-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

*ସରପଞ୍ଚ ଙ୍କ ସ୍ବାମୀ ଙ୍କ ହତ୍ୟା ଘଟଣାରେ ୪ଗିରଫ : ସାମ୍ୱାଦିକ ସମ୍ମିଳନୀ ରେ ଖୁଲାସା କଲେ ସୁବର୍ଣ୍ଣପୁର ଏସ୍ ପି*

15-Jul-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲା ର ରାମପୁର ଥାନା ତଥା ଡୁଙ୍ଗୁରିପାଲି ବ୍ଳକର ଗଜବନ୍ଧ ପଂଚାୟତର ପୂର୍ବତନ ସରପଞ୍ଚ ତଥା ବର୍ତମାନ ର ସରପଞ୍ଚ ବାସନ୍ତୀ କ୍ଷେତୀଙ୍କ ସ୍ବାମୀ ବଲ୍ଲଭ କ୍ଷେତି ଙ୍କୁ ଗତ ୧୦ ତାରିଖ ରେ ନିର୍ମମ ହତ୍ୟା କରାଯାଇଥିବା ଘଟଣା ରେ ଚାରି ଜଣ ହତ୍ୟାକାରୀ ଙ୍କୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ। ପ୍ରାପ୍ତ ସୂଚନା ଅନୁସାରେ ଏହି ଘଟଣାରେ ୪ଜଣ ଅଭିଯୁକ୍ତ ଙ୍କୁ ଗିରଫ କରି ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ରେ ସହାୟତାରେ ରାମପୁର ପୋଲିସ ଜେଲ ପଠାଇବାରେ ସମର୍ଥ ହୋଇଛି। ଘଟଣା ଦିନ ରାତିରେ ସ୍ଵର୍ଗତ ବଲ୍ଲଭ ଖେତୀ ବାଇକରେ ନିଜ ଗ୍ରାମ ଗଜବନ୍ଧ ପଂଚାୟତ କେନ୍ଦୁପାଲିକୁ  ଯାଉଥିବା ସମୟରେ ପ୍ରାୟ ରାତି ୧୦ଟା ସମୟରେ ଗଜବନ୍ଧଠାରୁ ୨କିମି ଦୂର ବ୍ରାହ୍ମଣିପାଲି, ପଣ୍ଡରାପାଲି ଓ କେନ୍ଦୁପାଲି ଗ୍ରାମର ମଧ୍ଯ ଭାଗରେ ଥିବା ଛକ ନିକଟରେ  ଅଭିଯୁକ୍ତ ୪ ଯୁବକ ବ୍ରାହ୍ମଣିପାଲି ର ଯୋଗେଶ୍ଵର ଭୋଇ (୪୨), ପଣ୍ଡରାପାଲିର ଗୋବିନ୍ଦ ବେହେରା (୨୬), ଗଜବନ୍ଧ ର ସୁଜେଇ ଧନଞ୍ଜୟ ପ୍ରଶାୟତ(୪୦), ଗଜବନ୍ଧ  ର ଜଗଦିଶ ହୃଷିକେଶ ବଗର୍ତ୍ତି (୫୪) ଛପି ରହି ଅତର୍କିତ ଭାବରେ ଏହି ଆକ୍ରମଣ କରିଥିଲେ । ଖଣ୍ଡl ଚୋଟରେ ବଲ୍ଲଭ ତଳେ ପଢି ଯାଇଥିଲେ । ଖବର ପାଇ ପରିବାର ଏବଂ ସଂପର୍କୀୟମାନେ ତାଙ୍କୁ ଡୁଙ୍ଗୁରିପାଲି ଡାକ୍ତରଖାନାକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାକୁ ଜିଲ୍ଲା ପୋଲିସ୍ ଗୁରୁତର ସହ ନେଇ ଖୋଦ୍ ଏସପି ନାରାୟଣ ନାୟକ ଘଟଣା ସ୍ଥଳ କୁ ଯାଇ ଏହାର ପ୍ରାଥମିକ ତଦନ୍ତ କରି ଥିଲେ l ପରେ ଜିଲ୍ଲା ପୋଲିସ ଏହାର ତଦନ୍ତ ଭାର ରାମପୁର ପୋଲିସ କୁ ଦେଇ ଥିବା ବେଳେ ସୋନପୁର ଏସ ଡି ପି ଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ ଙ୍କ ଉପସ୍ଥିତି ପରାମର୍ଶ କ୍ରମେ ରାମପୁର ଥାନା ଅଧିକାରୀ ପଦ୍ମାସିନି ମେହେର ଙ୍କ ନେତୃତ୍ୱ ରେ ଏକ ସ୍ବତନ୍ତ୍ର ପୋଲିସ ଟିମ ସଠିକ ଭାବରେ ଅନୁସନ୍ଧାନ କରି  ସମସ୍ତ ଅପରାଧୀ ଙ୍କୁ ଠାବ କରିବାରେ ସଫଳ ହୋଇଛି l  ଜମି ବିବାଦ ଓ ଭିନ୍ନ ଭିନ୍ନ ବିବାଦ ରେ ପୂର୍ବରୁ ଯୋଗେଶ୍ୱର ଭୋଇ ଓ ଗୋବିନ୍ଦ ବେହେରା ଙ୍କ ସହ ବଲ୍ଲଭ କ୍ଷେତି ଙ୍କ ଖୁବ୍ ଝଗଡ଼ା ହୋଈ ଥିବା ତଦନ୍ତ ରୁ ଜଣା ପଡ଼ିଛି l ତେଣୁ ଗୋବିନ୍ଦ ଓ ଯୋଗେଶ୍ୱର ଏ ଦୁହେଁ ମୁଖ୍ୟ ଆସାମୀ ବୋଲି ଏସପି ସୁଚନା ଦେଇଛନ୍ତି l  କେନ୍ଦ୍ର କରି ନୂତନ ଏସପି ଙ୍କ ଯୋଗ ଦାନ ପରେ ଜିଲ୍ଲା ରେ ଘଟିଥିବା ବଡ ବଡ ଚୋରି ଲୁଟ୍ ଓ ହତ୍ୟା ଘଟଣାର ତୁରନ୍ତ ଏକ୍ସନ୍  ଓ ପର୍ଦ୍ଦାଫାଶ କରିବାରେ ସଫଳ ହୋଇ ଥିବାରୁ ଜିଲ୍ଲା ର ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରଯାଇଛି l ଓ ସାଧାରଣ ଜନତା ଙ୍କ ମଧ୍ୟରେ ପୋଲିସ ପ୍ରତି ଆଶା ବିଶ୍ୱାସ ଓ ଭରସା ବୃଦ୍ଧି ପାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like