-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ରାସ୍ତା ପରିଦର୍ଶନ; ରାସ୍ତାରୋକ ନେଇ ଗ୍ରାମବାସୀଙ୍କ ଦାବୀପତ୍ର ପ୍ରଦାନ

15-Jul-2025



ସୋନପୁର ଜିଲ୍ଲା ତରଭା ବ୍ଲକ ମରାଡୁ ଗୋଛା ଗ୍ରାମ ପଞ୍ଚାୟତ ର ମରାଡୁଗୋଛା ଛକ ଠାରୁ ଗୁଞ୍ଜିମୁଣ୍ଡା ଛକ ପ୍ରୟନ୍ତ ବିପର୍ଯ୍ୟସ୍ତ ହୋଇ ପଡିଛି I ରାସ୍ତା ମରାମତି ନେଇ ପ୍ରଶାସନର ପ୍ରତିଶୃତି କାର୍ଯ୍ୟ କାରି ନହେବା ଦୀର୍ଘ ତିନି ମାସ ବିତିଯାଇଥିଲେ ମଧ୍ୟ୍ୟ କୌଣସି ପଦକ୍ଷେପ ନିଆ ନ ଯିବାରୁ ପୁଣି ଥରେ ଗ୍ରାମବାସୀ ଓ ଛାତ୍ରଛାତ୍ରୀ ମାନେ ରାସ୍ତା  ମରାମତି ଦାବୀ ନେଇ ଆଗାମୀ ୨୩/୭ରେ ରାସ୍ତାରୋକ କରିବା ନେଇ ଜିଲ୍ଲାପାଳଙ୍କ ଉଦେଶ୍ୟ ରେ ତରଭା ବିଡ଼ିଓ ଙ୍କୁ ଏକ ଦାବୀପତ୍ର ଦିଆ ଯାଇଥିବାର ଜଣା ଯାଇଛି  I ମିଳିଥିବାରୁ ସୂଚନା ଅନୁଯାଇ ଗତ ୧୪/୩ଏହି ରାସ୍ତା ରୋକ ମରାମତି ଓ ନିର୍ମାଣ ସଙ୍ଗେ ରାସ୍ତାରୋକ କରିବା ପାଇଁ ଜିଲ୍ଲାପାଳଙ୍କ ଠାରେ ଅଭିଯୋଗ କରିଥିଲେ I ଅଭିଯୋଗ କୁ ନେଇ ଜିଲ୍ଲା ପ୍ରଶାସନ ଓ ବ୍ଲକ ପ୍ରଶାସନ, ରାଜସ୍ୱ ବିଭାଗ ଏବଂ ଅଞ୍ଚଳ ର ଗ୍ରାମବାସୀଙ୍କ ପ୍ରତିନିଧି ମାନଙ୍କୁ ନେଇ ସମୁନୟ ବୈଠକ ତରଭା ବିଡ଼ିଓ ଙ୍କ କାର୍ଯ୍ୟଳୟ ରେ ଗତ ୨୨/୩ତାରିଖ ରେ ଅନୁଷ୍ଠିତ ହୋଇ ଥିଲା I ଉପଜିଲ୍ଲାପାଳ ଓ ଅନ୍ୟ ବିଭାଗୀୟ ଅଧିକାରୀଙ୍କ ପ୍ରତିଶୃତିକୁ ସମ୍ମାନ ଜଣାଇଗ୍ରାମ ବାସୀ ଙ୍କ ପକ୍ଷରୁ ୨୬/୩ ରାସ୍ତା ରୋକ କୁ ସ୍ଥଗିତ ରଖାଯାଇଥିଲା  I କିନ୍ତୁ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଁ ନ ଯିବା ବାରୁ ପୁଣି ଧରେ ଛାତ୍ର ଛାତ୍ରୀ ଓ ଅଞ୍ଚଳବାସୀ ମାନଙ୍କୁ ନେଇ ଆସନ୍ତା  ତାରିଖରେ ରାସ୍ତାରୋକ କରିବା ପାଇଁ ତରଭା ବିଡ଼ିଓ ଙ୍କ ମାଧ୍ୟମରେ ଜିଲ୍ଲାପାଳଙ୍କ ଉଦେଶ୍ୟରେ ବ୍ରହ୍ମଣୀ ସ୍ଥିତ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ରବି ନାରରାୟଣ ସାହୁ, ଅଶୋକ ଦାଶ, ଇଶ୍ଵର ମହଲାଙ୍କ ନେତୃତ୍ୱରେ ଶତାଧିକ ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କ ଦସ୍ତଖତ ସମ୍ମିଳିତ ୨ଦଫା ଦାବୀ ପତ୍ର ପ୍ରଦାନ କରି ଛନ୍ତି I ଉକ୍ତ ଦାବୀପତ୍ରରେ ଜିଲ୍ଲାପାଳ ଏହି ରାସ୍ତା ନିଜ ପରିଦର୍ଶନ ରେ ଆସି ଆମ ସମସ୍ୟା ଦେଖନ୍ତୁ ଓ ଆମ ସମସ୍ୟା ବିଚାର କରନ୍ତୁ I  ରାସ୍ତା ଉପରେ ରହିଥିବା ସମସ୍ୟା ପ୍ରତି ଅନୁଧ୍ୟାନ କରିବା ନେଇ ଦାବୀପତ୍ରରେ ଉଲ୍ଲେଖ ରହିଛି I ଆଗାମୀ  ଦିନରେ କୌଣସି ପଦକ୍ଷେପ ନ ନେଲେ ଆଗାମୀ ୨୩/୭ରେ ଗୁଞ୍ଜି ମୁଣ୍ଡା ଛକ ରେ ରାସ୍ତାରୋକ କରା ଯିବ ବୋଲି ଉଲ୍ଲେଖ ରହିଛି ।

(କପିଳାସ ସେଠ୍ ଙ୍କ ରିପୋର୍ଟ)
 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like