-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମହାରାଷ୍ଟ୍ର ଶ୍ରୀରାମପୁର ପାନୀୟ ଜଳ ପାଇପ୍ ରେ ଟଏଲେଟ୍ ପାଣି ମିଶାଇବା ଘଟଣାକୁ ହିନ୍ଦୁ ମହାସଂଘ ର ବିରୋଧ

14-Jul-2025



(ମିହିର ଶଙ୍କର ପାତ୍ର,)
ମହାରାଷ୍ଟ୍ର ଶ୍ରୀରାମପୁର ରେ ପାନୀୟ ଜଳ ପାଇପ୍ ରେ ଟଏଲେଟ୍ ପାଣି ମିଶାଇ ହିନ୍ଦୁ ମାନଙ୍କର ଧର୍ମ ଭାବନା କୁ ଆଘାତ କରିବା ପାଇଁ କିଛି ଅଣ ହିନ୍ଦୁ  ଉଦ୍ୟମ କରିଥିବା ଘଟଣା ବିଭିନ୍ନ ରାଷ୍ଟ୍ରୀୟ ସ୍ତରୀୟ ଗଣମାଧ୍ୟମ ରେ ପ୍ରକାଶିତ ହେବା ପରେ, ଏବଂ ସାମାଜିକ ଗଣମାଧ୍ୟମ ରେ ଆସିବା ପରେ ହିନ୍ଦୁ ମାନଙ୍କ ମଧ୍ୟରେ ଜନ ଅସନ୍ତୋଷ ବୃଦ୍ଧି ପାଉଛି। ଏଭଳି କାର୍ଯ୍ୟ କୁ ହିନ୍ଦୁ ମହାସଂଘ ସଂପୂର୍ଣ୍ଣ ନିନ୍ଦା କରୁଛି। ହିନ୍ଦୁ ମହାସଂଘ ପ୍ରମୁଖ ସୂର୍ଯ୍ୟବଂଶୀ ଜୟନ୍ତ ଏଭଳି ହୀନ କାର୍ଯ୍ୟ କରିଥିବା ବ୍ୟକ୍ତି ମାନଙ୍କୁ କଠୋର ଦଣ୍ଡ ଦେବାପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିବେଦନ କରିଛନ୍ତି। ଏହା ସହ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ମଧ୍ୟ ସତର୍କତା ଅବଲମ୍ବନ ପାଇଁ ହିନ୍ଦୁ ମାନଙ୍କୁ ନିବେଦନ କରିଛନ୍ତି। ବିଭିନ୍ନ ହିନ୍ଦୁ ସଙ୍ଗଠନ ଏହା ଜାଣିବା ପରେ ଆଗାମୀ ଦିନରେ ଆହୁରି ପ୍ରତିକ୍ରିୟା ଆସିପାରେ ! ସମଗ୍ର ହିନ୍ଦୁ ସମାଜ ଧର୍ମ ରକ୍ଷା ପାଇଁ ସତର୍କ ରୁହନ୍ତୁ ବୋଲି ହିନ୍ଦୁ ମହାସଂଘ ପକ୍ଷରୁ ଅନୁରୋଧ କରାଯାଇଛି। ଆଇନ ଉପରେ ଭରସା ଅଛି ଏବଂ ନିଶ୍ଚୟ ଦୋଷୀ ବ୍ୟକ୍ତିମାନେ ଦଣ୍ଡ ପାଇବେ ବୋଲି ହିନ୍ଦୁ ମହାସଂଘ ପ୍ରମୁଖ ଆଶାବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like