-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ସରପଞ୍ଚ ପରିବାର ର ସୁରକ୍ଷା ଦାବୀ କଲା ବ୍ଲକ ସରପଞ୍ଚ ସଂଘ-

14-Jul-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ବୀର ମହାରାଜପୁର୍ ବ୍ଲକ୍ ସରପଞ୍ଚ ସଂଘ ର ଏକ ଜରୁରୀ ବୈଠକ ସଭାନେତ୍ରୀ ଶ୍ରୀୟା କର୍ମୀ ଙ୍କ ପୌରହିତ୍ୟରେ  ମୃଷୁଣ୍ଡି ଗ୍ରାମ ପଞ୍ଚାୟତ ସଭା ଗୃହ ରେ ଅନୁଷ୍ଠିତ ହୋଇଯାଇଛି l ସର୍ବ ପ୍ରଥମେ ସଭାନେତ୍ରୀ ଶ୍ରୀୟା କର୍ମୀ ବ୍ଲକ୍ ରୁ ଆସିଥିବା ସମସ୍ତ ଗ୍ରାମ ପଞ୍ଚାୟତ ସରପଞ୍ଚ ଙ୍କୁ ସ୍ବାଗତ କରିଥିଲେ। ଦୁଙ୍ଗୁରି ପାଲି ବ୍ଲକ୍ ର ଗଜବନ୍ଧ ଗ୍ରାମ ପଞ୍ଚାୟତ ସରପଞ୍ଚ ବାସନ୍ତୀ ଖେତୀ ଙ୍କ ସ୍ବାମୀ ତଥା ପୂର୍ବତନ ସରପଂଚ ବଲ୍ଲଭ କ୍ଷେତୀ ଙ୍କୁ ବିଭତ୍ସ ଭାବରେ ହତ୍ୟା କରିଥିବା ଆସାମୀ ଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଜିଲ୍ଲା ଓ ପୋଲିସ ପ୍ରଶାସନ ଗ୍ରହଣ କରିବା ପାଇଁ ପ୍ରସ୍ତାବ ଆଗତ କରିଥିଲେ l ସ୍ବର୍ଗତ ବଲ୍ଲଭ କ୍ଷେତୀ ଙ୍କ ଅମର ଆତ୍ମା ର  ସଦଗତି ନିମନ୍ତେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା l ଗତବର୍ଷ ଜୁଲାଇ ୨୪ ତାରିଖରେ  ସ୍ପଷ୍ଟ ଦିବାଲୋକରେ ଡୁଙ୍ଗୁରିପାଲି ବ୍ଲକ୍ ପରିସରରେ  ଇଚ୍ଛାପୁର ଗ୍ରାମ ପଞ୍ଚାୟତ ସରପଞ୍ଚ ପ୍ରଶାନ୍ତ ସାହୁ ଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଓ ଗତ ୧୦ ତାରିଖ ଗୁରୁବାର ରାତିରେ ଶ୍ରୀ ବଲ୍ଲଭ ଖେତି ଙ୍କୁ ଅତର୍କିତ ଭାବରେ ଆକ୍ରମଣ ଓ ହତ୍ୟା କୁ ନେଇ ଜିଲ୍ଲାରେ  ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇ ଥିବା ଅନୁଭବ କରି ହତ୍ୟାକାରୀ ଙ୍କ ଗିରଫଦାରୀ ଓ ତୃଣମୂଳ ସ୍ତର ଗଣତାନ୍ତ୍ରିକ ପ୍ରକ୍ରିୟା ରେ ନିର୍ବାଚିତ ପ୍ରତିନିଧି ସରପଞ୍ଚ ଓ ପରିବାର ବର୍ଗଙ୍କ ସୁରକ୍ଷା ଦାବୀ ନେଇ ଜିଲ୍ଲାପାଳ  ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କୁ ସାକ୍ଷାତ କରି ଦାବୀପତ୍ର ଦେବାକୁ ନିଷ୍ପତ୍ତି ଗ୍ରହଣ କରାଗଲା। ବ୍ଲକ୍ ପ୍ରଶାସନ କାର୍ଯ୍ଯ କରୁଥିବା ସମସ୍ତ ସ୍କିମ  ଓ ନିର୍ଦ୍ଧାରିତ ସମୟ ସୀମା ଭିତରେ ପ୍ରତ୍ୟେକ ଉନ୍ନୟନ ମୂଳକ କାର୍ଯ୍ୟ କରିବା , ଏହାର ସଫଳ ରୁପାୟନ ପାଈଁ  ସ୍ଵଚ୍ଛତା ରକ୍ଷା ଓ ଲୋକ ଙ୍କୁ ନ୍ୟାୟ ଦେବାକୁ  ବ୍ଳକ୍ ର ଅଧିକାରୀ ଓ ନିର୍ବାଚିତ ନେତୃମଣ୍ଡଳୀ ଙ୍କ ସହ ଆଲୋଚନା କରିବାକୁ  ମତ ପ୍ରକାଶ ପାଇଲା।  ଆଲୋଚନାରେ ଉପଦେଷ୍ଟା ସରପଞ୍ଚ ମନୋଜ କୁମାର ସାହୁ, ପ୍ରମୋଦ କୁମାର ମହାପାତ୍ର ସରପଞ୍ଚ ଜୟଶ୍ରୀ ଦେହୁରୀ , ସଂପାଦକ ସୂର୍ଯ୍ୟ କୁମାର ନନ୍ଦ , ସରପଞ୍ଚ ସସ୍ମିତା ଦୀପ, ଆକସ୍ମିତ। ବଢ଼ିଆ, ନିରୁପମା ସେଠି, ଅଳକା କର୍ମୀ, ନିରୁପମା ବଗର୍ତ୍ତୀ, ବନିତା ସେଠୀ ସମେତ ସମସ୍ତ ସରପଞ୍ଚ ଆଲୋଚନାରେ ଅଂଶ ଗ୍ରହଣ କରି ସଂଘ ଏକତା ଉପରେ ଗୁରୁତ୍ୱାରୋପ କରିଥିଲେ।  ବିନୋବାନନ୍ଦ ପଧାନ ନିମନ୍ତ୍ରିତ ଅତିଥି ଭାବରେ ଯୋଗଦେଇଥିଲେ ।ଶେଷରେ ଉପଦେଷ୍ଟା ସରପଞ୍ଚ ମହେନ୍ଦ୍ର ଜଗଦଲା ଧନ୍ୟବାଦ ପ୍ରସ୍ତାବ ଆଗତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like