-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ରାଜ୍ୟ

ଠିକାଦାର ଏବଂ ଅଫିସରଙ୍କ ମଧୁଚନ୍ଦ୍ରିକା ଜାଲରେ ବଳି ପଡିଛନ୍ତି ଅନେକ ପ୍ରଧାନମନ୍ତ୍ରୀ ଆବାସ ପାଇଥିବା ନିରୀହ ଆଦିବାସୀ

25-Jan-2021



 ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) :ରାଜ୍ୟ ଓ କେନ୍ଦ୍ର ସରକାର ଆଦିବାସୀ ଙ୍କ ବିକାଶ କରିବା ସହ ସମସ୍ତଙ୍କ ମୁଣ୍ଡ ଉପରେ ପକ୍କା ଘର ଦେବାପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ସମସ୍ୟା ସମାଧାନ କରାଯିବା ପାଇଁ ପଞ୍ଚାୟତ ସ୍ତରରେ ସବୁପ୍ରକାର
ବ୍ୟବସ୍ଥା କରାଯାଇଛି। ଏଥିପାଇଁ ପଞ୍ଚାୟତ ଠାରୁ ବ୍ଲକ ପର୍ଯ୍ୟନ୍ତ କଡ଼ା ନିର୍ଦ୍ଦେଶ ଦିଆଯାଇଥିବା ବେଳେ ତାହାର  କୌଣସି ପ୍ରକାର ନିୟମ ସଠିକ୍ ଭାବରେ ଏଠି
ପାଳନ ହୋଇନଥିବା ଦେଖିବାକୁ ମିଳୁଛି।ପଞ୍ଚାୟତ ରେ JRS ଜିଓ ଟ୍ୟାକ କରିବା ପରେ VLW ବିଲ୍ ଦବା କଥା କିନ୍ତୁ
ଏଠି କାହାର ହେଲେ ଘର କାନ୍ଥ ପଲସ୍ତରା,ତଳ ଚଟାଣ ହୋଇନାହିଁ କି କବାଟ ଲାଗିନଥୀବା ସହ ରହିବା ଉପଯୋଗୀ ହୋଇନାହିଁ।  କେବଳ ଫଳକ ଲେଖାଯାଇଛି ଆଉ ସବୁ ବିଲ୍ ମଧ୍ୟ ସରିଛି କିନ୍ତୁ ପଇସା ଯାଇଛି ଠିକାଦାରଙ୍କ ପକେଟକୁ  ଫଳରେ ଆଦିବାସୀ ଲୋକଙ୍କ ଦୁଃଖ ଆଗରୁ ଜାହା ଥୀଲା ସେମିତି ରହିଛି।
ସରକାର ଟଙ୍କା ଖର୍ଚ୍ଚ କଲେ କିନ୍ତୁ ଘର ପାଇ ମଧ୍ୟ ସେହି ଚାଳଘରେ ରହୁଛନ୍ତି ଆଦିବାସୀ ପରିବାର ।ଏମିତିକା ଅଭିଯୋଗ ଆଣିଛନ୍ତି ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଳକ ଅନ୍ତର୍ଗତ ଆଦିବାସୀ ବହୁଳ ବେରୁଆବାରୀ ପଞ୍ଚାୟତର ବେଲଦୁଆର ଗାଁ ର  ଗଜ ଜାନୀ, ବାସନ୍ତୀ ଜାନୀ ,ଗୋଲଣି ଜାନୀ ,ଜମ୍ବୁ ଜାନୀ , ଜୟନ୍ତୀ ଜାନୀ, ସାନ୍ତିଲତା ଜାନୀ, ସୋମନାଥ ଡାକୁଆ, ଯୁଧିଷ୍ଟିର ବେହେରା ଓ ଭଜମନ ଜାନି ଏମିତି  ଦୁର୍ଦ୍ଦଶାରେ ପଡିଛନ୍ତି (୯)ଟି ଆଦିବାସୀ ପରିବାର ।
 ଏହି ବିଷୟରେ ପଂଚାୟତ ଅଧିକାରୀ VLW ଙ୍କୁ ପଚାରିଥୀଲୁ ସେ କହିବା କଥା ଯେ ହିତାଧିକାରୀଙ୍କ ଖାତା କୁ ପଇସା ଯାଉଛି ଠିକାଦାର କିଭଳି ପଇସା ପାଉଛି, ଏ କେସ ମୋ ପିରିଅଡର ନୁହଁ ପୁରୁଣା କେସ।
 ନୂଆଗାଁ ବ୍ଳକ ମଣ୍ଡଳ ଉନ୍ନୟନ ଅଧିକାରୀଙ୍କ ସହିତ ଆଲୋଚନା କରି ଥିଲୁ
ସେ କହିଥୀଲେ ଲୋକଙ୍କୁ ଯେତେ ବୁଝାଇଲେ ମଧ୍ୟ ସେବୁଝୁନାହାନ୍ତି ଆମେ କ'ଣ କରିବୁ , ଯଦିଓ ଘର କାମ ସମ୍ପୂର୍ଣ୍ଣ ହୋଇନାହିଁ ତେବେ ସମ୍ପୂର୍ଣ୍ଣ ଵିଲ ପାଇନଥିବେ କିନ୍ତୁ social audit reports ଅନୁଯାୟୀ ହିତାଧିକାରୀଙ୍କ ୪ଗୋଟି କିସ୍ତିରେ ସମ୍ପୂର୍ଣ୍ଣ ୧୩୦୦୦୦ ଟଙ୍କା ବିଲ ହୋଇସାରିଛି। ଏଠି ପ୍ରଶ୍ନ ଉଠୁଛି ଯେ ଘରର ସମ୍ପୂର୍ଣ୍ଣ କାମ ଶେଷ ନହୋଇ ରହିବା ଉପୋଜୋଗି ନହୋଇ କିଭଳି ଭାବରେ ସମ୍ପୂର୍ଣ୍ଣ ଭାବରେ ବିଲ ପାସ କରା ଗଲା ଏଥିରୁ ସ୍ପଷ୍ଟ ଜଣାପଡୁଛି ଯେ ଠିକାଦାର ଏବଂ ଅଫିସର ଙ୍କ ମଧ୍ୟରେ ମଧୂଚନ୍ଦ୍ରିକା ନୀତି କାମକରିଛି ଜା ଫଳରେ ଏହି ମଧୁଚନ୍ଦ୍ରିକା ଜାଲରେ ବଳି ପଡିଛନ୍ତି ଏହି ନିରୀହ ଆଦିବାସୀ। ବୁଧୀଜିବିଙ୍କ ମତ ଏହି ଗାଁ ରେ ଉଚ୍ଚ ସ୍ତରୀୟ ତଦନ୍ତ କରାଗଲେ
ସତ୍ୟ ପଦାକୁ ଆସିବା ସହିତ ଆଦିବାସୀ ଲୋକ ନ୍ୟାୟ ପାଇପାରନ୍ତେ । ନୟାଗଡ ନୂଆଗାଁ ରୁ ନିରଂଜନ ସାହୁ


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like