-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଦ୍ଵିତୀୟ ଓଡ଼ିଶା ପେନକାକ୍ ସିଲାଟ ଚାମ୍ପିୟନସିପ ୨୦୨୫-୨୬ ଅନୁଷ୍ଠିତ

13-Jul-2025



ବଲାଙ୍ଗୀର(ପ୍ରେରଣା ଖବର): ଦ୍ଵିତୀୟ ଓଡ଼ିଶା ପେନକାକ ଶିଲାଟ ଚମ୍ପିୟାନସିପ ଭୁବନେଶ୍ୱର ସ୍ଥିତ ମଧୁସୂଦନ ଦେବ ଡିଗ୍ରୀ କଲେଜ ପରିସରରେ ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଯାଇଛି।ଏହି ପ୍ରତିଯୋଗିତାରେ ଓଡ଼ିଶାର ୧୬ ଗୋଟି ଜିଲ୍ଲାରୁ ୧୭୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ମୁଖ୍ୟ ଅତିଥି ଭାବେ ଆସୋସିଏସନ୍ ର ରାଜ୍ୟ ସଭାପତି ତାପସ କୁମାର ରାୟ ଚୌଧୁରୀ ଯୋଗଦାନ କରିଥିବା ବେଳେ ପେନକାକ୍ ସିଲାଟର ରାଜ୍ୟ ସମ୍ପାଦକ ଗୁରୁ ପ୍ରେମସିଂ ଥାପା ପ୍ରତିଯୋଗିତାକୁ ସଞ୍ଚାଳନ କରିଥିଲେ।ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱରର ଅନେକ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦାନ କରିଥିଲେ।ସେମାନଙ୍କୁ ଏସୋସିଏସନ୍ ତରଫରୁ ଉପଢୌକନ ଏବଂ ମୋମେଣ୍ଟୋ ଦେଇ ସମ୍ମାନିତ କରାଯାଇଥିଲା। ଦିବସ ବ୍ୟାପୀ କାର୍ଯ୍ୟକ୍ରମ ସଫଳତାର ସହ ସମାପ୍ତ ହୋଇଥିଲା।
ସେହିଭଳି ବଲାଙ୍ଗିର ଜିଲ୍ଲା ପେନକାକ ସିଲଟ ଏସୋସିଏସନ୍ ର ଛାତ୍ରଛାତ୍ରୀ ମାନେ ଗୁରୁ ପ୍ରଶାନ୍ତ ପାତ୍ରଙ୍କ ଅଧ୍ୟକ୍ଷତାରେ ଏହି ଚମ୍ପିୟାନସିପରେ ଅଂଶଗ୍ରହଣ କରି ୪ ଟି ସ୍ବର୍ଣ୍ଣ ପଦକ,୩ ଟି ରୌପ୍ୟ ପଦକ ଏବଂ ୨ ଟି ବ୍ରୋଞ୍ ପଦକ ଯଥାକ୍ରମେ ୯ ଗୋଟି ପଦକ ହାସଲ କରିଥିଲେ।ବଲାଙ୍ଗୀର ଜିଲ୍ଲା ପେନକାକ ସିଲଟ ଏସୋସିଏସନ୍ ର ସଭାପତି ମହେନ୍ଦ୍ର କୁମାର ଦର୍ଜି ଏହି କାର୍ଯ୍ୟକ୍ରମ ରେ ସ୍ଵତନ୍ତ୍ର ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ।
ବଲାଙ୍ଗୀର ଜିଲ୍ଲା ପେନକାକ ସିଲଟ ଏସୋସିଏସନ୍ ର ୫ ଜଣ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପଦକ ହାସଲ କରିଥିଲେ।ବଲାଙ୍ଗିର ଏସୋସିଏସନର ଛାତ୍ରୀ ସ୍ତିତପ୍ରଜ୍ଞା ମିଶ୍ର ଟେଣ୍ଡିଂ ଏବଂ ତୁଙ୍ଗଲରେ ୨ ଗୋଟି ସ୍ବର୍ଣ୍ଣ ପଦକ, ଦେବବ୍ରତ ମିଶ୍ର   ଟେଣ୍ଡିଂରେ ବ୍ରୋଞ୍ଜ ଏବଂ ତୁଙ୍ଗଲ୍ ରେ ରୌପ୍ୟ ପଦକ, ସିଧେଶ ଦାସ ଟେଣ୍ଡିଂ ରେ ବ୍ରୋଞ୍ଜ୍ ପଦକ,କ୍ରିତିକା ଅଗ୍ରୱାଲ ଟେଣ୍ଡିଂ ଏବଂ ତୁଂଗଲରେ ୨ ଗୋଟି ସ୍ବର୍ଣ୍ଣ ପଦକ, ଇସାନୀ ଜୈନ ଟେଣ୍ଡିଂ ଏବଂ ତୁଙ୍ଗଲ୍ ରେ ୨ ଗୋଟି ରୌପ୍ୟ ପଦକ ହାସଲ କରି ବଲାଙ୍ଗିରର ଗର୍ବ ଗୌରବ ଅକ୍ଷୁର୍ଣ୍ଣ ରଖି ଛନ୍ତି। ବଲାଙ୍ଗିର ଜିଲ୍ଲାର ଛାତ୍ରଛାତ୍ରୀ ମାନଙ୍କ କୃତିତ୍ୱ ପାଇଁ ଅବିଭାବକ ଏବଂ ଶୁଭେଚ୍ଛୁ ମହଲରୁ ଅଜସ୍ର ଶୁଭେଚ୍ଛାର ସୁଅ ଛୁଟିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like