-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସତଲମା ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟରେ ବନମହୋତ୍ସବରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

13-Jul-2025



ବରପାଲି,( ସୁଦାମ ଦୀପ) ବରପାଲି ବ୍ଲକ ଅନ୍ତର୍ଗତ ସତଳମ ଆଞ୍ଚଳିକ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ଜିଲ୍ଲା ପରିବେଶ ସଚେତନତା ସମିତି ବରଗଡ ପକ୍ଷରୁ ଓ କଲେଜର ଇକୋ କ୍ଲବ,ରେଡ୍କ୍ରସ ସହଯୋଗରେ  ବନମହୋତ୍ସଵ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଡିଇସିଏସ ସଭାପତି ତେଜରାଜ ଭୋଇଙ୍କ ସଭାପତିତ୍ୱ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବରେ  ରକ୍ଷାକାରୀ ବିଶି,ସମ୍ମାନିତ ଅତିଥି ଭାବରେ କଲେଜ ଅଧ୍ୟକ୍ଷ ଲିଙ୍ଗରାଜ ବେହେରା,ହାଇସ୍କୁଲ ପ୍ରଧାନ ଶିକ୍ଷକ ଡୋଳାମଣି ପଟେଲ,ବାଳିକା ସ୍କୁଲ ଶିକ୍ଷୟିତ୍ରୀ ଅରୁନ୍ଧତୀ ଭୋଇ, ବାଳିକା ହାଇସ୍କୁଲ ର ପ୍ରଧାନ ଶିକ୍ଷକ ଭରତ ସାହୁ ଯୋଗଦାନ କରିଥିବା ବେଳେ ଆସନ୍ତା ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ଗଙ୍ଗାଧର ଜ୍ୟୋତିରଥକୁ ସାଫଲ୍ୟମଣ୍ଡିତ କରିବା ପାଇଁ ପ୍ରସ୍ତାବ ଦେଇ ଆସିଥିବା ଜ୍ୟୋତିରଥର ସଭାପତି ମନରଞ୍ଜନ ମେହେର,ଅଭିନେତ୍ରୀ ଡ଼ଃ ତପସ୍ୱୀନି ଗୁରୁ,ପ୍ରାକ୍ତନ ଅତିରିକ୍ତ ଶାସନ ସଚିବ ଡଃ ଦୁର୍ବାଦଲ ମେହେର ଓ କୋଶଳ ଟାଇମ ଖବର କାଗଜର ସମ୍ପାଦକ ସଂଜୀବ ମହାପାତ୍ର ଅନ୍ୟତମ ଅତିଥି ଭାବରେ ଯୋଗଦାନ କରି ଗଙ୍ଗାଧର ସାହିତ୍ୟର ପ୍ରକୃତି ଚିତ୍ରଣ ବିଷୟରେ ମତବ୍ୟକ୍ତ କରିଥିଲେ l   ଅନୁଷ୍ଠାନ ସମ୍ପାଦକ ମୋହନ ଚାନ୍ଦ ପଧାନ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଅଧ୍ୟାପକ ଲୋକବନ୍ଧୁ ପଧାନ ଅତିଥି ପରିଚୟ ଓ ଧନ୍ୟବାଦ ଅର୍ପଣ କରିଥିଲେ l ସସତଲମlରେ ଥିବା ସ୍କୁଲ କଲେଜର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ ଚାରା ରୋପଣ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like