-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

ଜୁଲାଇରୁ ସେପ୍ଟେମ୍ବର ମାସ ବ୍ୟାପୀ ଚାଲିଥିବା ସ୍ଵତନ୍ତ୍ର “ମଧ୍ୟସ୍ଥତା-“ରାଷ୍ଟ୍ର ପାଇଁ” ଅଭିଯାନ

14-Jul-2025



ବଲାଙ୍ଗିର(ଦେବାଶିଷ ବହିଦାର): ସଦସ୍ୟ -ସଚିବ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକ ଏବଂ ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜଙ୍କ ନିର୍ଦ୍ଦେଶ କ୍ରମେ ମାମଲାର ସମାଧାନ ନିମନ୍ତେ ଜୁଲାଇରୁ ସେପ୍ଟେମ୍ବର ମାସ ପର୍ଯ୍ୟନ୍ତ ସ୍ଵତନ୍ତ୍ର ମଧ୍ୟସ୍ଥତା ମାଧ୍ୟମରେ ପାରିବାରିକ, ରଫା ଯୋଗ୍ୟ, ଦୁର୍ଘଟଣାଜନିତ, ଘରୋଇ ହିଂସା, ଜମିଜମା ବଣ୍ଟନ, ଜମି ଅଧିକରଣ, ଚାକିରୀ ସଂକ୍ରାନ୍ତୀୟ, ଗ୍ରାହକ ସେବାଜନିତ  ବ୍ୟାଙ୍କ ସମ୍ବନ୍ଧୀୟ ମାମଲା ଯେ ପରି ଚେକ ବାଉନ୍ସ, ଋଣ ଆଦାୟ ଇତ୍ୟାଦି ମାମଲା ଗୁଡିକର ଏକ ବିକଳ୍ପ ସମାଧାନ ପ୍ରକ୍ରିୟା ନିମନ୍ତେ ଏହି ଶିବିର ଆୟୋଜନ କରାଯାଉଅଛି । ଏହା ଦ୍ଵାରା ଅଦାଲତରେ ବିଚାରଧୀନ ଥିବା ମୁକଦ୍ଦମା ଗୁଡିକର ବିଚାର ଅପେକ୍ଷା ଏକ ନିରେପକ୍ଷ ତୃତୀୟ ବ୍ୟକ୍ତିଙ୍କ ସହାୟତାରେ ବିବାଦର ଗ୍ରହଣଯୋଗ୍ୟ ଏବଂ ସୃଜନାତ୍ମକ ଢଙ୍ଗରେ ସମାଧାନ କରିବା, ବିବାଦର ପରିସମାପ୍ତି ନିମନ୍ତେ ସମାଧାନମୂଳକ ଆଲୋଚନା, କଥାବାର୍ତ୍ତା ଦ୍ୱାରା ବିବାଦଲିପ୍ତ ପକ୍ଷ ମାନଙ୍କର ମଧ୍ୟରେ ଥିବା ମତପାର୍ଥକ୍ୟ କୁ ଦୂର କରି ସମାଧାନ ନିମନ୍ତେ ରାସ୍ତା ବାହାର କରିବା ।  ନିଷ୍ପତ୍ତି ନେବାର କ୍ଷମତା ପକ୍ଷମାନଙ୍କ ଉପରେ ଛାଡିଦେବା ଯାହା ଦ୍ୱାରା ପକ୍ଷ ମାନେ ସ୍ୱୟଂ ବିବାଦର ଫଳାଫଳ ନିର୍ଣ୍ଣୟ କରିଥାନ୍ତି ଏବଂ ପକ୍ଷଙ୍କର ଆବଶ୍ୟକତା ଅନୁଯାଇ କାର୍ଯ୍ୟଧାରା ନିର୍ଣ୍ଣୟ ହୋଇଥାଏ । ଉଭୟ ପକ୍ଷଙ୍କ ସହମତିରେ ବା ସମ୍ପୃକ୍ତ ଅଦାଲତଙ୍କର ବିବେଚନାରେ ମଧ୍ୟସ୍ଥତା ଦ୍ୱାରା ବିକଳ୍ପ ସମାଧାନ ପନ୍ଥା ନିର୍ଣ୍ଣୟ କରାଯାଇଥାଏ  । ଏହା ସମ୍ପୂର୍ଣ୍ଣ ସ୍ୱତଃପ୍ରବୃତ୍ତ, ଗୋପନୀୟ, ସ୍ୱଚ୍ଛ, ଅନୌପଚାରିକ ଏବଂ ନମନୀୟ ଅଟେ, କୌଣସି କାରଣ ଯୋଗୁଁ ବିବାଦର ସମାଧାନ ନ ହେଲେ ମାମଲାଟି ମୂଳ ଅଦାଲତକୁ ବିଚାର ନିମନ୍ତେ ଫେରସ୍ତ ହୋଇଥାଏ । ପକ୍ଷ ମାନଙ୍କୁ ଅଦାଲତରେ ମିଳୁଥିବା ନିଷ୍ପତି ଠାରୁ ସନ୍ତୋଷଜନକ ଫଳ ଏହି ମଧ୍ୟସ୍ଥତା ସମାଧାନ ପଦ୍ଧତିରେ ଶୀଘ୍ର ମିଳିଥାଏ । ଏହି ପ୍ରକ୍ରିୟାରେ ପକ୍ଷ ମାନଙ୍କର କ୍ଷମତାପ୍ରାପ୍ତ ପ୍ରତିନିଧି ଅଥବା ଆଇନ ପରାମର୍ଶଦାତା ନିଷ୍ପତ୍ତି ନେବାରେ ସକ୍ରିୟ ଭୂମିକା ଗ୍ରହଣ କରିଥାନ୍ତି । ପକ୍ଷ ମାନଙ୍କର ମଧ୍ୟରେ ଥିବା ଶତୃତା କମିବା ସହ ବ୍ୟକ୍ତିଗତ ସୁସମ୍ପର୍କ ପୁନଃ ଗଢିବାରେ ସାହାଯ୍ୟ ହୁଏ, ଯାହା ଦ୍ୱାରା ମାନସିକ ଉତ୍ତେଜନାକୁ ହ୍ରାସ କରିବା ସହ ଶାନ୍ତି ମଧ୍ୟ ମିଳିଥାଏ । ଏହି ମଧ୍ୟସ୍ଥତା ପ୍ରକ୍ରିୟା ସମ୍ପୂର୍ଣ୍ଣ ଦେୟମୁକ୍ତ ଅଟେ । ମଧ୍ୟସ୍ଥତା ଦ୍ୱାରା ମାମଲାର ସମାଧାନ ହେବା ଯୋଗ ପକ୍ଷ ମାନଙ୍କର ବହୁମୂଲ୍ୟ ସମୟ, ଶ୍ରମ ଓ ଅର୍ଥ ସଂଚୟ ହୋଇପାରିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like