-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଦେଶ ବିଦେଶ

ଗୋଟିଏ ଦିନ ପାଇଁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେଲେ କଲେଜ ଛାତ୍ରୀ, ଅଫିସରଙ୍କୁ ଦେଲେ ଏହି ନିର୍ଦ୍ଦେଶ…

25-Jan-2021



ହରିଦ୍ୱାର, (ପ୍ରେରଣା ଖବର ବ୍ୟୁରୋ) : ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଗୋଟିଏ ଦିନ ପାଇଁ ଭାର ସମ୍ଭାଳିଛନ୍ତି ଜଣେ କଲେଜ୍ ଛାତ୍ରୀ । ହରିଦ୍ୱାରର ସୃଷ୍ଟି ଗୋସ୍ୱାମୀ ଗତକାଲି ଏହି ଦାୟିତ୍ୱ ନେଇ ଦେଶରେ ବାଳିକାଙ୍କ ପ୍ରତି ଉଦାହରଣ ପାଲଟିଛନ୍ତି । ବିଧାନସଭା ଭବନରେ ରାଜ୍ୟ ମନ୍ତ୍ରୀ ଧନ ସିଂ ରାୱତ ତାଙ୍କର ସ୍ୱାଗତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ପଦରେ ରହି ସୃଷ୍ଟି ପାଖାପାଖି ୧୨ଟି ବିଭାଗର ଅଧିକାରୀଙ୍କ ସହିତ ବୈଠକ କରିଥିଲେ । ଏହି ବୈଠକରେ ସେ କେତେକ ଯୋଜନା ସମ୍ୱନ୍ଧରେ ଆଲୋଚନା କରିବା ସହିତ ଅଧିକାରୀଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଥିଲେ ।

ସୃଷ୍ଟି ଗୋସ୍ୱାମୀ ବିଧାନସଭା ଭବନରେ ଦ୍ୱିପ୍ରହର ୧୨ଟା ସମୟରୁ ୩ ଟା ପର୍ଯ୍ୟନ୍ତ ସମୀକ୍ଷା ବୈଠକ କରିଥିଲେ । ଏହାପରେ ସେ ବାଳିକା ନିକେତନ ଯାଇ ସେଠାକାର ପରିସ୍ଥିତିର ତଦାରଖ କରିବା ସହ ସେଠାରେ ଦିନବେଳାର ଭୋଜନ କରିଥିଲେ । ୪.୩୦ ସମୟରେ ସେ ହରିଦ୍ୱାର ଅଭିମୁଖେ ଯାଇଥିଲେ ।
ଗୋଟିଏ ଦିନ ମୁଖ୍ୟମନ୍ତ୍ରୀ ହେବା ପାଇଁ ଉତ୍ତରାଖଣ୍ଡର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ସ୍ୱୀକୃତି ଦେଇଥିଲେ ।
ଜାତୀୟ ବାଳିକା ଦିବସରେ ରାଜ୍ୟର ବାଳିକାଙ୍କୁ ସଶକ୍ତ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ଏହି ପ୍ରୟାସ କରିଥିବା କହିଥିଲେ । ଯେଉଁଥିରେ ଲୋକଙ୍କ ପାଖକୁ ଏହି ମେସେଜ୍ ପହଞ୍ଚିବ ଯେ ରାଜ୍ୟର ବାଳିକାମାନେ କୌଣସି ଗୁଣରେ କମ୍ ନୁହନ୍ତି । ସେମାନେ କିଛି ବି କରିପାରନ୍ତି । ଏଥି ସହିତ ମହିଳାଙ୍କୁ ସପୋର୍ଟ କଲେ ସେମାନେ ଦେଶର ନାମ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ କହିଛନ୍ତି ।
ତେବେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିବା ସୃଷ୍ଟି କହିଛନ୍ତି ଯେ, ସେ ଏହି ପଦରେ ରହି ଅଧିକାରୀଙ୍କୁ କିଛି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ବାଳିକାଙ୍କ ଶିକ୍ଷା ଏବଂ ସୁରକ୍ଷାକୁ ନେଇ ସେ ତାଙ୍କର ମତ ଜାହିର କରିଛନ୍ତି । ଉଚ୍ଚ ଶିକ୍ଷା ମନ୍ତ୍ରୀ ଧନ୍ ସିଂ ଏହି କାର୍ଯ୍ୟ ପାଇଁ ସୃଷ୍ଟିଙ୍କୁ ଧନ୍ୟବାଦ ଦେଇଥିବା ଜଣାପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like