-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||     

HOME   ଜିଲ୍ଲା

ଗଣମାଧ୍ୟମ ପ୍ରତିନିଧିଙ୍କୁ ଉତ୍ତରୀୟ ଦେଇ ସମ୍ମାନିତ କଲେ ରାଣୀପୁର ଝରିଆଲ ମନ୍ଦିର ମୁଖ୍ୟ ପୂଜକ

15-Jul-2025



ସିନ୍ଧେକେଲା(ଅନୀଲ  କୁମାର ତ୍ରିପାଠୀ): ଗଣମାଧ୍ୟମ ପ୍ରତିନିଧିଙ୍କୁ ଉତ୍ତରୀୟ ଦେଇ ସମ୍ମାନିତ କଲେ ରାଣୀପୁର ଝରିଆଲ ମନ୍ଦିର ମୁଖ୍ୟ ପୂଜକ।
ଓଡ଼ିଶା ରାଜ୍ୟର ଅନନ୍ୟ ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲ ମନ୍ଦିର ମୁଖ୍ୟ ପୂଜକଙ୍କ ତରଫରୁ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧିଙ୍କୁ ଉତ୍ତରୀୟ ଦେଇ ସମ୍ମାନିତ କରାଯାଇଅଛି। ଷଷ୍ଠ ରୁ ନବମ ଶତାବ୍ଦୀ ମଧ୍ୟରେ ନିର୍ମିତ ଏହି ମନ୍ଦିର ମାଳିନୀ ରାଣୀପୁର ଝରିଆଲ ଅଦ୍ୟାବଧି ପର୍ଯ୍ୟନ୍ତ ବିକାଶ ଓ ଉନ୍ନତି ଖୋଜୁଛି। ଦେଶ ସ୍ବାଧୀନ ହୋଇ ଦଶନ୍ଧି ଦଶନ୍ଧି ବିତି ଯାଇଥିଲେ ହେଁ ପଶ୍ଚିମ ଓଡ଼ିଶାରେ ରହିଥିବାରୁ ଏବଂ ହୁଏତ ଏହି ପିଠ ରାଜ୍ୟ ରାଜଧାନୀ ରୁ ପ୍ରାୟ ୪୫୦ କିଲୋମିଟର ଦୁରରେ ଥିବାରୁ ସରକାର ତଥା ପ୍ରଶାସନିକ କଲର ଦୃଷ୍ଟି ଆଢ଼ୁଆଳରେ ରହିଯାଇଥିଲା। ହେଲେ ବିଭିନ୍ନ ଗଣମାଧ୍ୟମ ସତେ ଯେମିତି ଯୋଗିନୀ ପୀଠ କୁ ତା ଅଧିକାର ଫେରାଇ ଆଣିବାକୁ ଅଣ୍ଟା ଭିଡି ବାରମ୍ବାର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତେଣୁ ବର୍ତ୍ତମାନ ର ଡବଲ ଇଞ୍ଜିନ ସରକାର ଆସିବାପରେ ବଲାଙ୍ଗୀର ସାଂସଦ ସଂଗିତା ସିଂହଦେଓ ଏବଂ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଙ୍କ ସତ ପ୍ରଚେଷ୍ଟାରେ ଏହି ପିଠ ପ୍ରସାଦ ଯୋଜନା ରେ ସାମିଲ କରାଯାଇଛି। ଏବଂ ଉନ୍ନତି ଓ ବିକାଶ ସକାଶେ ଡିପିଆର ମଧ୍ୟ ପ୍ରସ୍ତୁତ ହୋଇସାରିଛି। ତେଣୁ ଆଜି ଶ୍ରାବଣର ପ୍ରଥମ ସୋମବାର ଉପଲକ୍ଷେ ଖବର ସଂଗ୍ରହ ପାଇଁ ଆସିଥିବା ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ମନ୍ଦିର ଟ୍ରଷ୍ଟ କମିଟିର ଉପସ୍ଥିତିରେ ମୁଖ୍ୟ ପୂଜକ ଜଗମୋହନ ତ୍ରିପାଠୀ ଉତ୍ତରୀୟ ଦେଇ ସମ୍ମାନିତ କରିଥିଲେ। ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଗଣମାଧ୍ୟମ ପ୍ରତିନିଧି ସୁରଦାସ ବାଗ, ଅଶୋକ ନାରାୟଣ ଭୋଇ, ଦିପକ ଦାସ ଯାଦବ, ହୁଲେଶ୍ବର ହଂସ, "ସମ୍ବାଦ" ପ୍ରତିନିଧି ଅନିଲ କୁମାର ତ୍ରିପାଠୀ , ନିତ୍ୟାନନ୍ଦ ପୃଷେଠ ପ୍ରମୁଖ ସମ୍ମାନିତ ହୋଇଥିଲେ। ଏହି ସମୟରେ ଧାଡି ରେ ଥିବା ବହୁ ଭକ୍ତ ଓ ଶ୍ରଦ୍ଧାଳୁ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଶୁଭେଚ୍ଛା ଦେଉଥିବା ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026

You Might Also Like