-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||     

HOME   ଜିଲ୍ଲା

ଶ୍ରାବଣ ପ୍ରଥମ ସୋମବାରରେ ଶୈବ ପୀଠ ରେ ଭକ୍ତଙ୍କ ଭିଡ

14-Jul-2025



ତରଭା(କପିଳାସ ସେଠ୍): ସ୍ଥାନୀୟ ଓ ବ୍ଲକର ବିଭିନ୍ନ ଶିବାଳୟରେ ଶ୍ରବଣର ପ୍ରଥମ ସୋମବାରରେ ଶତଧିକ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥିଲା I ଅଞ୍ଚଳରେ ଖ୍ୟାତି ଅର୍ଜୁନ କରିଥିବା ତରଭା ସହର ଶ୍ରୀ ନୀଳକଣ୍ଠେଶ୍ଵର ବାବାଙ୍କ ଶୈବ ପୀଠରେ ପ୍ରଥମ ସୋମବାର ରାତି ୩ଟା ରୁ ଶୈବ ଭକ୍ତଙ୍କ ଲମ୍ବା ଲାଇନ ହର ହର ମହାଦେବ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା I ଦୀର୍ଘ ସମୟ ପର୍ଯ୍ୟନ୍ତ ବିଶେଷ କରି ମହିଳା ଭକ୍ତଙ୍କ ଲମ୍ବା ଲାଇନ ରହିଥିଲା I ସେହିପରି ସହର ବଡ଼ବନ୍ଦ ସ୍ଥିତ ବାବା ଧବଳେଶ୍ୱର, ମାଳିପଡା ସ୍ଥିତ ବାବା ବାଲୁଙ୍କେଶ୍ୱର ପୀଠରେ ମଧ୍ୟ୍ୟ ଭକ୍ତଙ୍କ ଭିଡ ରହିଥିଲା I ତରଭା ବ୍ଲକର ବିଭିନ୍ନ ପଞ୍ଚାୟତ ମାନଙ୍କରେ ବିଭିନ୍ନ ଗ୍ରାମରେ ଥିବା ଶୈବ ପୀଠରେ ଭିଡ଼ ରହି ଥିଲା I ତେନ୍ତୁଳୀଖୁଣ୍ଟି, ବାରିକ ପାଳି, ମାଝୀ ପାଳି, ବ୍ରହ୍ମଣୀ, ପୁଆ, ମେଣ୍ଡା, ଦେଉଳପଦର, ଝିଲ୍ଲୀ ମୁଣ୍ଡା, ଚାରଭଟ୍ଟା, ସମେତ ସମସ୍ତ ଶୈବ ପୀଠ ମାନଙ୍କରେ କଉଡ଼ିଆ ଓ ଶିବ ଭକ୍ତଙ୍କ ଭିଡ ଲାଗି ରହିଥିଲା l ସମସ୍ତ ମନ୍ଦିର ମାନଙ୍କରେ ଭକ୍ତ ମାନଙ୍କ ଦ୍ୱାରା ଜଳାଭିଷେକ କରାଯାଇ ଥିଲା  I
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026

You Might Also Like