-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଅମ୍ଵାଭୋନା ଆଦର୍ଶ ବିଦ୍ୟାଳୟରେ ୭୬ ତମ ବନ ମହୋତ୍ସବ ପାଳିତ

13-Jul-2025



ବରଗଡ଼ ଜିଲ୍ଲା ଅନ୍ତର୍ଗତ ଅମ୍ଵାଭୋନା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୭୬ତମ ବନମହୋତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ସୁଧାମୟ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ବନଖଣ୍ଡ ଅଧିକାରୀ ବିକ୍ରମଦେବ ପଟ୍ଟନାୟକ ଯୋଗଦାନ କରି ଥିବାବେଳେ ସମ୍ମାନିତ ଅତିଥି ଭାବରେ ଭଟଲି ସହ ବନ ସଂରକ୍ଷକ ସୁବୋଧ କୁମାର ସାହୁ,ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲାଲମୋହନ ସିଂହ,ଇକୋ କ୍ଳବ୍ ମାଷ୍ଟର ଟ୍ରେନର ତଥା ପରିବେଶବିତ୍ ସଞ୍ଜୟ ଖମାରୀ ଏବଂ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ 

ଶିକ୍ଷକ ବୈଷ୍ଣବ ଭୋଇ ଉପସ୍ଥିତ ଥିଲେ। ଅତିଥିମାନଙ୍କୁ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସ୍ଲୋ ମାର୍ଚ୍ଚ କରି ମଂଚ ଉପରକୁ ପାଛୋଟି ଆଣିଥିଲେ। ବରଗଡ଼ ବିଭାଗୀୟ ବନଖଣ୍ଡ ଅଧିକାରୀ ଶ୍ରୀ ପଟ୍ଟନାୟକ ଛାତ୍ରଛାତ୍ରୀମାନଙ୍କୁ ନିୟମିତ ଗଛ ଲଗାଇବା ତଥା ଜଙ୍ଗଲ ସୁରକ୍ଷାର ମହତ୍ ଲକ୍ଷ୍ୟରେ ସାମିଲ୍ ହେବାକୁ ଆହ୍ଵାନ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ଦ୍ଵାରା "ଜଙ୍ଗଲ ସୁରକ୍ଷା ଜୀବନ ରକ୍ଷା" ପ୍ରସଙ୍ଗ ଭିତ୍ତିକ ଏକ ନିଆରା ନାଟକ ପରିବେଷଣ କରାଯାଇଥିଲା।ବନ ମହୋତ୍ସବ ପାଳନର ଅନେକ ପ୍ଲାକାର୍ଡ ପ୍ରଦର୍ଶନ ତଥା ସ୍ଲୋଗାନ ମାଧ୍ୟମରେ ବିଦ୍ୟାଳୟରେ ଏକ ଅନୁକୂଳ ବାତାବରଣ ସୃଷ୍ଟି କରା ଯାଇଥିଲା। ବିଦ୍ୟାଳୟର ଶିକ୍ଷକ ଆଦିତ୍ୟ ଭୂଏ ଓ ଦେବପ୍ରିୟା ତାଣ୍ଡି ସଭା ସଂଯୋଜନା କରିଥିଲେ।ତତ୍ ପରେ ମୁଖ୍ୟ ଅତିଥି ଶ୍ରୀ ପଟ୍ଟନାୟକଙ୍କ ସହିତ ସମସ୍ତେ " ମାଁ ପାଇଁ ଗଛଟିଏ -୨.୦"

କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଚାରାରୋପଣ କରିବା ପାଇଁ ସମ୍ମତି ପ୍ରଦାନ କରିଥିଲେ ଏବଂ ତାଙ୍କ ହାତରେ ବିଦ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା।ତାଙ୍କ କରକମଳରେ ବିଦ୍ୟାଳୟର ହେଙ୍ଗିଙ୍ଗ ଗାର୍ଡେନ୍ ଉଦଘାଟିତ ହୋଇଥିଲା।ବିଦ୍ୟାଳୟ ପରିସରରେ ଅତିଥି, ଶିକ୍ଷକ ତଥା ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଶତାଧିକ ବୃକ୍ଷରୋପଣ କରି ବନ ମହୋତ୍ସବ ପାଳନ କରାଯାଇଥିଲା।ବନମହୋତ୍ସବ ଉପଲକ୍ଷେ ଆୟୋଜିତ ଏକ ଚିତ୍ରାଙ୍କନ ପ୍ରତିଯୋଗିତାରେ ପ୍ରାଚୀ ନାୟକ, ରାହୁଲ ପଟେଲ ଓ କରିସ୍ମା ଦୁଆନ ଯଥାକ୍ରମେ ପ୍ରଥମ, ଦ୍ବିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିଲେ। ବଂଶଧାରା, ସୁବର୍ଣ୍ଣରେଖା, ବ୍ରାହ୍ମଣୀ ଓ ମହାନଦୀ ହାଉସର ସଦସ୍ୟ ଶିକ୍ଷକ ମହେଶ୍ବର ପଧାନଙ୍କ ଦ୍ବାରା ନିର୍ଦ୍ଦେଶିତ "ଜଙ୍ଗଲ ସୁରକ୍ଷା, ଜୀବନ ରକ୍ଷା" ଶୀର୍ଷକ ଏକ କ୍ଷୁଦ୍ର ନାଟକ ପ୍ରଦର୍ଶନ ମାଧ୍ୟମରେ ଜଙ୍ଗଲ ସୁରକ୍ଷା କରିବା ନିମନ୍ତେ ସଚେତନତାର ବାର୍ତ୍ତା ଦେଇଥିଲେ।କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ଗଙ୍ଗାରାମ ମିର୍ଦ୍ଧା, ବିକାଶ ପ୍ରଧାନ ,ସୁଶୀଳ କୁମାର ନାଏକ, କୀର୍ତ୍ତିଚନ୍ଦ୍ର ସରାଫ, ସୁଶ୍ରୀ  ସୌନ୍ଦର୍ଯ୍ୟା ଗଡତିଆ, ନିକେଶ ସାହୁ, ମୁକେଶ କୁମାର ସାହୁ, ଅବିନାଶ ପ୍ରଧାନ ,ସ୍ଵାଧୀନ କୁମାର ସାହୁ,ପୂଜା ଖମାରୀଙ୍କ ସମେତ ଇକୋ କ୍ଳବର ସଦସ୍ୟ ସକ୍ରିୟ ଅଂଶଗ୍ରହଣ କରିଥିଲେ।ଶେଷରେ ଶିକ୍ଷକ ମହେଶ୍ବର ପଧାନ ଗଛ ଲଗାଇବା ପାଇଁ ଆହ୍ୱାନମୂଳକ କବିତା ପାଠ କରିଥିଲେ ଓ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like