-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

*ନବରଙ୍ଗପୁର ଜିଲ୍ଲାରେ ପ୍ରଥମ ଥର ପାଇଁ ଜଣେ ମହିଳା ଟ୍ରାନ୍ସଜେଣ୍ଡେରଙ୍କୁ ଓଡିଶା ସରକାରଙ୍କ ଦ୍ୱାରା ଜମିପଟା ପ୍ରଦାନ*

15-Jul-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲ୍ଲାରେ ପ୍ରଥମ ଥର ପାଇଁ ଜଣେ ମହିଳା ଟ୍ରାନ୍ସଜେଣ୍ଡେର ଚଚରାଗୁଡା ଗ୍ରାମର ମଙ୍ଗଳଦେଇ ନାୟକଙ୍କୁ ଡାବୁଗାଁ ତହସିଲରେ ଓଡିଶା ସରକାର ଙ୍କ ଦ୍ୱାରା ଚାଚରାଗୁଡା  ମୌଜାର ଖାତା ନମ୍ବର ୧୬୧/୯୮, ପ୍ଲଟ ନମ୍ବର୨୫୭/୮୪୫ରେ  ଘର ଓ ବାରି ୪ସେଣ୍ଟ ର ଜମି ପଟା ପ୍ରଦାନ କରାଯାଇଛି। ସୂଚନା ପ୍ରକାରରେ ନବରଙ୍ଗପୁର ଜିଲ୍ଲାରେ ଏହା ପୂର୍ବରୁ କୌଣସି ଟ୍ରାନ୍ସଜେଣ୍ଡେରକୁ ଓଡିଶା ସରକାର ଙ୍କ ଦ୍ୱାର ଜମି ପଟା ପ୍ରଦାନ କରା ଯାଇ ନାହିଁ।ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ତହସିଲରେ ପ୍ରଥମ ଥର ଟ୍ରାନ୍ସଜେଣ୍ଡେରକୁ ଜମି ପଟା ପ୍ରଦାନ କରାଯାଇଛି। ଏହି ଜମିପଟା ଡାବୁଗାଁ ଭାରପ୍ରାପ୍ତ ତହସିଲ ଅଧିକାରୀ ଡାବୁଗାଁ ବିଡ଼ିଓ ଶରତ ମାଝୀଙ୍କ  କର କାମଳରେ ପ୍ରଦାନ କରା ଯାଇଥିଲା। ଏହି ସମୟରେ ଉପସ୍ଥିତି ଥିଲେ ତହସିଲ ରେଭେନୁ ସୁପ୍ରଭାଇଜର ଗଣେଶ ନାୟକ, ଡାବୁଗାଁ ପୂର୍ବତନ ତଥା ବର୍ତ୍ତମାନର ଜୁନାପାଣି ଆର ଆଇ ଚୈତନୟ ବେହେରା ଏବଂ ଡାବୁଗାଁର  ନୂତନ ଆର ଆଇ ସୁଜିତ କୁମାର କାହାଳିଆ ସହ ବ୍ଲକ ଏବଂ ତହସିଲର କର୍ମଚାରୀ ମାନେ ଉପସ୍ଥିତି ଥିଲେ। 

*ବିଦ୍ର:-ନବରଙ୍ଗପୁର ଜିଲ୍ଲାରେ ଓଡିଶା ସରକାର ଙ୍କ ଦ୍ୱାର ଜମି ପଟା ପାଇଥିବା ପ୍ରଥମ ମହିଳା ଟ୍ରାନ୍ସଜେଣ୍ଡେର ମଙ୍ଗଳଡେଇ ନାୟକ*


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like