-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      Hj   (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||     

HOME   ଜିଲ୍ଲା

*ଜିଲ୍ଲା ସ୍ତରୀୟ ଏଡସ ସମ୍ପର୍କିତ କ୍ୱିଜ୍ ପ୍ରତିଯୋଗିତା*

15-Jul-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ଓଡ଼ିଶା ରାଜ୍ୟ ଏଡ଼ସ ନିୟନ୍ତ୍ରଣ ସମିତି, ଭୁବନେଶ୍ୱର ଓ ଭାରତୀୟ ରେଡକ୍ରାସ ଓଡ଼ିଶା ରାଜ୍ୟ  ଶାଖା ମିଳିତ ଉଦ୍ୟମରେ ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ସବୁ ବିଭିନ୍ନ ସ୍କୁଲର ରେଡ ରିବନ୍ କ୍ଲବର ଛାତ୍ରଛାତ୍ରୀ ମାନଙ୍କୁ ନେଇ ସୋନପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏଚଆଇଭି /ଏଡସ ସମ୍ପର୍କିତ ଏକ କ୍ୱିଜ୍ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ମୀନାରାଣୀ ମଙ୍ଗଲଙ୍କ ମାର୍ଗଦର୍ଶନରେ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ସୁବର୍ଣ୍ଣପୁର ସ୍ବାସ୍ଥ୍ୟ ବିଭାଗର ଏଚଆଇଭି/ଏଡସ ଜିଲ୍ଲା  ସଂଯୋଜକ ସୁଦାମ ପଧାନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ପ୍ରଥମେ ବିଭିନ୍ନ  ବ୍ଲକରୁ ଆସିଥିବା ପ୍ରତିଭାଗୀ ମାନଙ୍କ ମଧ୍ୟରେ ଲିଖିତ ପ୍ରତିଯୋଗିତା ହୋଇଥିଲା। ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବରେ ସୋନପୁର ଏବିଇଓ କୃଷ୍ଣଚନ୍ଦ୍ର ପଣ୍ଡା, ମୁଖ୍ୟ ବକ୍ତା ଭାବରେ ଯୁବ ରେଡକ୍ରସ ଜିଲ୍ଲା ସଂଯୋଜକ ଉମାକାନ୍ତ ନାଗ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପ୍ରଜ୍ଞା ପାରମିତା  ଦାଶ ଓ ଅନ୍ୟ ମଞ୍ଚାସୀନ ଅତିଥି ବୃନ୍ଦ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ । କ୍ରାର୍ଯ୍ୟକ୍ରମକୁ ବରିଷ୍ଠ ସାଧନ କର୍ମୀ ଚନ୍ଦ୍ରମଣି ବାଘ ସଂଯୋଜନା କରିଥିବା ବେଳେ ଚନ୍ଦ୍ର ଶେଖର ମହାପାତ୍ର , ବିସିସି ବିଜୟ ପଣ୍ଡା ଓ ଗୋପେଶ ପଣ୍ଡା ସହାୟତା କରିଥିଲେ। ସାଧନ କର୍ମୀ ସସ୍ମିତା ସାହୁ ବିଚାରକ ଭାବରେ କାର୍ଯ୍ୟ ନିର୍ବାହ କରିଥିଲେ। ସୋନପୁର ବାଳିକା ବିଦ୍ୟାଳୟର ପରାମର୍ଶଦାତ୍ରୀ ପ୍ରଜ୍ଞା ପାରିମିତା ମିଶ୍ର   ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026
  ଜିଲ୍ଲା  
ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   30-Apr-2026
  ଜିଲ୍ଲା  
*ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   30-Apr-2026
  ଜିଲ୍ଲା  
ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   30-Apr-2026
  ଜିଲ୍ଲା  
Hj   30-Apr-2026
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026

You Might Also Like

                               
  ଜିଲ୍ଲା  

Hj