-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଜିଲ୍ଲା ର ଜିଲ୍ଲା ଉନ୍ନୟନ ସମ୍ୱନ୍ଵୟ ଓ ପର୍ଯ୍ୟବେକ୍ଷଣ ସମିତି (ଦିଶା) ବୈଠକ ଅନୁଷ୍ଠିତ*

15-Jul-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲା ଉନ୍ନୟନ ସମ୍ୱନୟ ଓ ପର୍ଯ୍ୟବେକ୍ଷଣ ସମିତି (ଡିଶା)  ବୈଠକ ମାନ୍ୟବର ସାଂସଦ, ବଲାଙ୍ଗୀର, ଶ୍ରୀମତି ସଙ୍ଗୀତା କୁମାରୀ ସିଂହ ଦେଓ ଙ୍କ ଅଧ୍ୟକ୍ଷତାରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ମାନ୍ୟବର ବିଧାୟକ, ବୀରମହାରାଜପୁର  ବିଧାୟକ ଇଂ  ରଘୁନାଥ ଜଗଦଲା, ଜିଲ୍ଲାପାଳ, ଅନ୍ୟା ଦାସ  ,ଦିଶା କମିଟିର  ସମସ୍ତ ସଦସ୍ୟ/ ସଦସ୍ୟା ବୃନ୍ଦ, ଅତିରିକ୍ତ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଙ୍କ ସମେତ ସୁବର୍ଣ୍ଣପୁର ଜିଲ୍ଲାର କାର୍ଯ୍ୟରତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ  ଉପସ୍ଥିତ ଥିଲେ । ଏହି ଦିଶା ବୈଠକର ଅଧ୍ୟକ୍ଷା  ସାଂସଦ ଶ୍ରୀମତୀ ସିଂହ ଦେଓ, ସୁବର୍ଣ୍ଣପୁର ଜିଲ୍ଲା ରେ କାର୍ଯ୍ୟକାରୀ ହେଉଥିବା ସମସ୍ତ (Flagship Programmee) ପ୍ରଧାନ କାର୍ଯ୍ୟକ୍ରମ ବା ଯୋଜନା ଗୁଡ଼ିକ ଯଥା:-(୧). ସମଗ୍ର ଶିକ୍ଷା, ପ୍ରଧାନ ମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ (ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ      (୨). ପ୍ରଧାନ ମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (PMGSY),             (୩). ପ୍ରଧାନ ମନ୍ତ୍ରୀ କୌଶଳ ବିକାଶ ଯୋଜନା(PMKVY),(୪). ଜାତୀୟ ସ୍ୱାସ୍ଥ୍ୟ ମିଶନ (NHM), ( ଜଳ ଜୀବନ ମିଶନ(JJM) (୫). କୃଷି ବିଭାଗ ର ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନା(PMFBY), ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା (RKVY), (୬). ଶକ୍ତି ବିଭାଗର ଦିନ ଦୟାଲ ଉପାଧ୍ୟାୟ ଗ୍ରାମ ଜ୍ୟୋତି ଯୋଜନା (DDUGJY), ସମ୍ୱନିତ ଶକ୍ତି ବିକାଶ ଯୋଜନା(IPDS)  (୭). ମଙ୍ଗଳ ବିଭାଗ ର ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା (PMAGY),(୮). ସାଂସଦ ହାତ ପାଣ୍ଠି (MPLAD)  ବିନିଯୋଗ ଓ ଉନ୍ନୟନ କାର୍ଯ୍ୟ ସମ୍ପାଦନ,(୯). ସମବାୟ ବିଭାଗର ଇ-ଜାତୀୟ କୃଷି ବଜାର (E-NAM) ଓ (୧୦). ଅନ୍ୟାନ୍ୟ ଯୋଜନା ସମସ୍ତ ଉନ୍ନୟନ ବା ବିକାଶ କାର୍ଯ୍ୟର ଅଗ୍ରଗତିର ପର୍ଯ୍ୟବେକ୍ଷଣ କରିଥିଲେ । ବର୍ତ୍ତମାନ ଚାଲୁଥିବା ସମସ୍ତ ବିଭାଗର ଉନ୍ନୟନ ବା ବିକାଶ ମୂଳକ କାର୍ଯ୍ୟ ଗୁଡ଼ିକୁ ତୁରନ୍ତ ସମାପ୍ତ ବା ସମାପନ କରି ବିନିଯୋଗ ପ୍ରମାଣ ପତ୍ର ସଂପୃକ୍ତ କାର୍ଯ୍ୟାଳୟ କୁ ପ୍ରେରଣ କରିବା ପାଇଁ ସଂପୃକ୍ତ ବିଭାଗର ଅଧିକାରୀମାନଙ୍କୁ ଅଧ୍ୟକ୍ଷା, ଦିଶା କମିଟି ଅଧ୍ୟକ୍ଷା  ସାଂସଦ, ଶ୍ରୀମତି  ସିଂହ ଦେଓ ପରାମର୍ଶ ଓ ନିର୍ଦ୍ଧେଶ ଦେଇଥିଲେ। ଶେଷରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ,ସୁବର୍ଣ୍ଣପୁର ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like