-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||     

HOME   ଜିଲ୍ଲା

ବାଲାଙ୍ଗୀର ରୋଟାରୀ ସେଣ୍ଟ୍ରାଲ୍ କ୍ଲବ୍ ର ସ୍ଥାପନା ଦିବସ ପାଳିତ

14-Jul-2025



ବାଲାଙ୍ଗୀର(ଦେବାଶିଷ ବହିଦାର) ରୋଟାରୀ କ୍ଲବ ଅଫ ବାଲାଙ୍ଗୀର ସେଣ୍ଟ୍ରାଲର ପ୍ରତିଷ୍ଠା ଦିବସ  ସ୍ଥାନୀୟ  ହୋଟେଲ ତାରା ଦରବାରରେ  ମହାସମାରହରେ ପାଳନ କରାଯାଇଥିଲା | ୨୨ଫେବୃଆରୀ ୨୦୦୯ରେ ବାଲାଙ୍ଗୀରରେ ଆରମ୍ଭ ହୋଇ ଥିବା ଏହି କ୍ଲବରେ ବହୁ ସଂଖ୍ୟକ ପୁରୁଷ ଏବଂ ମହିଳା ସଦସ୍ୟ ଅଛନ୍ତି | ରୋଟାରୀ ଥିମ୍ ଉପରେ କାର୍ଯ୍ୟ କରି ଏହି କ୍ଲବ୍ ସାମାଜିକ ସେବାରେ ଏବେ ଅଗ୍ରଣୀ ଭବରେ ଠିଆ ହୋଇପାରିଛି।  ଏହି କାର୍ଯ୍ୟକ୍ରମରେ ବାଲାଙ୍ଗୀର କ୍ଲବ ଆରମ୍ଭ ହେବାର ୧୭ବର୍ଷ ପୂରଣ ହେବାପରେ ରୋଟାରୀ କ୍ଲବ ସଭାପତି ରାଜ ନାରାୟଣ ଅଗ୍ରୱାଲ, ସଚିବ ରୋଟାରିଆନ  ସେଲେଶ ଅଗ୍ରୱାଲ,  ପୂର୍ବସଭାପତି ରାଜନାରାୟଣ ଅଗ୍ରୱାଲ ଏହି ଦାୟିତ୍ୱ ନୂତନ ସଭାପତି  ସେଲେଶ ଅଗ୍ରୱାଲଙ୍କୁ ଦେଇଛନ୍ତି। 

ପୂର୍ବତନ ସଚିବ ସେଲେଶ ଅଗ୍ରୱାଲ  ଏହି ଦାୟିତ୍ୱ ନୂତନ ସଚିବ ଅନୁପ ଅଗ୍ରୱାଲଙ୍କୁ ଦେଇଛନ୍ତି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବରେ ଡି ଜି ଇ ରୋଟାରିଆନ୍ ଆଲାମ ସିଂ ରୂପ୍ରା ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ l ବଲାଙ୍ଗୀର ରୋଟାରୀ ସେଣ୍ଟ୍ରାଲ  ପ୍ରତିଷ୍ଠାତା  ବିଷ୍ଣୁ ପ୍ରସାଦ କେଡିଆ, ଅନୁପ ଅଗ୍ରୱାଲ ପ୍ରମୁଖ ମଞ୍ଚାସୀନ ଥିଲେ। ସମାଜର ବିଭିନ୍ନ ବର୍ଗର ଲୋକ ଏବଂ ସାମ୍ବାଦିକମାନଙ୍କୁ ସ୍ୱାଗତ କରାଯାଇ ଥିଲା। ମଞ୍ଚ ପରିଚାଳନା ଏବଂ ସ୍ୱାଗତ ଭାଷଣ ରୋଟା  ଅନନ୍ତ  ଚୌଧୁରୀ ପ୍ରଦାନ କରିଥିଲେ । ମୁଖ୍ୟ ବକ୍ତା ବିଷ୍ଣୁ ପ୍ରସାଦ କେଡିଆ ତାଙ୍କ ଭାଷଣ ଏବଂ ପରିଚୟ  ସହିତ ସମସ୍ତଙ୍କୁ  ପରିଚିତ କରିଥିଲେ । ଏହି କାର୍ଯ୍ୟକ୍ରରେ କ୍ଲବର ପ୍ରତିଷ୍ଠାତା ସଦସ୍ୟ ତଥା ସମସ୍ତ ପୂର୍ବତନ ସଭପତିଙ୍କୁ ସମ୍ମାନିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026

You Might Also Like