-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||     

HOME   ଜିଲ୍ଲା

ଖବର ପ୍ରସାରଣ ପରେ ଦୁର୍ନୀତି କୁ ଘୋଡାଇବା ପାଇଁ ଚେଷ୍ଟା

13-Jul-2025



ପାଟଣାଗଡ଼ (ପୂର୍ଣ୍ଣ ଶଶୀ ଶେଖର ରାଓ )ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ର ମଣ୍ଡଳ ଜୋନ ଧୂମାଭଟା ଗ୍ରାମ ରେ ଜିଲ୍ଲା ପରିଷଦ ଙ୍କ ଦ୍ୱାରା ନିର୍ମାଣ କରାଯାଇଥିବା ଅମୃତଧାରା ର ପ୍ରକଳ୍ପ ଅଚଳ ହୋଇଥିବା ଖବର ଗତକାଲି ସନ୍ଧ୍ୟା ରେ ପ୍ରକାଶିତ ହେବା ପରେ ଜିଲ୍ଲା ପରିଷଦ ଙ୍କ ଭାଇ ଚିହିଁ କି ଉଠି ଜଣେ ନିରୋପକ୍ଷ ସାମ୍ବାଦିକ ଙ୍କ ଉପରେ ମିଛ ଷଢଯନ୍ତ୍ର ଲଗାଇବା ପାଇଁ ଚେଷ୍ଟା ଚଳାଇଛନ୍ତି!ନିଜର ଦୁର୍ନୀତି କୁ ଲୁଚାଇବା ପାଇଁ ଆଜି ରବିବାର ଛୁଟି ଥିବା ବେଳେ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ମହେନ୍ଦ୍ର ଭୁଏ ଙ୍କ ଘର କୁ ଯାଇ ଜଳିଆ ଗ୍ରାମ ର ଅରକ୍ଷିତ ନାମକ ଜଣେ ବ୍ୟକ୍ତି ଭୁତାଇ ବିଦ୍ୟାଳୟ ର ଚାବି ମାଗି ଆଣିଥିଲେ!ଆଜି ଠାରୁ ଅମୃତଧାରା ଚଲପ୍ରଚଳ ହେବା ସହିତ ବ୍ଲକ ପ୍ରଶାସନ କୁ ହସ୍ତାନ୍ତର କରାଯିବ ବୋଲି ପ୍ରଧାନଶିକ୍ଷକ ଙ୍କୁ କହିଥିଲେ!ତାଙ୍କ ଠାରୁ ଚାବି ଆଣି ପ୍ରଧାନଶିକ୍ଷକ ଙ୍କ ଅନୁପସ୍ଥିତ ରେ ବିଦ୍ୟାଳୟ ପରିସର କୁ ପଶି ନିଜର ଦୋଷ ମେଣ୍ଟାଇବା ପାଇଁ ଅମୃତଧାରା ର ମରାମତି କରିଥିବା ଜଣାପଡୁଛି!ଆସନ୍ତାକାଲି ସୋମବାର ରହିଥିବା ବେଳେ ବ୍ଲକ ପ୍ରଶାସନ ଙ୍କୁ ଡ଼ାକି କାର୍ଯ୍ୟ ଭଲ ହୋଇଛି ବୋଲି ଭଦ୍ରାମି ଦେଖାଇ ହେବା ସହ ସାମ୍ବାଦିକ ଙ୍କୁ ବଦନାମ କରିବାକୁ ଚେଷ୍ଟା ଚଳାଇଛନ୍ତି!ଆପଣ ଲୁଚି ଲୁଚି କ୍ଷୀର ପିଇବା ଅପେକ୍ଷା ନିଜ ଭୁଲ କୁ ସୁଧାରନ୍ତୁ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଉଛି!


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026

You Might Also Like