-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜେଏସ୍‌ଏମ୍ କଲେଜର ସ୍ନାତକ ଦିବସ ପାଳିତ

13-Jul-2025



ବଲାଙ୍ଗୀର(ପ୍ରେରଣା ଖବର)-ଆଜି ସ୍ଥାନୀୟ ପତିତପାବନ ଏକାଡେମୀ ଠାରେ ଜେଏସ୍‌ଏମ୍ କମର୍ସ ଡିଗ୍ରୀ କଲେଜ ପକ୍ଷରୁ ସ୍ନାତକ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୂଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ ନିରଂଜନ ବିଶି ଯୋଗ ଦେଇ ନିଜ ଅଭିଭାଷଣରେ ଛାତ୍ରଛାତ୍ରୀ ମାନଙ୍କ ନମ୍ର ରହିବା, ନିଜ ଉପରେ ବିଶ୍ୱାସ, କଠିନ ପରିଶ୍ରମ ଓ କେବେ ବି ଶିଖିବା ବନ୍ଦ କରନ୍ତୁ ନାହିଁ ବୋଲି ପରାମର୍ଶ ଦେଇଥିଲେ । ଜୀବନର ପରବର୍ତ୍ତୀ ଅଧ୍ୟାୟରେ ପାଦ ଦେବା ସମୟରେ ମନେ ରଖନ୍ତୁ, ଏହା ଶେଷ ନୁହେଁ ବଂର ଆହୁରି କିଛି ବଡ କରିବାର ଆରମ୍ଭ ବୋଲି ସମାବେତ ଛାତ୍ରଛାତ୍ରୀ ମାନଙ୍କୁ ଉପଦେଶ ଦେଇଥିଲେ । ମୁଖ୍ୟ ବକ୍ତା ଭାବରେ କମିଶନର କମ୍ ଇନ୍‌କମ ଟେକ୍ସର ଅବସରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀକାନ୍ତ ଚାଟାର୍ଜୀ ଯୋଗ ଦେଇ ନିଜ ଜୀବନରେ ଲକ୍ଷ ପ୍ରତି ଏକାଗ୍ର ଓ ଦୃଢ଼ ହେବା ସହ ସଫଳତା ପାଇଁ ନିଜ ଭିତରେ ଥିବା ଜିଜ୍ଞାସାକୁ ବୃଦ୍ଧି କରିବା ଉପରେ ଜୋର୍ ଦେଇଥିଲେ । ଛାତ୍ରଛାତ୍ରୀ ମାନଙ୍କୁ ଆଗକୁ ବଢ଼ିବା ଓଦେଶ ଗଠନରେ ଭାଗ ନେବାକୁ କହି ଉତ୍ସାହିତ କରିଥିଲା । ସମ୍ମାନିତ ଅତିଥି ଭାବରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନର ପ୍ରଫେସର ଡ.ମନୋଜ କୁମାର ନାଗ ମଂଚାସୀନ ଥିଲେ । କଲେଜର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ସି.ଏ ଶ୍ରୀକାନ୍ତ ଶର୍ମାଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଅନ୍ୟ ମାନଙ୍କ ମଧ୍ୟରେ ପ୍ରଧାନଶିକ୍ଷୟିତ୍ରୀ ଡ. ମନସ୍ମିତା ମିଶ୍ର, ନିର୍ଦ୍ଦେଶକ ପୀତବାସ ପଣ୍ଡା, ମୁଖ୍ୟ ଉପଦେଷ୍ଟା ମନୋରଂଜନ ସାହୁ, ବାଣିଜ୍ୟ ବିଭାଗର ମୁଖ୍ୟ ଅଙ୍କିତା ମିଶ୍ର ପ୍ରମୁଖ ମଂଚାସୀନ ଥିଲେ । ଏହି ଅବସରରେ ଜେଏସ୍‌ଏମ୍ କଲେଜରୁ ସଫଳତାର ସହ ଗ୍ରାଜୁଏସନ  ସାର୍ଟିଫିକେଟ୍ ହାସଲ କରିଥିବା ୧ଠ ଜଣ ଛାତ୍ରଛାତ୍ରୀଙ୍କୁ ମୁଖ୍ୟଅତିଥି ଡଗ୍ରୀ, ପ୍ରଶଂସା ପତ୍ର ଓ ସ୍ମୃତିଚିହ୍ନ ପ୍ରଦାନ କରାଯାଇଥିଲା । ଜେଏସ୍‌ଏମ୍ କଲେଜର ବାଣିଜ୍ୟ ବିଭାଗର ଛାତ୍ର ଅର୍ଚିସ୍ମାନ ମିଶ୍ର ବାଣିଜ୍ୟ ପରୀକ୍ଷାରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରିଥିବାରୁ ତାଙ୍କୁ ମଧ୍ୟ ପ୍ରଶଂସାପତ୍ର ପ୍ରଦାନ କରାଯାଇଥିଲା । ଏହି ସମାରୋହରେ ଜେଏସ୍‌ଏମ୍ କଲେଜର ସମସ୍ତ ଛାତ୍ରଛାତ୍ରୀ ଓ ଅଭିଭାବକ, ଅଭିଭାବିକା ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like