-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କାଣ୍ଡପାଲି ସ୍କୁଲ ରେ ମାଁ ପାଇଁ ଗଛ ଟିଏ" କାର୍ଯ୍ୟକ୍ରମ

13-Jul-2025



ଅତାବିରା(ଆକାଶ  ମିଶ୍ର): ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ କାଣ୍ଡପାଳି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,  ''ମା ପାଇଁ ଗଛ ଟିଏ''କାର୍ଯ୍ୟକ୍ରମର ମହତ୍ ଉଦ୍ଦେଶ୍ୟ କୁ ସାକାର କରିବା ନିମନ୍ତେ  ପ୍ରଧାନଶିକ୍ଷକ  ସୁବଳୟା ସେଟ ଙ୍କ ଅଧ୍ୟକ୍ଷତାରେ  ବୃକ୍ଷରୋପଣ କରାଯାଇଥିଲା l ଏହି ଅବସରରେ ଛାତ୍ର ଛାତ୍ରୀ ଙ୍କୁ ନେଇ ଏକ ପରିବେଶ ସଚେତନ ଧର୍ମୀ ସଭା ର ଆୟୋଜନ କରାଯାଇଥିଲା । ଶିକ୍ଷକ  ଉମାଶଙ୍କର ପ୍ରଧାନ, ଶିକ୍ଷୟିତ୍ରୀ ବିଜୟା ଭୋଇ, ବିଦ୍ୟାଳୟ ପରିଚାଳନା କମିଟିର

ସଭାପତି ଲୋଚନ ସାହୁ ତଥା ସମସ୍ତ ସଭ୍ୟ ସଭ୍ୟା  ମାନେ  ଉପସ୍ଥିତ ରହିଥିଲେ । ଆଜି ଏହି ପ୍ରଦୂଷଣ ମୟ ପୃଥିବୀରେ  ବୃକ୍ଷ ହିଁ ଏକମାତ୍ର  ସମାଧାନ ର ରାସ୍ତା ହୋଇ ପଡ଼ିଛି ମଣିଷ ପାଇଁ । ଆଜି ଧରଣୀ ମାଆ କାନ୍ଦୁଛି ,ମଣିଷର ଅତ୍ୟାଚାର  ତା ପାଇଁ ଅସହନୀୟ ହୋଇପଡିଛି ।ଗ୍ରୀଷ୍ମ ତାପ ବଢୁଛି,ପୁଣି ସେଇ କାରଣରୁ ଲଘୁଚାପ ହୋଇ ପ୍ରବଳ ବର୍ଷା,ପବନ ହୋଇ କେତେ ଧନ ଜୀବନ ନଷ୍ଟ ହେଉଛି । ଜଳ ,ବାୟୁ ସବୁ କିଛି  ଆଜି ପ୍ରଦୂଷିତ ହୋଇ ପଡ଼ିଛି । ବର୍ତ୍ତମାନ ମଣିଷ  ନିଜେ ମଧ୍ୟ

କଲବଲ ହେଉଛି ।ତେଣୁ ବୃକ୍ଷ ରୋପଣ କରି ଏହି ପରିବେଶ କୁ ପୁଣି ସବୁଜିମା କରିବା ପାଇଁ ଆମ ମାନଙ୍କୁ ବୃକ୍ଷ ରୋପଣ କରିବାର ଆବଶ୍ୟକତା ରହିଛି ବୋଲି ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଛାତ୍ର ଛାତ୍ରୀ ଙ୍କୁ ଉଦବୋଧନ ଦେଇଥିଲେ । ପରିବେଶରେ ବୃକ୍ଷର ହ୍ରାସ ର କାରଣ, ତାହାର ପ୍ରଭାବ ଓ ତାହାର ନିରାକରଣ ଉପରେ ପିଲାଙ୍କୁ ସଚେତନ କରାଇଥିଲେ l ଶେଷରେ ସମସ୍ତ  ଛାତ୍ର ଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମିଶି ବିଦ୍ୟାଳୟ ପରିସର ତଥା ରାସ୍ତା ରେ   ବୃକ୍ଷରୋପଣ କରିଥିଲେ ।୧୫୦ ଟି ବିଭିନ୍ନ ଜାତିର ଚାରା  ରୋପଣ  କରାଯାଇଥିଲା । ଶେଷରେ ଶିକ୍ଷକ ଶ୍ରୀ ପ୍ରଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like