-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||     

HOME   ଜିଲ୍ଲା

ଫରସରା ପଞ୍ଚାୟତରେ ଗାଁ ରେ ପ୍ରଶାସନ  କାର୍ଯ୍ୟକ୍ରମ

14-Jul-2025



ବୋଡ଼େନ ( ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର  ଫରସରା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜି ପି ଡି ଓ ଭୀଷ୍ମ କୁମାରଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ସରିତା ନିଆଲ , ଏ ପି ଓ ରବିନାରାୟଣ ରାଉତ ,ସହକାରୀ ଉଦ୍ୟାନ କୃଷି ଅଧିକାରୀ ରବୀନ୍ଦ୍ର ନାଗ, ଯୋଗାଣ ନିରୀକ୍ଷକ ଆଲୋକ ପାତ୍ର, ବି ଏସ ଏସ ଓ ହିତେଶ ଆଡବାହି, କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର ସାହୁ,ଏ ଓ ଜୟଦେବ ଶ୍ୟାମସୁନ୍ଦର ଦାସ,ମହିଳା ପରିଦର୍ଶିକା ଅନୁସୁୟା ତାଣ୍ଡି, ବି ପି ସି ଜ୍ୟୋତି ରଞ୍ଜନ ପଣ୍ଡା,ବି ଆର୍ ସି ହେରାମ୍ୱ ବିଶ୍ଵାଳ,ସି ଆର୍ ସି ସି ଧର୍ମେନ୍ଦ୍ର ନାୟକଙ୍କ ସହ ବ୍ଲକର ଅନ୍ୟାନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ । ପଞ୍ଚାୟତର ବୁଢ଼ୀପଦର, ଫରସରା, ରାଜପୁର, ବୋଦଲା ପଡ଼ା, ସର୍ଗିଗୁଡା ପ୍ରଭୃତି ଗାଁରୁ ସାମୁହିକ ଅଭିଯୋଗ ୬ ଟି ଓ ବ୍ୟକ୍ତିଗତ ଅଭିଯୋଗ ୩ ଟି,ଏହିଭଳି ସମୁଦାୟ ୯ ଟି ଅଭିଯୋଗର ଶୁଣାଣି ହୋଇଥିଲା। ଶିବିରରେ ନାଏବ ସରପଞ୍ଚ,ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ କ୍ଷୀରୋଦ ଚନ୍ଦ୍ର ନାଏକ , ଜି ଆର୍ ଏସ ପୁଣ୍ଡରି କାକ୍ଷ ତାଣ୍ଡି, ଯୋଗାଣ ସହାୟକ ରଞ୍ଜିତ ବାଗ, ଚଲେ ଚଲୋ ଅନୁଷ୍ଠାନର ପି ଏଫ୍ ଡବ୍ଲୁ ସରସ୍ଵତୀ ପଣ୍ଡା,କୈଳାଶ ନାଏକ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026

You Might Also Like