-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସଂକଳ୍ପ ପ୍ରଶିକ୍ଷଣ ଶିବିର ଉଦଯାପିତ

13-Jul-2025



ବଲାଙ୍ଗୀର(ଦେବାଶିଷ ବହିଦାର): ସ୍ଥାନୀୟ ପିଏମଶ୍ରୀ ପୃଥ୍ଵୀରାଜ ଉଚ୍ଚ ବିଦ୍ୟାଳୟ ଠାରେ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ନୂତନ ଭାବେ ଯୋଗଦେଇଥିବା ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପାଞ୍ଚ ଦିନଧରି ଦିଆଯାଉଥିବା 'ସଂକଳ୍ପ' ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି। ସମଗ୍ର ଶିକ୍ଷା ଅଭିଯାନ ପେଡାଗୋଜି ବିଭାଗର ସଂଯୋଜିକା ମଧୁସ୍ମିତା ଦାସଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ଶିବିରର ଉଦ୍ଘାଟନୀ ସଭାରେ ଜ଼ିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ ଯୋଗଦେଇ ପ୍ରଶିକ୍ଷାର୍ଥୀ ମାନଙ୍କୁ ମୁଁ କିଏ? ପ୍ରଶ୍ନ ର ଉତ୍ତର ଖୋଜିବା ସହ ନିଜର ଆଚରଣ ଓ ଉଚ୍ଚାରଣରେ ଶିକ୍ଷକର ଗାରିମାକୁ ଅକ୍ଷୁର୍ଣ୍ଣ ରଖିବାକୁ ପ୍ରଶିକ୍ଷାର୍ଥୀମାନଙ୍କୁ ପରାମର୍ଶ ଦେଇଥିଲେ। ଶିବିରରେ ବଲାଙ୍ଗୀର ଜିଲ୍ଲାର ୬୫ଜଣ ଓ ସୋନପୁର ଜିଲ୍ଲାରୁ ୧୯ଜଣ ପ୍ରଶିକ୍ଷାର୍ଥୀ ଯୋଗଦେଇଥିଲେ।ଶିକ୍ଷକ ରାମଗୋପଲ ଖମାରୀ ଶର୍ମା, ଜନତା ନାଗ,ଅମ୍ବୁଜ ପଟେଲ,ଯଦୁମଣି ବଗର୍ତି, ଅଚ୍ୟୁତା ନନ୍ଦ ସାହୁ, ସତ୍ୟ କୁମ୍ଭାର, ସୁନୀଲ ବେହେରା ଓ ସୁନୀଲ ପାତ୍ର ପ୍ରଶିକ୍ଷକ ଭାବେ ଯୋଗଦେଇଥିଲେ।ପ୍ରଶିକ୍ଷଣ ଶିବିରରେ ବିଦ୍ୟାଳୟରେ ପିଲାମାନଙ୍କୁ କିପରି ଉନ୍ନତ ମାନର ଶିକ୍ଷା ଦିଆଯାଇପାରିବ ସେଥିପାଇଁ ୧୯ଟି ମୋଡ଼ୁଲ ର ଧାରଣା ଦିଆଯାଇଥିଲା। ତନ୍ମଧ୍ୟରେ ଓଡ଼ିଶାର ଶିକ୍ଷା ବ୍ୟବସ୍ଥା, ଶ୍ରେଣୀ ଶିକ୍ଷାରେ ଶିକ୍ଷକଙ୍କ ଭୂମିକା,ଜାତୀୟ ଶିକ୍ଷାନୀତି -୨୦୨୦,ପଞ୍ଚସଖା ସେତୁ ର କାର୍ଯ୍ୟ, ବିଦ୍ୟାଳୟର ଭିଜନ ପ୍ରସ୍ତୁତି,କ୍ୟାରିଅର କାଉନସିଲିଂ ଆଦି ବିଷୟରେ ପୂର୍ଣ୍ଣାଙ୍ଗ ତଥ୍ୟ ପ୍ରଦାନ କରାଯାଇଥିଲା। ବିଭିନ୍ନ ପ୍ରକାରର କ୍ରିୟାକଳାପ ମାଧ୍ୟମରେ ପ୍ରଶିକ୍ଷାର୍ଥୀ ମାନେ ପ୍ରଶିକ୍ଷଣ ଦେଇଥିଲେ।ଉଦଯାପନୀ ସଭାରେ ଏଡିଇଓ ସେବାଶ୍ରୀ ଭୋଇ, ବିଇଓ ସଇଁତଳା ଦିଲୀପ ଯୋଶୀ, ଜ଼ିଲ୍ଲା ବିଜ୍ଞାନ ନିରୀକ୍ଷକ ନବଘନ ସାହୁ, ଏବିଇଓ ସନ୍ଧ୍ୟାରାଣୀ ଧରୁଆ, ପିଏମଶ୍ରୀ ପି.ଆର ହାଇସ୍କୁଲ ର ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠି ଉପସ୍ଥିତ ରହି ମାର୍ଗଦର୍ଶନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like