-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଶ୍ରାଦ୍ଧ ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ପାର୍ବତୀ ଗିରି ସେବା ସମ୍ମାନ ପାଇବେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ

13-Jul-2025



ବଲାଙ୍ଗିର,(ଦେବାଶିଷ ବହିଦାର) ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପୂଜ୍ୟପୂଜା ସେବା ସଂଗଠନ ତରଫରୁ ସନାତନ ମନ୍ଦିର ଠାରେ ମାଆ ପାର୍ବତୀ ଗିରି ଶ୍ରାଦ୍ଧ ଦିବସ ଓ ସଂଗଠନର ବିଂଶତମ ପ୍ରତିଷ୍ଠା ଦିବସ ପାଳନ ପାଇଁ ବିଶିଷ୍ଟ ଶିକ୍ଷାବିତ କପିଳ ପତିଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ପାଇଁ ନାଟକ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଙ୍କୁ ମର୍ଯ୍ୟାଦାଜନକ ପାର୍ବତୀ ଗିରି ସେବା ସମ୍ମାନ ପ୍ରଦାନ ପାଇଁ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ବିଶେଷ ଯୋଗଦାନ ପାଇଁ ଅନ୍ୟ କୋଡିଏ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ‘ପୂଜ୍ୟପୂଜା ସମ୍ମାନ ୨୦୨୫’ ପୁସ୍ତକ ପ୍ରକାଶନ ପାଇଁ ମଧ୍ୟ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହି ସଭାରେ ବିଶିଷ୍ଟ ଶିକ୍ଷାବିତ ଗିରିଜା ଶଙ୍କର ରଥ, ଡ.ଅଶୋକ କୁମାର ସେଠି, ଡ. ପ୍ରେମଚାନ୍ଦ ମହାନ୍ତି, ଉପଦେଷ୍ଟା ଜୟରାମ ମିଶ୍ର, ଡ. ଭବାନୀ ଶଙ୍କର ପଟେଲ, ସଭାପତି କେଶବ ଚନ୍ଦ୍ର ମିଶ୍ର, ସଂପାଦକ ସୁନାଧର ବନଛୋର, କସ୍ତୁରୀ ରଥ, ଅରୁଣ ଖୁଆ ଓ ମଦନ ମୋହନ ରଥ ଆଲୋଚନାରେ ଭାଗ ନେଇଥିଲେ । ଏହି ସଭାରେ ହୃଷିକେଶ ପୁରୋହିତ, ପ୍ରଦୀପ ପଶାୟତ, ରାମ ଶଙ୍କର ଶତପଥି, ବଳିଷ୍ଠ ପ୍ରଧାନ, ଦୁର୍ଗା ଚରଣ ସାହୁ, ତପସ୍ୱିନୀ ପସାୟତ, କହ୍ନାଇ ଭରାସାଗର, କଲ୍ଲୋଳିନୀ ମିଶ୍ର, ଦେବରାଜ ପାଣିଗ୍ରାହୀ, ସିତାଂଶୁ ଶେଖର ନାୟକ, ଆରତୀ ମିଶ୍ର, ସଂଯୁକ୍ତା ମିଶ୍ର, ନିହାରିକା ମିଶ୍ର, ରାଜଶ୍ରୀ ତ୍ରିପାଠି, ଭୀମସନେ ସାହୁ ଓ ସୁରଥ ସାହୁ ଉପସ୍ଥିତ ଥିଲେ । ଶେଷରେ ଉପସଭାପତି ମଧୁ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like