକ ଭତ୍ତା ଦିଯାଉନାହିଁ ବାରମ୍ବାର ପଞ୍ଚାୟତ ରୁ ବ୍ଳକ ପ୍ରଶାସନ ଦ୍ବାରସ୍ଥ ହେଳେ ମଧ୍ଯ ତାଙ୍କ କଥା କେହିଁ ଶୁଣୁନଥିବା ଯୋଗୁଁ ସେ ନିରାଶ ହୋଇପଡିଛନ୍ତି। ତାଙ୍କ ଦୁଃଖ ଦେଖି ଗାଁ ଲୋକେ ବିଦ୍ୟାଳୟ କର୍ତ୍ତୃପକ୍ଷ ଙ୍କୁ ନିବେଦନ କରିବା ପରେ ସେ ଗାଁ ବିଦ୍ୟାଳୟରେ ପାଚିକା ଭାବରେ କାମ କରୁଛନ୍ତି। ସେଠାରୁ ସାହା ରୋଜଗାର କରୁଚନ୍ତି ସେଥିରେ ୪ ପିଲାଙ୍କୁ ନେଇ ଜୀବର ବିତାଉଛନ୍ତି। ସେହିପରି ତାଙ୍କ ସ୍ବାମୀ ମୃତ୍ଯୁବରଣ କରି ୧୦ ବର୍ଷ ଅଧିକ ସମୟ ହୋଇଥିଲେ ସୁଦ୍ଧା ମୃତ୍ୟୁବରଣ ପ୍ରମାଣ ପତ୍ର ମଧ୍ଯ ମିଳିନାହିଁ। ସରକାର ବିଧବା ମହିଳାଙ୍କ ପାଇଁ କାହିଁକି କେତେ ଯୋଜନା କରୁଥିବା ବେଳେ ବାସ୍ତବ ରେ ଯୋଜନାରୁ ବଞ୍ଚିତ ବିଧବା ମହିଳା ଯାହାର ଜଳନ୍ତା ଉହାହରଣ ହେଉଛନ୍ତି ପାନ। ବଲାଙ୍ଗୀର ଜିଲ୍ଲା ପ୍ରଶାସନ ନଜର ଦେଇ ଏହି ବିଧବା ମହିଳାଙ୍କୁ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦେବାକୁ ସାଇ ଭାଇ ସୋସିଆଲ ୱାର୍କର ଅନୁଷ୍ଠାନ ଦାବୀ କରିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like