-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||     

HOME   ଜିଲ୍ଲା

ଜେଏସ୍‌ଏମ୍ କଲେଜର ସ୍ନାତକ ଦିବସ ପାଳିତ

13-Jul-2025



ବଲାଙ୍ଗୀର,-ଆଜି ସ୍ଥାନୀୟ ପତିତପାବନ ଏକାଡେମୀ ଠାରେ ଜେଏସ୍‌ଏମ୍ କମର୍ସ ଡିଗ୍ରୀ କଲେଜ ପକ୍ଷରୁ ସ୍ନାତକ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୂଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ୍ ନିରଂଜନ ବିଶି ଯୋଗ ଦେଇ ନିଜ ଅଭିଭାଷଣରେ ଛାତ୍ରଛାତ୍ରୀ ମାନଙ୍କ ନମ୍ର ରହିବା, ନିଜ ଉପରେ ବିଶ୍ୱାସ, କଠିନ ପରିଶ୍ରମ ଓ କେବେ ବି ଶିକିବା ବନ୍ଦ କରନ୍ତୁ ନାହିଁ ବୋଲି ପରାମର୍ଶ ଦେଇଥିଲେ । ଜୀବନର ପରବର୍ତ୍ତୀ ଅଧ୍ୟାୟରେ ପାଦ ଦେବା ସମୟରେ ମାନେ ରଖନ୍ତୁ, ଏହା ଶେଷ ନୁହେଁ ବଂର ଆହୁରି କିଛି ବଡ କରିବାର ଆରମ୍ଭ ବୋଲି ସମାବେତ ଛାତ୍ରଛାତ୍ରୀ ମାନଙ୍କୁ ଉପଦେଶ ଦେଇଥିଲେ । ମୁଖ୍ୟ ବକ୍ତା ଭାବରେ କମିଶନର କମ୍ ଇନ୍‌କମ ଟେକ୍ସର ଅବସରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀକାନ୍ତ ଚାଟାର୍ଜୀ ଯୋଗ ଦେଇ ନିଜ ଜୀବନରେ ଲକ୍ଷ ପ୍ରତି ଏକାଗ୍ର ଓ ଦୃଢ଼ ହେବା ସହ ନିଜ ଭିରେ ଥିବା ଜିଜ୍ଞାସାକୁ ବୃଦ୍ଧି କରିବା ଉପରେ ଜୋର୍ ଦେଇଥିଲେ । ଛାତ୍ରଛାତ୍ରୀ ମାନଙ୍କୁ ଆଗକୁ ବଢ଼ିବା ଓଦେଶ ଗଠନରେ ଭାଗ ନେବାକୁ କହି ଉତ୍ସାହିତ କରିଥିଲା । ସମ୍ମାନିତ ଅତିଥି ଭାବରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନର ପ୍ରଫେସର ଡ. ମନୋଜ କୁମାର ନାଗ ମଂଚାସୀନ ଥିଲେ । କଲେଜର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ସି.ଏ ଶ୍ରୀକାନ୍ତ ଶର୍ମାଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଅନ୍ୟ ମାନଙ୍କ ମଧ୍ୟରେ ପ୍ରଧାନଶିକ୍ଷୟିତ୍ରୀ ଡ. ମନସ୍ମିତା ମିଶ୍ର, ନିର୍ଦ୍ଦେଶକ ପୀତବାସ ପଣ୍ଡା, ମୁଖ୍ୟ ଉପଦେଷ୍ଟା ମନୋରଂଜନ ସାହୁ, ବାଣିଜ୍ୟ ବିଭାଗର ମୁଖ୍ୟ ଅଙ୍କିତା ମିଶ୍ର ପ୍ରମୁଖ ମଂଚାସୀନ ଥିଲେ । ଏହି ଅବସରରେ ଜେଏସ୍‌ଏମ୍ କଲେଜରୁ ସଫଳତାର ସହ ଗ୍ରାଜୁଏସନ ହାସଲ କରିଥିବା ୧ଠ ଜଣ ଛାତ୍ରଛାତ୍ରୀଙ୍କୁ ମୁଖ୍ୟଅତିଥି ଡଗ୍ରୀ, ପ୍ରଶଂସାପତ୍ର ଓ ସ୍ମୃତିଚିହ୍ନ ପ୍ରଦାନ କରାଯାଇଥିଲା । ଜେଏସ୍‌ଏମ୍ କଲେଜର ବାଣିଜ୍ୟ ବିଭାଗର ଛାତ୍ର ଅର୍ଚିସ୍ମାନ ମିଶ୍ର ବାଣିଜ୍ୟ ପରୀକ୍ଷାରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରିଥିବାରୁ ତାଙ୍କୁ ମଧ୍ୟ ପ୍ରଶଂସାପତ୍ର ପ୍ରଦାନ କରାଯାଇଥିଲା । ଏହି ସମାରୋହରେ ଜେଏସ୍‌ଏମ୍ କଲେଜର ସମସ୍ତ ଛାତ୍ରଛାତ୍ରୀ ଓ ଅଭିଭାବକ, ଅଭିଭାବିକା ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026

You Might Also Like