-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ରାଜନୀତି

ମୋଦି ସରକାରର ଦ୍ୱିତୀୟ ଇନିଂସରେ ବିଜେପି ସମେତ ମୋଟ୍ ୨୪ ରାଜନୀତିକ ଦଳ

10-Oct-2020



Delhi- ମୋଦି ସରକାରର ଦ୍ୱିତୀୟ ଇନିଂସରେ ବିଜେପି ସମେତ ମୋଟ୍ ୨୪ ରାଜନୀତିକ ଦଳ ରହିଛନ୍ତି। ସରକାରରେ କ୍ୟାବିନେଟ ମନ୍ତ୍ରୀ ଭାବରେ ତିନି ନେତାଙ୍କୁ ମିଳିଥିଲା। ୨୦୧୯ରେ ଶିବସେନାର ଅନନ୍ତ ଗୀତାଙ୍କୁ ଭାରୀ ଶିଳ୍ପ ମନ୍ତ୍ରୀ ଭାବରେ ନାମିତ କରାଯାଇଥିଲା, ଅକାଳୀ ଦଳର ହର୍ଷମିତ କୌର ବାଦଲ ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ ଏବଂ ରାମବିଳାଶ ପାଶୱାନଙ୍କୁ ଖାଦ୍ୟ ଏବଂ ଯୋଗାଣ ବିଭାଗର ପୋର୍ଟଫୋଲିଓ ମିଳିଥିଲା!!*ମୋଦି ସରକାରର ପ୍ରଥମ ପାଳି (୨୦୧୪-୧୯), ପାଶୱାନ୍, ଗୀତା ଏବଂ ବାଦଲଙ୍କ ସହ ମନ୍ତ୍ରୀ ପରିଷଦରେ ବିଜେପିର ପାଞ୍ଚଜଣ ସହଯୋଗୀ ଅଂଶୀଦାର ହୋଇଥିଲେ। ସେହି ନିର୍ବାଚନରେ ଏନଡିଏର ୩୩୬ଟି ଆସନ ବିଜୟୀ ହୋଇଥିଲା। ସେଥିମଧ୍ୟରୁ ବିଜେପି ଏକାକୀ ୨୮୨ ଟି ଆସନ ଜିତିଥିଲା। ପ୍ରଥମ ଥର ପାଇଁ ୧୯୮୪ ପରେ ଲୋକସଭାରେ ୨୦୧୪ଠାରୁ ଗୋଟିଏ ଦଳ ସରକାର ଗଢ଼ିବା ପାଇଁ ଆବଶ୍ୟକ ସଂଖ୍ୟାଠାରୁ ଅଧିକ ଆସନରେ ବିଜୟୀ ହୋଇଆସୁଛି। ସେଣ୍ଟର ଫର୍ ପଲିସି ରିସର୍ଚ୍ଚର କର୍ମୀ ରାହୁଲ ବର୍ମା କହିଛନ୍ତି ଯେ ଏବେର କ୍ୟାବିନେଟ ଏନଡିଏର ପରିବର୍ତ୍ତିତ ପ୍ରକୃତିକୁ ପ୍ରତିଫଳିତ କରୁଛି। ବିଜେପି ବିଶ୍ୱାସ କରେ ଯେ ଛୋଟ ସହଯୋଗୀମାନେ ମୋଦିଙ୍କ ଲୋକପ୍ରିୟତାର ଲାଭ ପାଇଛନ୍ତି କିନ୍ତୁ ନିଜ ନିଜ ଭୋଟ ସଂଗ୍ରହ କରିବାରେ ସକ୍ଷମ ହୋଇ ନାହାନ୍ତି। ତେଣୁ ମନ୍ତ୍ରୀ ନିଯୁକ୍ତି, ନିଷ୍ପତ୍ତି ନେବାରେ ବିଜେପି ନିଜ ବିଚାରଧାରାକୁ ଲଦି ଦେଉଛି ବୋଲି ସେ କହିଛନ୍ତି!! ଗତ ବର୍ଷ ଶିବସେନା ମହାରାଷ୍ଟ୍ର ସରକାର ଗଠନ ପାଇଁ କଂଗ୍ରେସ ଏବଂ ଏନସିପି ସହ ଯିବାକୁ ସ୍ଥିର କରିବା ପରେ କ୍ୟାବିନେଟରୁ ଇସ୍ତଫା ଦେଇଥିଲେ ଶିବସେନା ସାଂସଦ ଅନନ୍ତ ଗୀତା। ସେହିପରି ଗତ ମାସରେ କୃଷି ବିଲକୁ ବିରୋଧ କରି ଅକାଳୀ ଦଳର ସାଂସଦ ହର୍ଷମିତ କୌର ବାଦଲ ଏନଡିଏରୁ ଇସ୍ତଫା ଦେଇଥିଲେ। ସେହିପରି ଦୀର୍ଘ ଦିନ ଧରି ଅସୁସ୍ଥତା ପରେ ଗୁରୁବାର ଆଖି ବୁଜିଛନ୍ତି ଲୋକ ଜନଶକ୍ତି ପାର୍ଟିର ଅନ୍ୟତମ ପ୍ରତିଷ୍ଠାତା ରାମ ବିଳାଶ ପାଶୱାନ!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026

You Might Also Like