-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ପାତାଳେଶ୍ବର ମହାଦେବଙ୍କ ମନ୍ଦିରରେ ଚାଳିଛି ଶ୍ରୀଙ୍ଗାର ବେଶ, ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼

16-Jul-2025



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ): ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଏକ ପଞ୍ଚାୟତ ମୁଖ୍ୟାଳୟ ହୋଇଥିଲେ ହେଁ ଗାଁ ର ଅବସ୍ଥିତି ପ୍ରାକୃତିକ ଶୋଭାରେ ପରିପୂର୍ଣ୍ଣ ବୃକ୍ଷଲତା, ପାହାଡ ତିନୋଟି ଦିଗରେ ଦଣ୍ଡାୟମାନ ଥିବାବେଳେ ଦକ୍ଷିଣ ଦିଗରେ ବହି ଯାଇଛି ବିସ୍ତିଣ୍ଣ ଉନ୍ଦେର ନଦୀ। ଆଉ ଉନ୍ଦେର ନଦୀର ଅନତୀ ଦୁରରେ ରହିଛି ଶ୍ରୀ ଶ୍ରୀ ପାତାଳେଶ୍ବର ମହାଦେବଙ୍କ ମନ୍ଦିର। ଲୋକକଥା ରହିଛି ଉକ୍ତ ମନ୍ଦିରରେ ପୂଜା ପାଉଥିବା ଶିବଲିଙ୍ଗ ପ୍ରାକୃତିକ ଭାବେ ପାତାଳ ଫାଟି ଶିବଲିଙ୍ଗ ଆବିର୍ଭାବ ହୋଇଥିବାରୁ ମହାଦେବଙ୍କ ନାମ ପାତାଳେଶ୍ବର ରହିଛି। ଦଶନ୍ଧି ଦଶନ୍ଧି ଧରି ସିନ୍ଧେକେଲା ଅଞ୍ଚଳବାସୀଙ୍କ ଆସ୍ଥା ଓ ବିଶ୍ବାସ ସହ ଜଡ଼ିତ ଥିବା ଏହି ମନ୍ଦିର ରେ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ମତକୁ ନେଇ ଶ୍ରାବଣ ମାସର ପ୍ରତ୍ୟେକ ଦିନ ଶ୍ରୀଙ୍ଗାର ବେଶରେ ସୁସଜ୍ଜିତ କରିବାପାଇଁ ପୂଜକ ମାନଙ୍କ ନିର୍ଣ୍ଣୟ ହୋଇଥିଲା। ପୂଜକ ନିତ୍ୟାନନ୍ଦ ତ୍ରିପାଠୀ, ମୁରଲି ତ୍ରିପାଠୀ, ସଦାନନ୍ଦ ତ୍ରିପାଠୀଙ୍କ ତତ୍ବାବଧାନରେ ଯୁବ ପୂଜକ ଶିବାନନ୍ଦ ତ୍ରିପାଠୀ ଓ ଜନ୍ମେଜୟ ତ୍ରିପାଠୀ ପ୍ରତ୍ୟେକ ଦିନ ବିଭିନ୍ନ ବେଶରେ ସୁସଜ୍ଜିତ କରୁଛନ୍ତି। ତେବେ ମଙ୍ଗଳବାର ଶ୍ରାବଣର ପଞ୍ଚମ ଦିନ ଉପଲକ୍ଷେ ବହୁତ ସୁନ୍ଦର ଭାବେ ସୁସଜ୍ଜିତ ହୋଇଥିବା ମହାଦେବଙ୍କ ଶ୍ରୀଙ୍ଗାର ବେଶକୁ ବହୁ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026
  ଜିଲ୍ଲା  
ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    29-Apr-2026
  ଜିଲ୍ଲା  
*ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   29-Apr-2026
  ଦେଶ ବିଦେଶ  
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   29-Apr-2026
  ରାଜ୍ୟ  
ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   29-Apr-2026
  ଜିଲ୍ଲା  
ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   29-Apr-2026

You Might Also Like