-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ପୂର୍ବାଗ୍ରହ ରହିତ ବ୍ୟାପକ ପଠନ ଓ ସାମାଜିକ ସମ୍ପୃକ୍ତି ଯୁବ ସାହିତ୍ୟିକଙ୍କ ଧେୟ ହେଉ

13-Jul-2025



ଯୁବ ସାହିତ୍ୟିକ ସମାବେଶ 'ପଲ୍ଲବନ' ଅନୁଷ୍ଠିତ 

ବଲାଙ୍ଗୀର (ପ୍ରେରଣା ଖବର): ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ସାରସ୍ୱତ ସାହିତ୍ୟ ପତ୍ରିକା ସୃଜନ ସଳିତା ନବନୀତା ଯୁବ ସାହିତ୍ୟିକ ସମାବେଶ 'ପଲ୍ଲବନ ' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି |

ଏଥିରେ ଲୋକସଭା ସାଂସଦ, ବରଗଡ଼ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ, ବିଶିଷ୍ଟ ସାହିତ୍ୟିକ ଡ଼.ବାସୁଦେବ ସୁନାନୀ ମୁଖ୍ୟବକ୍ତା ଓ ଲେଖକ ଓ ସାମାଜିକ କର୍ମୀ ସରୋଜ  ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ | ଏ ଅବସରରେ ସୃଜନ ସଳିତା ନବନୀତାର 'ପଲ୍ଲବନ' ସଂଖ୍ୟା ଉନ୍ମୋଚନ ହୋଇଥିଲା | ଏଥିରେ ଓଡ଼ିଶାର ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୯ଜଣ ଯୁବ ଲେଖକ ଲେଖିକା ଯଥା କେତନ ରଣା, ଚନ୍ଦନ ନାଗ, ବିକେଶ୍ ସାହୁ, ଚିତ୍ତରଞ୍ଜନ ପ୍ରଧାନ, ପ୍ରଜ୍ଞାପ୍ରଭା କୁଅଁର, ପୁଣ୍ୟଦୀପା ଖମାରୀ, ରମାକାନ୍ତ ନାଏକ ଓ ରଜତ ବଂଶଲ ଆଦିଙ୍କୁ ଶବ୍ଦ ସମ୍ମାନ ପ୍ରଦାନ ପୂର୍ବକ ଉପଢୌକନ, ଉତ୍ତରୀୟ ଓ ଫୁଲଗଛ ଦେଇ ସମ୍ବର୍ଦ୍ଧିତ କରା ଯାଇଥିଲା |ପ୍ରାରମ୍ଭରେ ସମସ୍ତ ଅତିଥି ପୁଷ୍ପ ବୃକ୍ଷକୁ ଜଳଦାନ ଦେଇ ଦୀପ ପ୍ରଜ୍ବଳନ କରିଥିଲେ। ପରେ ସହକାରୀ ପ୍ରଧ୍ୟାପକ ଡ. କୌତୁକ ପନ୍ଦର ଓ ଅଧ୍ୟାପକ ଡ.ଜଗନ୍ନାଥ ସାହୁ ଅତିଥି ପରିଚୟ ସହ ମଞ୍ଚ ପରିଚାଳନା କରିଥିଲେ । ଏ ଅବସରରେ ଡ଼. ବାସୁଦେବ ସୁନାନୀଙ୍କ ରଚିତ ପ୍ରଥମ ଗଳ୍ପ ପୁସ୍ତକ 'ଗହଁଟିଆର ଛେଳି ' ଓ କବି ବଳବନ୍ତ ସାହୁଙ୍କ ପ୍ରଥମ କବିତା ସଂକଳନ 'ଧାନଫୁଲ ' ପୁସ୍ତକ ଉନ୍ମୋଚିତ ହୋଇଛି । ଏ କ୍ରମରେ ସମ୍ବର୍ଦ୍ଧିତ ଲେଖକ ଓ ଲେଖିକାମାନେ ସ୍ବରଚିତ କବିତା ଓ ଗଳ୍ପ ପଠନ ସହ ନିଜ ସୃଜନଯାତ୍ରା ବିଷୟରେ ଆଲୋକପାତ କରିଥିଲେ ମୁଖ୍ୟଅତିଥି ସାଂସଦ ପୁରୋହିତ  ସ୍ଵାଧୀନତା ଆନ୍ଦୋଳନ ଓ ଜନ ଆନ୍ଦୋଳନ ପରିପ୍ରେକ୍ଷୀରେ ଏହା ସୁସ୍ପଷ୍ଟ ଯେ, ମଣିଷକୁ

ଚେତନଶିଳ କରିବାରେ ସାହିତ୍ୟର ଭୂମିକା ଅତୁଳନୀୟ | ମୁଖ୍ୟବକ୍ତା ଡ଼. ବାସୁଦେବ ସୁନାନୀ ମଣିଷଜାତିର ମଣିଷ ହେବା ପ୍ରକ୍ରିୟା ଏବେବି ଜାରି ରହିଛି ଏବଂ ମାନବୀୟ ସମ୍ବେଦନା ଯୁକ୍ତ ପ୍ରତିକ୍ରୀୟଶିଳତା ହିଁ ସାହିତ୍ୟକୁ  ପରିପୁଷ୍ଟ କରିଥାଏ ବୋଲି କହିଥିଲେ | ସମ୍ମାନିତ ଅତିଥି ସରୋଜ ଆସନ୍ତା କାଲିର ସାହିତ୍ୟ ସାହିତ୍ୟରେ ପୂର୍ବଗ୍ରହ ରହିତ ପରିଦୃଷ୍ଟି ନ ରହିଲେ କୃତିମ ବୁଦ୍ଧିମତା (A I)ଆମ ସୃଜନଶିଳତାକୁ ମାରିଦେବ କି ବୋଲି ଆଶଙ୍କା ପ୍ରକାଶ କରିଥିଲେ | ଏହି ସାରସ୍ୱତ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସମେତ ପଡୋଶୀ ବିଭିନ୍ନ ଜିଲ୍ଲାରୁ ବିଶିଷ୍ଟ ସାହିତ୍ୟିକ ଓ ଗୁଣମୁଗ୍ଧ ପାଠକଙ୍କ ସଂଖ୍ୟାଧିକ ଯୋଗଦାନ ଏହି କାର୍ଯ୍ୟକ୍ରମଟିକୁ ସଫଲ୍ୟ ମଣ୍ଡିତ କରିଥିଲା | କାର୍ଯ୍ୟକ୍ରମରେ ସୃଜନ ସଳିତା ନବନୀତାର ସମ୍ପାଦକ ରାଜେଶ ଝଙ୍କାର ସ୍ବାଗତ ଭାଷଣ ଦେଇଥିବାବେଳେ ପରିଚାଳନା ସମ୍ପାଦକ ଯୁଜେଷ୍ଟି ମେହେର ଧନ୍ୟବାଦ୍ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like