-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ, ଯୋଜନା କେବଳ କାଗଜ କଲମରେ ନୁହେଁ ଲୋକଙ୍କ ନିକଟକୁ ପହଂଚିବା ଦରକାର: ବିଧାୟକ

15-Jul-2025



କଣ୍ଟାମାଳ(ଜୟ କୁମାର ମହାରଣା):  କଣ୍ଟାମାଳ ବ୍ଲକ ସଭାଗୃହ ଠାରେ କଣ୍ଟାମାଳ ପଞ୍ଚାୟତ ସମିତି ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷା ସସ୍ମିତା ସେନାପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସ୍ଥାନୀୟ ବିଧାୟକ କହ୍ନେଇଁ ଚରଣ ଡାଙ୍ଗ,କନ୍ଧମାଳ ସାଂସଦ ଙ୍କ ପ୍ରତିନିଧି ଦୀପକ ବାରିକ, ଜିଲ୍ଲାପରିଷଦ ସଭ୍ୟା ପଦ୍ମାଳୟା ପ୍ରଧାନ ଓ ସୁମିତ୍ରା ସାହୁ, ବିଡ଼ିଓ ଶ୍ରୀମତୀ ସାମୀ ଜୟଶ୍ରୀ ରେଡ୍ଡୀ ଙ୍କ ସମେତ ବ୍ଲକର ୨୪ଟି ପଞ୍ଚାୟତର ସମସ୍ତ ସରପଞ୍ଚ ଓ ସମିତିସଭ୍ୟ ସଭ୍ୟା, ଅଂଶ ଗ୍ରହଣ କରିଥିଲେ ।ଏଥିରେ ବ୍ଲକର ସମସ୍ତ ବିଭାଗର ଅଧିକାରୀ ମାନେ ଅଂଶଗ୍ରହଣ କରିଥିଲେ । ବିଭିନ୍ନ ଗ୍ରାମ ପଞ୍ଚାୟତ ଗୁଡ଼ିକରେ ଦେଖା ଦେଇଥିବା ସମସ୍ୟା ଉପରେ ଆଲୋଚନା ହୋଇଥିଲା ।ଉକ୍ତ ସମସ୍ୟାର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜନ ପ୍ରତିନିଧିମାନେ ଅଭିଯୋଗ କରିଥିଲେ । ଶିକ୍ଷା ,ସ୍ଵାସ୍ଥ୍ୟ,ଗମନାଗମନ, ପାନୀୟଜଳ, ପରିମଳ, ବିଦ୍ୟୁତ୍ ଆଦି ବିଭିନ୍ନ ବିଭାଗର ଯୋଜନା ଉପରେ ଅଧିକାରୀମାନେ ଆଲୋକପାତ କରିଥିଲେ । ସରପଞ୍ଚ ଓ ସମିତିସଭ୍ୟ ମାନେ ନିଜ ନିଜ ଅଞ୍ଚଳର ସୁବିଧା ଅସୁବିଧା ସହ ସମସ୍ୟାର ସମାଧାନ ଉପରେ ବୈଠକରେ ଉପସ୍ଥାପନ କରିଥିଲେ । ସରକାରୀ ଯୋଜନା କିଭଳି ସଠିକ ଭାବରେ ଲୋକଙ୍କ ନିକଟରେ ପହଂଚି ପାରିବ ସେ ନେଇ ସମସ୍ତେ ସହଯୋଗ କରିବାକୁ ବିଡିଓ ଶ୍ରୀମତୀ ରେଡ୍ଡୀ ସମସ୍ତଙ୍କୁ ଅନୁରୋଧ କରିଥିଲେ । ବିଭିନ୍ନ ଯୋଜନା ଓ ଏହାର କାର୍ଯ୍ୟକାରିତା ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ଶିକ୍ଷା, ପ୍ରାଣୀ ଓ ମତ୍ସ୍ୟ ବିଭାଗ, ସାଧାରଣ ଖାଉଟି ବଣ୍ଟନ ଆଦି ବିଭାଗ ଉପରେ ଆଲୋଚନା କରାଯାଇଥିଲା ।ଏହା ସହ କେନ୍ଦ୍ରୀୟ ଆର୍ଥିକ ଆୟୋଗ ଦ୍ୱାରା ପ୍ରଦତ୍ତ ଅନୁଦାନ ଓ ରାଜ୍ୟ ଅନୁଦାନ ନେଇ ସବିଶେଷ ଆଲୋଚନା କରଯାଇଥିଲା ।ଆଗାମୀ ବର୍ଷ ପାଇଁ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନେଇ ସଦସ୍ୟମାନେ ପ୍ରସ୍ତାବ ଦେଇଥିଲେ ।ଯେପରି କାଗଜ କଲମରେ ଯୋଜନା ଗୁଡିକ ସୀମିତ ନ ରହି ଲୋକଙ୍କ ପାଖରେ ଠିକ୍ ଭାବରେ ପହଞ୍ଚି ପାରିବ ସେ ନେଇ ବିଧାୟକ ଶ୍ରୀ ଡାଙ୍ଗ ସମସ୍ତ ଅଧିକାରୀ ମାନଙ୍କୁ ତାଗିଦ କରିଥିଲେ ।ସମିତି ବୈଠକ କୁଭାରପ୍ରାପ୍ତ ଗ୍ରାମ ପଂଚାୟତ ଉନ୍ନୟନ ଅଧିକାରୀ ଜୟଦେବ ପ୍ରଧାନ ପରିଚାଳନା କରିଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like