-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ନୟ ଏବଂ ପର୍ଯ୍ୟାଲୋଚନା କମିଟି (ଦିଶା) ଦ୍ଵିତୀୟ ତ୍ରୈମାସିକ ବୈଠକ ଅନୁଷ୍ଠିତ

14-Jul-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ନୟ ଏବଂ ପର୍ଯ୍ୟାଲୋଚନା କମିଟି (ଦିଶା)ର ଦ୍ଵିତୀୟ ତ୍ରୈମାସିକ ବୈଠକ କମିଟିର ଅଧ୍ୟକ୍ଷା ତଥା ବଲାଙ୍ଗିର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, କଣ୍ଟାବାଞ୍ଜି ବିଧାୟକ, ଲକ୍ଷ୍ମଣ ବାଗ, ଜିଲ୍ଲା ପରିଷଦ, ଅଧ୍ୟକ୍ଷା, ଦେବକୀ ସାହୁ,  ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଏବଂ

ଉପ ମୁଖ୍ୟମନ୍ତ୍ରୀ ତଥା ବିଧାୟକ, ପାଟଣାଗଡଙ୍କ ପ୍ରତିନିଧି, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ  ବିଭାଗ ମନ୍ତ୍ରୀ ତଥା ବିଧାୟକ, ଲୋଇଶିଙ୍ଗାଙ୍କ ପ୍ରତିନିଧି,  ବିଧାୟକ ଟିଟିଲାଗଡଙ୍କ ପ୍ରତିନିଧି, ବିଧାୟକ, ବଲାଙ୍ଗିରଙ୍କ ପ୍ରତିନିଧି, ଟିଟିଲାଗଡ଼ ଉପଜିଲ୍ଲାପାଳ ରେହାନ ଖେତ୍ରି, ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ପାଟଣାଗଡ ଉପଜିଲ୍ଲାପାଳ ସୁନିଲ କୁମାର ମେହେର ପ୍ରମୁଖ ଉପସ୍ଥିତ ଥିଲେ | ସେମାନଙ୍କ ସହ ବିଭିନ୍ନ ପଞ୍ଚାୟତ ସମିତି ର ଅଧ୍ୟକ୍ଷ ଅଧ୍ୟକ୍ଷା,ଦିଶା କମିଟି ର ମନୋନୀତ ସଦସ୍ୟ ସଦସ୍ୟାଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ବୈଠକରେ ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାତ କୁମାର ମହାପାତ୍ର ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ ଏବଂ ଆଲୋଚ୍ୟ ବିଷୟ ଉପସ୍ଥାପନା କରିଥିଲେ । ଖଣି, ଏନଆରଜିଏସ, ବୃହତ ଉଠା ଜଳସେଚନ, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ, ଜାତୀୟ

ରାଜପଥ,ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା, ପଶୁ ପାଳନ, ଶିକ୍ଷା, ଦୂର ସଂଚାର, ନିର୍ମାଣଧିନ ରାସ୍ତା ଓ ବ୍ରିଜ୍ ଗୁଡିକର ସ୍ଥିତି ସମ୍ପର୍କରେ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ ଓ ସହରାଞ୍ଚଳ ,ଜାତୀୟ ସ୍ୱାସ୍ଥ୍ୟ ମିଶନ  ତଥା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଓ ଅଗ୍ରଗତି ସମ୍ପର୍କରେ ସବିଶେଷ ସମୀକ୍ଷା କରାଯାଇଥିଲା । ସ୍ଵାସ୍ଥ୍ୟ ସେବା ଓ ଶିକ୍ଷା କ୍ଷେତ୍ରରେ ବଲାଙ୍ଗିର ଜିଲ୍ଲାର ସର୍ବାଙ୍ଗୀନ ବିକାଶ, ସମୃଦ୍ଧି ସକାଶେ ଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ପାଦନ କରିବା ସହ ଯୋଜନା ଗୁଡିକ ଯେପରି ତୃଣମୁଳ ସ୍ତରରେ ପହଞ୍ଚିପାରିବ, ସେଥିପ୍ରତି ଯତ୍ନବାନ ହେବାକୁ ଅଧ୍ୟକ୍ଷା ଶ୍ରୀମତୀ ସିଂହଦେଓ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ବୈଠକ ଶେଷରେ ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର  ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like