-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଶ୍ରାବଣ ମାସର ପ୍ରଥମ ସମବାର ରେ କେଲିଆ ଶୈବ ପୀଠରେ ଶତାଧିକ ଭକ୍ତଙ୍କ ଭିଡ଼

14-Jul-2025



ନବରଙ୍ଗପୁର:(ମିହିର ଶଙ୍କର ପାତ୍ର)
-କେଲିଆ ଶିବମନ୍ଦିର ଠାରେ ଶ୍ରାବଣ ପ୍ରଥମ ସୋମବାର ରେ ଶିବଙ୍କୁ ଜଳ ଅଭିଷେକ କଲେ ଶତାଧିକ ଶିବ ଭକ୍ତ । ଏଭଳି ଆଜି ଡାବୁଗାଁ ବ୍ଲକର ବାଘବେଡା ଶିବମନ୍ଦିର,ଜୁନାପାଣି ଧବଳେଶ୍ବର ମନ୍ଦିର ,ଡାବୁଗାଁ ସଦର ମହକୁମା ସ୍ଥିତ ଶିବମନ୍ଦିର ସହ ବିଭିନ୍ନ ଶିବ ମନ୍ଦିର ଠାରେ ଜଳାଭିଷେକ କଲେ ଶିବଭକ୍ତ।ହିନ୍ଦୁ ଧର୍ମ ଶାସ୍ତ୍ର ଅନୁସାରେ ଶ୍ରାବଣ ମାସର ବିଶେଷ ମହତ୍ତ୍ୱ ରହିଛି ! ଶ୍ରାବଣ ମାସ ଭଗବାନ ଶିବଙ୍କର ଅତିପ୍ରିୟ ମାସ ! ଧାର୍ମିକ ମାନ୍ୟତାନୁସାରେ ଏହି ମାସରେ ଭଗବାନ ଶିବଙ୍କ ଅଭିଷେକ କରିବା ଖୁବ ଫଳଦାୟୀ ହୋଇଥାଏ ! ସେଥିପାଇଁ ଏହି ମାସରେ ଲୋକେ ରୁଦ୍ରାଭିଷେକ କରିଥାନ୍ତି ! ଏହି ମାସରେ ପୂଜାପାଠ ଦାନ ଧର୍ମ ଓ ପ୍ରାପ୍ତସାନ୍ନ ଆଦି କଲେ ଭଗବାନ ଶିବଙ୍କ କୃପା ପ୍ରାପ୍ତ ହୋଇଥାଏ ବୋଲି ବିଶ୍ୱାସ ରହିଛି ! ଗୋଟିଏ ମାସ ପୁରା ବୋଲବମ ନାରାରେ ସାରା ବିଶ୍ୱ କମ୍ପି ଉଠିଲା ! ଶିବ ମନ୍ଦିର ଗୁଡିକରେ ରେ ଭକ୍ତ ଙ୍କ ଗହଳି ପୁରା ମାସସରା ଚାଲିଛି ଏହା ରାକ୍ଷୀ ପୂର୍ଣ୍ଣିମା ପର୍ଯନ୍ତ  ଏଭଳି ଚାଲିବ । ଦୂରଦୂରାନ୍ତ କୁ ବୋଲବମ ଭକ୍ତ ମାନେ ଆସି ପାଣି ନେଇ ପଦ ଯାତ୍ରା କରି ଶିବ ମନ୍ଦିର ପରିସରକୁ ଆଶୀ ଜଳ ଅର୍ପଣ କରୁଛନ୍ତି ମହାଦେବଙ୍କୁ। ଯୁଆଡେ ଗଲେ ବୋଲବମ ବୋଲବମ ନାରା ରେ ସାରା ସହର କମ୍ପି ଉଠିବ !!


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like