କଣ୍ଟାବାଞ୍ଜି(କୈଳାସ ସଗ୍ରିଆ) ମହାନ ସଂଗ୍ରାହକ ତଥା ପାଠାଗାର ଆନ୍ଦୋଳନର ପୁରୋଧା ଦାଶରଥି ପଟ୍ଟନାୟକଙ୍କ ୧୧୮ତମ ଜନ୍ମ ଜୟନ୍ତୀ ଲର୍କି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହୋଇଥିଲା।ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ ଓଡ଼ିଶାରେ ପାଠାଗାର ଆନ୍ଦୋଳନର ମୁଖ୍ୟ ପୁରୋଧା ଦାସିଆ ଅଜାଙ୍କ ଉପରେ ଆଲୋଚନା କରିଥିଲେ।ବର୍ତ୍ତମାନ ପାଠାଗାର ସମସ୍ତଙ୍କ ପାଇଁ ଜରୁରୀ ବୋଲି ଶ୍ରୀ ଦାଶ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ବୁଝେଇଥିଲେ।ଆଜିର ସମୟରେ ଆବାଳବୃଦ୍ଧବନିତା ମୋବାଇଲ ବ୍ୟବହାର ଅଧିକ କରୁଛନ୍ତି ଯାହା ଫଳରେ ପୁସ୍ତକ ପଠନ ପ୍ରତି ଆଗ୍ରହ କମିବାରେ ଲାଗିଛି।ପାଠାଗାର ହେଉଛି ଜ୍ଞାନର ଭଣ୍ଡାର ଏହାହିଁ ସମାଜକୁ ଉଚିତ ଦିଗଦର୍ଶନ ଦେଇ ପାରିବ ତେଣୁ ପ୍ରତି ଗାଁ ଓ ବିଦ୍ୟାଳୟରେ ପାଠାଗାର ନିର୍ମାଣ ହୋଇପାରିଲେ ଆଜି ଭଳି ଦିନରେ ଦାସିଆ ଅଜାଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ ବୋଲି ଉପସ୍ଥିତ ଅତିଥି ମାନେ ମତ ପ୍ରକାଶ କରିଥିଲେ।ଏହି ସଭାରେ ପ୍ରଧାନ ଶିକ୍ଷକ ରବୀନ୍ଦ୍ର ରଥ,ବିନୋଦିନୀ ତାଣ୍ଡୀ, ଟିକେଶ୍ୱରୀ ସେଠ,ରଜନୀ ମେହେର ସମେତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। "/>

-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଦାସିଆ ଅଜାଙ୍କ ଜନ୍ମ ଜୟନ୍ତୀ ପାଳିତ

13-Jul-2025



କଣ୍ଟାବାଞ୍ଜି(କୈଳାସ ସଗ୍ରିଆ) ମହାନ ସଂଗ୍ରାହକ ତଥା ପାଠାଗାର ଆନ୍ଦୋଳନର ପୁରୋଧା ଦାଶରଥି ପଟ୍ଟନାୟକଙ୍କ ୧୧୮ତମ ଜନ୍ମ ଜୟନ୍ତୀ ଲର୍କି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହୋଇଥିଲା।ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ ଓଡ଼ିଶାରେ ପାଠାଗାର ଆନ୍ଦୋଳନର ମୁଖ୍ୟ ପୁରୋଧା ଦାସିଆ ଅଜାଙ୍କ ଉପରେ ଆଲୋଚନା କରିଥିଲେ।ବର୍ତ୍ତମାନ ପାଠାଗାର ସମସ୍ତଙ୍କ ପାଇଁ ଜରୁରୀ ବୋଲି ଶ୍ରୀ ଦାଶ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ବୁଝେଇଥିଲେ।ଆଜିର ସମୟରେ ଆବାଳବୃଦ୍ଧବନିତା ମୋବାଇଲ ବ୍ୟବହାର ଅଧିକ କରୁଛନ୍ତି ଯାହା ଫଳରେ ପୁସ୍ତକ ପଠନ ପ୍ରତି ଆଗ୍ରହ କମିବାରେ ଲାଗିଛି।ପାଠାଗାର ହେଉଛି ଜ୍ଞାନର ଭଣ୍ଡାର ଏହାହିଁ ସମାଜକୁ ଉଚିତ ଦିଗଦର୍ଶନ ଦେଇ ପାରିବ ତେଣୁ ପ୍ରତି ଗାଁ ଓ ବିଦ୍ୟାଳୟରେ ପାଠାଗାର ନିର୍ମାଣ ହୋଇପାରିଲେ ଆଜି ଭଳି ଦିନରେ ଦାସିଆ ଅଜାଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ ବୋଲି ଉପସ୍ଥିତ ଅତିଥି ମାନେ ମତ ପ୍ରକାଶ କରିଥିଲେ।ଏହି ସଭାରେ ପ୍ରଧାନ ଶିକ୍ଷକ ରବୀନ୍ଦ୍ର ରଥ,ବିନୋଦିନୀ ତାଣ୍ଡୀ, ଟିକେଶ୍ୱରୀ ସେଠ,ରଜନୀ ମେହେର ସମେତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like