-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||     

HOME   ଜିଲ୍ଲା

ନିର୍ଝରିଣୀ ତରଫରୁ ଗୁରୁ ପୂର୍ଣ୍ଣିମା ପାଳିତ

13-Jul-2025



କଣ୍ଟାବାଞ୍ଜି(କୈଳାସ ସଗ୍ରିଆ): କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ଓ ଅଖିଳ ଭାରତୀୟ ସାହିତ୍ୟ ପରିଷଦ କଣ୍ଟାବାଞ୍ଜିର ମିଳିତ ଆନୁକୂଲ୍ୟରେ ଚଟୁଅନକାସ୍ଥିତ ଶୈବପୀଠ ଠାରେ ଗୁରୁ ପୂର୍ଣ୍ଣିମା ପାଳିତ ହୋଇଥିଲା।ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ  ଅନୁଷ୍ଠିତ ସଭାରେ ଡ଼ ନାରାୟଣ ମିଶ୍ର, ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ।ନିର୍ଝରିଣୀର ସମ୍ପାଦକ ତଥା ଅଖିଳ ଭାରତୀୟ ସାହିତ୍ୟ ପରିଷଦର ସଂଯୋଜକ ବିରଞ୍ଚି ନାରାୟଣ ଦାଶ ସ୍ୱ।ଗତ ଅଭିଭାଷଣ ଓ ସୂର୍ଯ୍ୟକାନ୍ତ ରଣା ଉପ ସଭାପତି ଧନ୍ୟବାଦ ଅର୍ପଣ କରିଥିଲେ।ସର୍ବ ପ୍ରଥମେ ପ୍ରତିଷ୍ଠାତା ସଭାପତି ସ୍ୱର୍ଗତ ରାମ ପ୍ରସାଦ ପୁରୋହିତଙ୍କ ସ୍ମୃତି ଚାରଣ କରାଯାଇଥିଲା।ତାପରେ ସଭାରେ ଉପସ୍ଥିତ ଗୁଣନିଧି ରାଉତରାୟ, ହେରମ୍ବ ବାଗ,ନରେନ୍ଦ୍ର ସୁନା, ଥମିର ଛତ୍ରିଆ,ରମେଶ ଦୁବେ,ଘନଶ୍ୟାମ ନିଆଲ,କିଶୋର ଶର୍ମା ଗୁରୁ ପରମ୍ପରା ଉପରେ ଆଲୋକପାତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026

You Might Also Like