-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||     

HOME   ଜିଲ୍ଲା

  ଚନ୍ଦନଭାଟି ପେକ୍ସ ରେ ପ୍ରଥମ ଥର ଲାଗି ଉପଯୁକ୍ତ ମାନ ବହନ କରୁଥିବା ତୈଳ ଜାତୀୟ ବୀଜ  କ୍ରୟର ଶୁଭାରମ୍ଭ

15-Jul-2025



ବଲାଙ୍ଗିର(ପ୍ରେରଣା ଖବର)ଓଡିଶା ରାଜ୍ୟ ସମବାୟ ବାଣିଜ୍ୟ ମହାସଂଘ ଲିଃ. ଓ ଆଂଚଳିକ କ୍ଷେତ୍ର ପରିଚାଳକ ମାର୍କଫେଡ଼, ବଲାଙ୍ଗୀରଙ୍କ ଦ୍ୱାରା ବଲାଙ୍ଗୀର ଜିଲ୍ଲାର  ଚନ୍ଦନଭାଟି ପେସ୍କରେ ପ୍ରଥମ ଥର ଲାଗି ଉପଯୁକ୍ତ ମାନ ବହନ କରୁଥିବା ତୈଳ ଜାତୀୟ ବୀଜ  କ୍ରୟର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ, ବଲାଙ୍ଗୀର ପବିତ୍ର କୁମାର ବେହେରା ଯୋଗଦେଇଥିଲେ । ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ବାବୁଲି ଚରଣ ସେଠି, 

ଡିଆରସିଏସ ପ୍ରମୋଦ କୁମାର ବରିହା, ଏଡିଓ ବଡ ପଣ୍ଡା, ଏଆରସିଏସ ଜାଭିୟର ସରେନ, ଏରିଆ ମେନେଜେର ମାର୍କଫେଡ଼ ରାଜେଶ କୁମାର ପଣ୍ଡା, ଚନ୍ଦନଭାଟି ସମିତି ସଭ୍ୟା ସଂଗୀତା ପାଣିଗ୍ରାହୀ, ସରପଂଚ ପଙ୍କଜିନୀ ସାହୁ ପ୍ରମୁଖ ମଂଚାସୀନ ଥିଲେ ।  ବଲାଙ୍ଗୀର ଜିଲ୍ଲାର ୨୯ଟି ପେସ୍କ ମାଧ୍ୟମରେ  ଜିଲ୍ଲାରେ ୩୧୮୦ କୁଇଣ୍ଟାଲ ମୁଗ, ୪୧ କୁଇଣ୍ଟାଲ ବିରି, ୨୩୪ କୁଇଣ୍ଟାଲ ଚିନାବାଦାମ କ୍ରୟ ପାଇଁ ପଞ୍ଜିକରଣ

କରାଯାଇଅଛି ।  ଆଜିର ଏହି କାର୍ଯ୍ୟକ୍ରମରେ ଚନ୍ଦନଭାଟି ପେସ୍କ ଦ୍ୱାରା ୧୯୯ କୁଇଣ୍ଟାଲ ମୁଗ କ୍ରୟ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଯୋଜନା ଅଧିକାରୀ ସୁଧାକର ନନ୍ଦ, ବ୍ଲକ କୃଷି ଅଧିକାରୀ ବିଶ୍ୱଜିତ ପାଟଯୋଶୀ, ସହାୟକ କୃଷି ଅଧିକାରୀ ସୁଜାତା ଛତ୍ରିଆ ତଥା ଚନ୍ଦନଭାଟିର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ, ଗ୍ରାମବାସୀ,  ଚନ୍ଦନଭାଟି ପେସ୍କର କର୍ମଚାରୀ  ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026

You Might Also Like