-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଉପକାଗଙ୍ଗାରେ ବିଦ୍ୟୁତିକରଣ ପାଇଁ ଆସୁଛି ଅଭିଯୋଗ

15-Jul-2025



ବୋଡ଼େନ (ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ନାଗପଡା ପଞ୍ଚାୟତରେ ଅଛି ଉପକା ଗଙ୍ଗା ଏକ ତୀର୍ଥ ସ୍ଥଳୀ , ଏଇଠି ଅଛନ୍ତି ପ୍ରଭୁ ଜଗନ୍ନାଥଙ୍କ ମନ୍ଦିର ଓ ଭଗବାନ  ଶିବଙ୍କ ମନ୍ଦିର ।ଘଞ୍ଚ ଜଙ୍ଗଲ ଓ ନଦୀ ନାଳ ଘେରା ତଥା ସୁନାବେଡା ଅଭୟାରଣ୍ୟ ସହିତ ଲାଗିରହିଥିବା ଏହି ଅଞ୍ଚଳ ବିଶେଷ କରି ଅନୁସୂଚିତ ଜାତିର ଲୋକଙ୍କ ବାସ ସ୍ଥଳୀ ।ଏଠାକାର ପ୍ରାକୃତିକ ଦୃଶ୍ୟ ମନକୁ କିଣି ନେଇଥାଏ ବୋଲି  ଅନେକ ସମୟରେ ଲୋକ ଏଠିକୁ ଆସନ୍ତି,ଇଂରାଜୀ ନବ ବର୍ଷରେ ବହୁତ୍ ଭିଡ଼ ଦେଖାଯାଏ,ଶ୍ରାବଣ ମାସରେ ଶୈବ ଭକ୍ତ ଭିଡ ଜମାନ୍ତି,ଶ୍ରୀଜଗନ୍ନାଥଙ୍କ ରଥ ଯାତ୍ରା ହଜାର ହଜାର ଲୋକଙ୍କ ସମାଗମରେ ଏଇଠି ଅନୁଷ୍ଠିତ ହୁଏ ।ଖୋଲି ଭିତର,ଛୁଇଁ ପାଣି ଓ ଭୁଇ ପାଣି ଗ୍ରାମର ଲୋକ ଯେତେବେଳେ କୌଣସି କାମରେ ଅନ୍ୟତ୍ର ଯାଇଥାନ୍ତି ଓ ଫେରନ୍ତି କିନ୍ତୁ ତାଙ୍କ ଘରକୁ ଯାଇପାରି ନଥାଆନ୍ତି କାରଣ ଟିକିଏ ବର୍ଷାରେ ନଦୀ ନାଳ ଉଛୁଳି ପଡ଼େ ବୋଲି ଏହି ଆଦିବାସୀ ଭାଇ ଭଉଣୀ  ବାଧ୍ୟ ହୋଇ ଉପକା ଗଙ୍ଗାରେ ଥିବା ବିଶ୍ରାମ ଗୃହରେ ଆଶ୍ରୟ ନିଅନ୍ତି ।କିଛି ସମୟ ପାଇଁ ଅବା ଦିନେ ଦୁଇଦିନ ତାଙ୍କ ପରିବାର ସହିତ ଯୋଗାଯୋଗ କରି ପାରିନଥାଆନ୍ତି ।ଲୋକ ଆଶ୍ରୟ ନେଉଛନ୍ତି ,ବିଭିନ୍ନ କାର୍ଯ୍ୟକ୍ରମ ହେଉଛି କିନ୍ତୁ ବିଦ୍ୟୁତିକରଣ ହୋଇ ନାହି ତେଣୁ ଏହି ତୀର୍ଥ ସ୍ଥଳରେ ବିଦ୍ୟୁତିକରଣ କରିବା ସହିତ ଓଡ଼ିଶା ସରକାର ଉପକା ଗଙ୍ଗାର ଉନ୍ନତି କରଣ ଓ ଏହାକୁ ଓଡ଼ିଶାର ପର୍ଯ୍ୟଟନ ସ୍ଥଳୀ ଭାବରେ ମାନ୍ୟତା ଦିଅନ୍ତୁ ବୋଲି ସାଧାରଣରେ ଦାବୀ ହେଉଛି ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like