-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବସଷ୍ଟାଣ୍ଡରୁ ଥାନା ଛକ ମଝିରେ ରାସ୍ତା ନାହି,ଲୋକେ ହଇରାଣ

13-Jul-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସହର ମୁଖ୍ୟ ରାସ୍ତା ପ୍ରଶସ୍ତିକରଣ ହେବାପରେ ଯୁଦ୍ଧକାଳୀନ ଭିତ୍ତିରେ କାମ ଚାଲୁ ରହିଛି। କାର୍ଯ୍ୟ ବିଳମ୍ବରେ ହେଲେ ମଧ୍ୟ ସମ୍ପୂର୍ଣ୍ଣ ହେବାକୁ ଯାଉଥିବାରୁ ରାସ୍ତାର ନବକଳେବରକୁ ନେଇ ଅଞ୍ଚଳର ଜନସାଧାରଣରେ ଖୁସିର ଲହରୀ ଖେଳିଯାଇଛି। ରାସ୍ତା ଚଉଡା ହେବା ସହିତ ଦୁର୍ଘଟଣାରୁ ତ୍ରାହି ପାଇବା ପାଇଁ ରାସ୍ତାରେ ଡିଭାଇଡର ଦିଆଯାଉଛି। ଏହା ଯୋଗୁଁ ଯାନବାହାନ ହେଉ କି ବାଇକ,ସାଇକଲ କିମ୍ବା ସାଧାରଣ ଲୋକେ ନିଜ ପଟରେ ଯିବାର ସୁବିଧା ପାଇ ପାରିବେ । ହେଲେ ଅତ୍ୟନ୍ତ ପରିତାପର ବିଷୟ ବିଭିନ୍ନ ଗୁରୁତ୍ତ୍ୱପୂର୍ଣ୍ଣ ଛକ ମାନଙ୍କରେ ଡିଭାଇଡର ଦେଇ ରାସ୍ତା ନଥିବାରୁ ଆର ପାରିକୁ ଯିବା ନେଇ ଲୋକେ ହଇରାଣ ହରକତ ଆଶଙ୍କା ରହିଛି।ଯାର ଜ୍ୱଳନ୍ତ ଉଦାହରଣ ହେଉଛି ।ବସଷ୍ଟାଣ୍ଡ ଠାରୁ ଥାନା ଛକର  ଦୂରତା ପ୍ରାୟ ଅଧ କିମି ହେବ ।ଏହି ଅଧ କିମି ରାସ୍ତାରେ ବସଷ୍ଟାଣ୍ଡ ପଟରୁ ବାମ ପଟରେ ବିଜୁ ମାର୍କେଟ କମ୍ପ୍ଲେକ୍ସ,ଟାଉନ ହଲ,ଦୁର୍ଗା ମନ୍ଦିର,ଆହାର କେନ୍ଦ୍ର,ଏନଏସି ଅଫିସ,ସହର ଭିତରକୁ ୨ଟି ରାସ୍ତା ରହିଛି ।ହେଲେ ଯେଉଁ ମାନେ ଏସବୁ ଉପରେ ନିର୍ଭର ସେମାନଙ୍କୁ ବସଷ୍ଟାଣ୍ଡ କିମ୍ବା ଥାନା ଛକ କୁ ଯାଇ ବୁଲିବାକୁ ପଡ଼ିବ ଯାହା ଫଳରେ ସେମାନେ ହଇରାଣ ହରକତ ହେବେ। ବିଶେଷ କରି ଆହାର ଖାଇବାକୁ ଆସୁଥିବା ସାଧାରଣ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି ।ଦୁର୍ଘଟଣାକୁ ଏଡାଇବା ପାଇଁ ରାସ୍ତା ମଝିରେ ଡିଭାଇଡର ନିର୍ମାଣ ସ୍ବାଗତ ଯୋଗ୍ୟ ପଦକ୍ଷେପ ହେଲେ ସାଧାରଣ ଲୋକେ ଯେପରି ଏ ପଟରୁ ସେପଟକୁ ଯିବା ଆସିବାରେ  ଅସୁବିଧାର ସମ୍ମୁଖୀନ ନହେବେ ସେଥିପ୍ରତି ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like