-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଶ୍ରାବଣ ମାସ ରେ ବୋଲବମ ଭକ୍ତ ଙ୍କ ଭିଡ଼

14-Jul-2025



ନୂଆଁପଡ଼ା (ପରମେଶ୍ଵର ମେହେର): ଶ୍ରାବଣ ମାସର ପ୍ରଥମ ସୋମବାର ପାଇଁ ଚଳଚଞ୍ଚଳ ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକର ଏ୍ୟତିହାସିକ  ପାତାଳଗଙ୍ଗା ତୀର୍ଥସ୍ଥଳ l ପାତାଳଗଙ୍ଗା  ପୀଠ ରୁ ପାଣି ନେବା ପାଇଁ  ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼  ଓ  ବିଭିନ୍ନ ଜିଲ୍ଲା, ପଡୋଶୀ ରାଜ୍ୟ ଛତିଶଗଡ଼ ତଥା ଦୂରଦୂରାନ୍ତରୁ ଆସିଥିବା କାଉଡିଆ ମାନେ ପୂଜାର୍ଚନା କରିବା ପରେ ଐତିହାସିକ ତୀର୍ଥ ସ୍ଥଳ ପାତାଳଗଙ୍ଗାରୁ ପାଣିଉଠାଇ, ଶିବ ବାବା ଙ୍କ ନାମ ନେଇ ବିଭିନ୍ନ  ଶୈବ ପିଠ କୁ ଯାତ୍ରା କରିଥାନ୍ତି l ବୋଲ ବମ ଭକ୍ତ ଙ୍କ ଶିବ ଧ୍ଵନି ରେ ରାସ୍ତା ଘାଟ ପ୍ରକମ୍ପିତ ହେଉଅଛି l ସେ ପଟେ କାଉଡ଼ିଆ ଙ୍କୁ ସେବା ଯୋଗାଇ ଦେବା କୁ ପାତାଳଗଙ୍ଗା ଠାରେ ଉତ୍କଳ ପ୍ରାଦେଶିକ ମାରୱାଡି ସମ୍ମିଳନ ଖଡ଼ିଆଳ ଶାଖା ତରଫରୁ ଶ୍ରାବଣ ମାସର ପ୍ରତ୍ୟେକ ରବିବାର ଦିନ ନାମ ସଂର୍କିତନ କରିବା ସଙ୍ଗେ ସଙ୍ଗେ,ମା ଅର୍ନ୍ନପୂର୍ଣ୍ଣା ଭୋଗଭଣ୍ଡାର ଦ୍ୱାରା ମାଗଣା ଖାଦ୍ୟ ବାଣ୍ଟୁ ଥିବାର ଦେଖିବାକୁ ମିଳିଛି l ଚଳିତ ବର୍ଷ ଶ୍ରାବଣ ମାସର ପ୍ରଥମ ସୋମବାର ଦିନ ପାତାଳ ଗଙ୍ଗା ପୀଠ ରେ ହଜାର ହଜାର ଭକ୍ତଙ୍କ ସମାଗମ ଦେଖିବା କୁ ମିଳିଥିଲା l  ନୂଆପଡା ଜିଲ୍ଲା ରୁ ପରମେଶ୍ୱର ମେହେର ଙ୍କ ରିପୋର୍ଟ l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like