-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଓଡିଶା ରାଜସ୍ୱ ଅମଲା ସଂଘ, ସୁବର୍ଣ୍ଣପୁର ଜିଲ୍ଲା ଶାଖା ର ପ୍ରସ୍ତାବିତ ଆନ୍ଦୋଳନ ସ୍ଥଗିତ l

13-Jul-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଓଡିଶା ରାଜସ୍ଵ ଅମଲା ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକର  ନିଷ୍ପତ୍ତି ଅନୁସାରେ ୧୦ ଦଫା ଦାବି ସହିତ ସାତ ଜୁଲାଇ ୨୦୨୫ ତାରିଖ ଠାରୁ ୧୧.୭.୨୦୨୫ ପର୍ଯ୍ୟନ୍ତ କଳା ଫିତା ପିନ୍ଧି ଆନ୍ଦୋଳନ କରୁଥିବା ସମୟରେ ଓଡିଶା ସରକାରଙ୍କ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀ ଙ୍କ ଅଧ୍ୟକ୍ଷତାରେ, ଅତିରିକ୍ତ ମୁଖ୍ୟ ଶାସନ ସଚିବ (ରାଜସ୍ୱ), ସ୍ବତନ୍ତ୍ର ସଚିବ(ରାଜସ୍ୱ), ଅତିରିକ୍ତ ସଚିବ (ରାଜସ୍ୱ), ଅତିରିକ୍ତ ସଚିବ (ଅର୍ଥ), ଏବଂ ଅତିରିକ୍ତ ସଚିବ ସାଧାରଣ ପ୍ରଶାସନ ବିଭାଗଙ୍କ ସଦୟ ଉପସ୍ଥିତିରେ ଓଡିଶା ରାଜସ୍ୱ ଅମଲା ସଂଘର ପ୍ରତିନିଧିଙ୍କ  ଉପସ୍ଥିତିରେ ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ତା ୦୯.୦୭.୨୦୨୫ ରିଖ ଅପରାହ୍ନ ୬.୦୦ ଘଟିକା ସମୟରେ ଓଡ଼ିଶା ସରକାରଙ୍କ ଲୋକସେବା ଭବନ ଅନ୍ତର୍ଗତ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ର ସମ୍ମିଳନୀ କକ୍ଷରେ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ମଧ୍ୟରେ ସକାରାତ୍ମକ ଆଲୋଚନା ହୋଇଥିଲା। ରାଜସ୍ଵ ଅମଲା ସଂଘର ଦାବିଗୁଡିକ ଯୁକ୍ତିଯୁକ୍ତ ଏବଂ ଏହାକୁ ଯୁଦ୍ଧକାଳୀନ ଭିତ୍ତିରେ ପୂରଣ କରାଯିବ ବୋଲି ବୈଠକରେ ଅଧ୍ୟକ୍ଷତା କରୁଥିବା ମାନ୍ୟବର ମନ୍ତ୍ରୀ ଶ୍ରୀ ପୂଜାରୀ ପ୍ରକାଶ କରିଥିଲେ l ଏହି ପରିପ୍ରେକ୍ଷୀରେ, ସଂଘର ଆଜିର କାର୍ଯ୍ୟକାରିଣୀ ବୈଠକର ସର୍ବସମ୍ମତି ନିଷ୍ପତ୍ତି ଅନୁସାରେ ଯଦି ରାଜ୍ଯ ସରକାର ଅଗଷ୍ଟ ମାସ ଆଠ ତାରିଖ ସନ୍ଧ୍ୟା ସୁଦ୍ଧା ଦାବି ପୂରଣ କରିବାରେ ବିଫଳ ହୁଅନ୍ତି, ତାହାହେଲେ ବିନା ସୂଚନାରେ ଅଗଷ୍ଟ ମାସ  ଏଗାର ତାରିଖ  ଠାରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଗଲା ବୋଲି ସଂଘର ଅଧ୍ୟକ୍ଷ ଲୋକେଶ୍ୱର ସାହୁ, କାର୍ଯ୍ୟକାରିଣୀ ଅଧ୍ୟକ୍ଷ ପ୍ରସନ୍ନ କୁମାର ନାୟକ, ସଭାପତି ତ୍ରିପତି ବାଲାଜୀ ସାହୁ, ସାଧାରଣ ସମ୍ପାଦକ ନରେଶ ଚନ୍ଦ୍ର ମହାପାତ୍ର  ପ୍ରକାଶ କରିଛନ୍ତି l ଉପୋରକ୍ତ ନିଷ୍ପତ୍ତି ଅନୁଯାୟୀ ରାଜସ୍ବ ଅମଲା ସଙ୍ଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ମଧ୍ୟ ଆସନ୍ତା କାଲି ଠାରୁ ଆରମ୍ଭ ହେବାକୁ ଥିବା କାର୍ଯ୍ୟ ବନ୍ଦ ଆନ୍ଦୋଳନ କୁ ସାମାୟିକ ଭାବେ ସ୍ଥଗିତ ରଖିଛି ଓ ଦାବୀ ପୂରଣ ନ ହେଲେ ରାଜ୍ୟ କାର୍ଯ୍ୟପରିଷଦ ନିଷ୍ପତ୍ତି ଅନୁଯାୟୀ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି
ସୁବର୍ଣ୍ଣପୁରର ଜିଲ୍ଲା ଅଧ୍ୟକ୍ଷ ନୀଳାମ୍ବର ଶତପଥୀ, ଉପାଧ୍ୟକ୍ଷ ସହଦେବ ମେହେର, କାର୍ଯ୍ୟକାରୀ ସଭାପତି ଶିତେଶ ପୂଜାହାରୀ,ସମ୍ପାଦକ ବନମାଳୀ ମେହେର ପ୍ରକାଶ କରିଥିଲେ | ଏହି ଅବସରରେ ଜିଲ୍ଲା କୋଷାଧ୍ୟକ୍ଷ ଜିତେନ୍ଦ୍ରିୟ ଦୀପ, ଯୁଗ୍ମ ସମ୍ପାଦକ ପ୍ରେମାନନ୍ଦ କୁଅଁର, ମୁଖ୍ୟ ଉପଦେଷ୍ଟା ଅଶୋକ କୁମାର ମିଶ୍ର, ଆକ୍ସନ କାଉନସିଲ ମେମ୍ବର ଶିବାନନ୍ଦ ବାଘ, କାର୍ଯ୍ୟକାରିଣୀ ସଦସ୍ୟ ଦୁଃଖିଶ୍ୟାମ ସେଠି, ମଚିନ୍ଦ୍ର ସୁନା ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like